ଖେଳ

କେ.ଏଲ, ରାହୁଲଙ୍କୁ ଝଟ୍‌କା, ଗ୍ରେଡେଶନ ହ୍ରାସ ଯୋଗୁ କମିଲା ପାରିଶ୍ରମିକ, ରବିନ୍ଦ୍ର ଜାଡେଜାଙ୍କୁ ସର୍ବାଧିକ ଲାଭ…

କୋଲକାତା,୨୭।୩ : କେ.ଏଲ ରାହୁଲଙ୍କ ସମସ୍ୟା କମିବାର ନା ଧରୁନି। ବିସିସିଆଇର ବାର୍ଷିକ ଚୁକ୍ତି ଯୋଗୁ ଏହି ଓପନରଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୋର୍ଡ କେ.ଏଲ. ରାହୁଲଙ୍କୁ ଏ ଗ୍ରେଡରୁ ହଟାଇ ତାଙ୍କୁ ବି ଗ୍ରେଡରେ ରଖିଛି। ଅକ୍ଟୋବର…

ଆଇପିଏଲ ପୂର୍ବରୁ କୋହଲିଙ୍କ ନୂଆ ଅବତାର: ହାତରେ…

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଟାଟୁ ପ୍ରେମ କାହାକୁ ଅଛପା ନାହିଁ। କୋହଲି ପିଲାଦିନରୁ ଟାଟୁକୁ ଭଲ ପାଉଥିଲେ ଏବଂ ବହୁତ କମ ବୟସରୁ ତାଙ୍କ ଶରୀରରେ ଟାଟୁ କରିଆସୁଥିଲେ। ତେବେ ପିତା ହେବା ପରେ ମଧ୍ୟ…

ବିସିସିଆଇର ବାର୍ଷିକ ଚୁକ୍ତିନାମା ଘୋଷଣା: ଉପରକୁ ଉଠିଲେ ଜାଡେଜା, ପାଣ୍ଡ୍ୟା

ନୂଆଦିଲ୍ଲୀ,୨୭।୩: ଅକ୍ଟୋବର ୨୦୨୨ ରୁ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ଖେଳାଳିଙ୍କ ବାର୍ଷିକ ଚୁକ୍ତିନାମା ବିସିସିଆଇ ଘୋଷଣା କରିଛି। ଚାରି ଖେଳାଳିଙ୍କୁ ଏ+ ଗ୍ରେଡରେ ସ୍ଥାନିତ କରାଯାଇଛି। ଏଥି ସହିତ ପାଞ୍ଚ ଜଣ ଖେଳାଳିଙ୍କୁ ଏ ଗ୍ରେଡରେ ରଖାଯାଇଛି। ୬ ଜଣ ଖେଳାଳି…

ଏଆଇସିଏଫ୍‌ ସଦସ୍ୟ ହେଲା କିଟ୍‌ ୟୁନିଭର୍ସିଟି

ଭୁବନେଶ୍ୱର, ୨୭ା୩ (ସ୍ପୋଟର୍‌ସ ବ୍ୟୁରୋ): ଦେଶ ଏକମାତ୍ର ତଥା ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌)ର ସଦସ୍ୟତା ହାସଲ କରିପାରିଛି କିଟ୍‌ ୟୁନିଭର୍ସିଟି। ଗତ ୧୫ବର୍ଷ ହେଲା ଓଡ଼ିଶା ଓ ଭାରତରେ ଚେସ୍‌ ଖେଳର ପ୍ରମୋଟ କରିବାରେ କିଟ୍‌ର…

ରାମେଶ୍ୱର ସ୍ପୋର୍ଟିଂର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ରାମେଶ୍ୱର ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ କମଳା ପରିଡ଼ା ସ୍ମାରକୀ (୫ମ ରାମେଶ୍ୱର କପ୍‌) କ୍ରିକେଟ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଛି। ଏହାର ପ୍ରଥମ ମ୍ୟାଚ୍‌ରେ ଅଧିନାୟକ ଶୁଭାଶିଷ ମଲିକଙ୍କ ବିସ୍ଫୋରକ ଶତକ ସହାୟତାରେ…

ରାଜ୍ୟ ବାହୁକୁସ୍ତି: କଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ରାଜ୍ୟ ବାହୁକୁସ୍ତି ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଜିଲାରୁ ମୋଟ ୧୫୦ ପ୍ରତିଯୋଗୀ ଭାଗ ନେଇଥିବାବେଳେ କଟକ ଦଳଗତ ଚାମ୍ପିୟନ ହୋଇଛି। ମହିଳା ବିଭାଗରେ ନଗ୍‌ମା ଆରା…

ଭୁବନେଶ୍ୱର ସ୍କୁଲ୍ସ ଚେସ୍‌: ଲଳିତ ଚାମ୍ପିୟନ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୬ତମ ସ୍କୁଲ୍ସ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ୬ ରାଉଣ୍ଡବିଶିଷ୍ଟ ଏହି ପ୍ରତିଯୋଗିତାରେ କଟକ ଓଲ୍ଡ ଷ୍ଟିଓ୍ବାର୍ଟ ସ୍କୁଲର ଲଳିତ ରଞ୍ଜନ…

ଭୁଟାନକୁ ୯-୦ରେ ହରାଇଲା ଭାରତ

ଢାକା, ୨୭।୩: ବାଂଲାଦେଶର ବୀର ଶ୍ରେଷ୍ଠ ଶହୀଦ ସିପାହି ମୁସ୍ତାଫା କମଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ଭାରତ ୯-୦ ଗୋଲରେ ଭୁଟାନକୁ ପରାସ୍ତ କରିଛି। ଭାରତ ପକ୍ଷରୁ ଶିଲ୍‌ଜି…

ମୁମ୍ବାଇ ମାଲାମାଲ୍‌: ଜାଣନ୍ତୁ କାହାକୁ ମିଳିଲା କେତେ ପୁରସ୍କାର ରାଶି

ମୁମ୍ବାଇ,୨୭।୩: ମହିଳା ପ୍ରିମିୟର ଲିଗର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ଦୁଇ ଦଳ ମଧ୍ୟରେ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିଥିବା ଦଳ ମାଲାମାଲ ହୋଇଛି। ଟ୍ରଫି ଜିତିବା ସହିତ…

ନିଖତ୍‌, ଲଭ୍‌ଲିନାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୭ା୩(ପି.ଟି.): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ରବିବାର ଭାରତ ପାଇଁ ଗୌରବ ଆଣିଛନ୍ତି ନିଖତ ଜରିନ ଓ ଲଭଲିନା ବୋରଗୋହେନ। ପ୍ରତିଯୋଗିତାରେ ଭାରତର ଆଧିପତ୍ୟ ଅବ୍ୟାହତ ରଖି ଦେଶପାଇଁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି…

ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ମୁମ୍ବାଇ,୨୬।୩: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ମହିଳା ପ୍ରିମିୟର ଲିଗର ପ୍ରଥମ ସିଜନର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ବିଜୟୀ ହୋଇଛି। ଫଳରେ ପ୍ରିମିୟର ଲିଗର ପ୍ରଥମ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ…

ମୁମ୍ବାଇକୁ ୧୩୨ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୨୬।୩: ମହିଳା ପ୍ରିମିୟର ଲିଗର ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୩୨ ରନ୍‌ର ଟାର୍ଗେଟ୍‌ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ ୨୦ ଓଭରରେ ନଅ ଉଇକେଟ ହରାଇ ୧୩୧ ରନ ସଂଗ୍ରହ କରିଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?