ଖେଳ

ସେମିଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର,୨୯ା୩(ସ୍ପୋଟର୍‌ସ ବ୍ୟୁରୋ): ରାମେଶ୍ୱର ସ୍ପୋର୍ଟିଂ ଆନୁକୂଲ୍ୟରେ ଅନୁଷ୍ଠିତ ପଞ୍ଚମ ରାମେଶ୍ୱର କପ୍‌ ତଥା କମଳା ପରିଡ଼ା ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ସେମି ଫାଇନାଲରେ ପ୍ରବେଶ କରିଛି ମୁକ୍ତେଶ୍ୱର। ମଙ୍ଗଳବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ତୃତୀୟ କ୍ୱାର୍ଟର ଫାଇନାଲକୁ ଡର୍କଓ୍ବର୍ଥ ଲୁଇସ୍‌ ମେଥଡରେ…

ଆଇପିଏଲ୍‌ ପୂର୍ବରୁ ଇଞ୍ଜେକ୍ସନ ନେବେ ଷ୍ଟୋକ୍ସ

ଲଣ୍ଡନ, ୨୯ା୩ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ଭାରତ ଯିବା ପୂର୍ବରୁ ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କୁ ଏକ ଇଞ୍ଜେକ୍ସନ ନେବାକୁ ପଡ଼ିବ। ଷ୍ଟୋକ୍ସଙ୍କର ଦୀର୍ଘ ଦିନ ହେଲା ବାମ ଆଣ୍ଠୁରେ ସମସ୍ୟା ଦେଖା ଦେଇଛି।…

ଜାତୀୟ ଶକ୍ତି ଉତ୍ତୋଳନ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୨୯ା୩ (ସ୍ପୋଟର୍‌ସ ବ୍ୟୁରୋ): କେରଳ ରାଜ୍ୟ ଅନ୍ତର୍ଗତ କୋଝିକୋଡ୍‌ଠାରେ ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥି ପାଇଁ ଓଡ଼ିଶା ଶକ୍ତିଉତ୍ତୋଳନ ସଂଘ ତରଫରୁ ମନୋନୀତ ୧୫ ଜଣିଆ ଖେଳାଳି ଦଳ ଏବଂ…

କ୍ରିକେଟର୍‌ କେଦାର ଯାଦବଙ୍କ ନିଖୋଜ ପିତା ସୁରକ୍ଷିତ ଉଦ୍ଧାର

ନୂଆଦିଲ୍ଲୀ,୨୮।୩: ଭାରତୀୟ କ୍ରିକେଟର କେଦାର ଯାଦବଙ୍କ ପିତା ମହାଦେବ ଯାଦବ ମହାରାଷ୍ଟ୍ରର ପୁଣେସ୍ଥିତ ଘରୁ ନିଖୋଜ ହୋଇଯାଇଥିଲେ। ଅଭିଯୋଗ ପାଇବା ପରେ ପୋଲିସ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ଏବଂ କିଛି ଘଣ୍ଟା ମଧ୍ୟରେ ପୁଣେ ସହରର ମୁଣ୍ଡୱା ଅଞ୍ଚଳରୁ ତାଙ୍କ…

ଜ୍ୟୋତ୍ସ୍ନା ଶବରଙ୍କୁ ରୌପ୍ୟ, ବ୍ରୋଞ୍ଜ୍‌

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ ଆନୁକୂଲ୍ୟରେ ଆଲ୍‌ବାନିଆର ଡୁରେସ୍‌ଠାରେ ଚାଲିଥିବା ଓ୍ବାଲର୍‌ଡ ୟୁଥ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଜ୍ୟୋସ୍ନା ଶବର ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ୍‌ ପଦକ ହାସଲ କରିଛନ୍ତି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସେସ(କିସ୍‌)ରେ…

ହୃଦୟ ଜିତିଲେ ଧୋନୀ

ଚେନ୍ନାଇ୨୮।୩: ଆଇପିଏଲର ୧୬ତମ ସଂସ୍କରଣ ଚଳିତ ବର୍ଷ ୩୧ ମାର୍ଚ୍ଚରୁ ଆରମ୍ଭ ହେଉଛି। ଆଇପିଏଲ ୨୦୨୩ରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କ୍ରିକେଟ ପଡ଼ିଆକୁ ଫେରିବେ। ସେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଉଛନ୍ତି।…

ଗଦାଧର ସାହୁଙ୍କୁ ବ୍ରୋଞ୍ଜ୍‌ ପଦକ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀରେ ଚାଲିଥିବା ୨୦ତମ ଜାତୀୟ ସିନିୟର ପାରା ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ଗଦାଧର ସାହୁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୫୯ କେଜି ବର୍ଗରେ ସେ ୧୩୫ କେଜି ଶକ୍ତି ଉତ୍ତୋଳନ କରି ବ୍ରୋଞ୍ଜ…

କିର୍ଗିଜ୍‌ସ୍ତାନକୁ ଭେଟିବ ଭାରତ

ଇମ୍ଫାଲ,୨୭ା୩: ଇମ୍ଫାଲରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ମଙ୍ଗଳବାର କିର୍ଗିଜ୍‌ସ୍ତାନକୁ ଭେଟିବ। ପ୍ରଥମ ମ୍ୟାଚ୍‌ରେ ଭାରତ ମ୍ୟାନ୍‌ମାରକୁ ୧-୦ରେ ପରାସ୍ତ କରିଥିଲା। ତ୍ରିରାଷ୍ଟ୍ରୀୟ ସିରିଜ୍‌ ଜିତିବାକୁ ହେଲେ ଭାରତକୁ ଏହି ମ୍ୟାଚ୍‌ରେ ଅନୂ୍ୟନ ଡ୍ର ଆବଶ୍ୟକ। ତେବେ…

କିଟ୍‌କୁ ୩ ସ୍ବର୍ଣ୍ଣ ସହ ୬ ପଦକ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି): ପଟିଆଲାସ୍ଥିତ ପଞ୍ଜାବୀ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ କାନୋଇଂ ଓ କାୟାକିଂ (ମହିଳା) ପ୍ରତିଯୋଗିତାରେ କିଟ୍‌ ପ୍ରତିଯୋଗୀ ୬ଟି ପଦକ ହାସଲ କରିଛନ୍ତି। ଏହାମଧ୍ୟରେ ୩ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୧…

ଓଡ଼ିଶା-ହିମାଚଳ ପ୍ରଦେଶ ମ୍ୟାଚ ଡ୍ର

ଭୁବନେଶ୍ୱର, ୨ ୮।୩(କ୍ରୀଡ଼ା ପ୍ରତିନିଧି): ଫତୋର୍ଦାର ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଓଡ଼ିଶା-ହିମାଚଳ ପ୍ରଦେଶ ମ୍ୟାଚ୍‌ ୩-୩ ଗୋଲରେ ଡ୍ର ରହିଛି। ମ୍ୟାଚ୍‌ ଆରମ୍ଭରୁ ଓଡ଼ିଶା ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା।…

କେକେଆରକୁ ମିଳିଲା ନୂଆ ଅଧିନାୟକ, ଶ୍ରେୟସଙ୍କ ସ୍ଥାନରେ ନୀତୀଶ ରାଣା

ନୂଆଦିଲ୍ଲୀ,୨୭।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୩ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ ରାଇଡର୍ସ(କେକେଆର) ନୂଆ ଅଧିନାୟକ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ସ୍ଥାନରେ ଷ୍ଟାର ବ୍ୟାଟ୍ସମ୍ୟାନ ନୀତୀଶ ରାଣାଙ୍କୁ ଦଳର ଅଧିନାୟକତ୍ୱ ପ୍ରଦାନ କରାଯାଇଛି। ପିଠିରେ ଆଘାତ ଯୋଗୁ…

ଆଇସିସି ବଦଲାଇଲା ଇନ୍ଦୋର ପିଚ୍‌ ରେଟିଂ

ଦୁବାଇ,୨୭ା୩: ଇନ୍ଦୋର ହୋଲ୍‌କାର ଷ୍ଟାଡିୟମ କ୍ରିକେଟ ପିଚ୍‌ ରେଟିଂ ବଦଳିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ପକ୍ଷରୁ ଆବେଦନ ପରେ ଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ୪ ମ୍ୟାଚ୍‌ବିଶିଷ୍ଟ ବର୍ଡର-ଗାଭସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?