ଖେଳ

ହକି ଇଣ୍ଡିଆକୁ ଏଏଚ୍‌ଏଫ୍‌ର ସମ୍ବର୍ଦ୍ଧନା

ନୂଆଦିଲ୍ଳୀ, ୨୪ା୩ (ପି.ଟି.):ହକି ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପାଇଁ ହକି ଇଣ୍ଡିଆ ସମ୍ବର୍ଦ୍ଧିତ। ଗୁରୁବାର ଏସିଆନ୍‌ ହକି ମହାସଂଘ(ଏଏଚ୍‌ଏଫ୍‌) ପକ୍ଷରୁ ଏହ ସମ୍ମାନ ପ୍ରଦାନ କରାଯାଇଛି। ହକି ବିଶ୍ୱକପ୍‌ ୨୦୨୩ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା…

ବାପି ହାଁସଦାଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୩ (ସ୍ପୋଟର୍‌ସ ବ୍ୟୁରୋ):ଓଡ଼ିଶାର ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ ବାପି ହାଁସଦାଙ୍କୁ ଗୁରୁବାର ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୮ ତମ ନ୍ୟାସନାଲ ୟୁଥ୍‌ ଆଥଲେଟିକ୍ସରେ ଜାତୀୟ ରେକର୍ଡ ନିଜ ନାମରେ କରିଥିବା ବାପିଙ୍କୁ ସମ୍ମାନିତ କରିବା ସହିତ ୨୫…

ସୂର୍ଯ୍ୟଙ୍କ ଫର୍ମକୁ ନେଇ ଚିନ୍ତାରେ ଭାରତ

ନୂଆଦିଲ୍ଲୀ,୨୪ା୩ (ପି.ଟି.):ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ପରାଜିତ ହୋଇଛି ଭାରତ। ଅକ୍ଟୋବର-ନଭେମ୍ବରରେ ଦିନିକିଆ କ୍ରିକେଟ ବିଶ୍ୱକପ ରହିଥିବା ବେଳେ ଭାରତର ଏଭଳି ପ୍ରଦର୍ଶନ ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ଭାରତୀୟ ମଧ୍ୟକ୍ରମ ବ୍ୟାଟିଂ ଉପରେ ଆସିଛି ସବୁଠୁ ଅଧିକ ପ୍ରଶ୍ନବାଚୀ।…

ଆଇପିଏଲ୍‌ ଖେଳିିବାକୁ ବେୟାରଷ୍ଟୋଙ୍କୁ ମିଳୁନି ଅନୁମତି

ନୂଆଦିଲ୍ଲୀ,୨୩।୩: ଇଂଲଣ୍ଡର ଷ୍ଟାର ବ୍ୟାଟର ଜନ୍ନି ବେୟାରଷ୍ଟୋ ଚଳିତ ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିିବେ ନାହିଁ। ମାର୍ଚ୍ଚ ୩୧ରେ ଆରମ୍ଭ ହେବାକୁଥିବା ହାଇପ୍ରୋଫାଇଲ ଟି୨୦ ଲିଗ୍‌ରେ ଖେଳିବା ପାଇଁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ(ଏନ୍‌ଓସି) ଦେବାକୁ ତାଙ୍କ ଇଂଲଣ୍ଡ କ୍ରିକେଟ…

ଶ୍ରେଷ୍ଠ ଆୟୋଜକ ଭାବେ ହକି ଇଣ୍ଡିଆ ପୁରସ୍କୃତ

ନୂଆଦିଲ୍ଳୀ,୨୩ା୩: ଏସିଆନ୍‌ ହକି ମହାସଂଘ(ଏଏଚ୍‌ଏଫ୍‌) ପକ୍ଷରୁ ହକି ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପାଇଁ ହକି ଇଣ୍ଡିଆକୁ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି। ଏପରିକି ଶ୍ରେଷ୍ଠ ଆୟୋଜକ ଭାବେ ହକି ଇଣ୍ଡିଆକୁ ସମ୍ମାନିତ କରାଯାଇଛି। ଦକ୍ଷିଣ କୋରିଆର ମୁଙ୍ଗୟେୟୋଙ୍ଗରେ ଆୟୋଜିତ ଏଏଚ୍‌ଏଫ୍‌ କଂଗ୍ରେସରେ…

ଭାରତୀୟ ଦଳକୁ ଚେତାବନୀ ଦେଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୩: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ହାରିବା ପରେ ଟିମ ଇଣ୍ଡିଆକୁ ଚେତାବନୀ ଦେଇଛନ୍ତି ପୂର୍ବତନ ଭାରତୀୟ ଭେଟେରାନ ସୁନୀଲ ଗାଭାସ୍କର। ସେ ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ, ଏହା ହେଉଛି ବିଶ୍ୱକପ ବର୍ଷ ଏବଂ ଭାରତୀୟ ଦଳକୁ…

ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ଚେନ୍ନାଇ,୨୩।୩: ଭାରତୀୟ କ୍ରିକେଟ ଦଳର ଟି-୨୦ ତାରକା ସୂର୍ଯ୍ୟକୁମାର ଯାଦବ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ସୁପରଫ୍ଲପ୍‌ ହୋଇଛନ୍ତି। ସେ ୩ ମ୍ୟାଚ ବିଶିଷ୍ଟ ସିରିଜର କୌଣସି ମ୍ୟାଚରେ ଆକାଉଣ୍ଟ ଖୋଲିପାରି ନ ଥିଲେ। ପ୍ରଥମ ବଲରେ ଆଉଟ୍‌ ହେବା ପରେ…

ଅର୍ଶଦ, ସୁମିତଙ୍କ ଶତକ, ଦେବାଶିଷ, ଗୌତମଙ୍କୁ ୫ ଉଇକେଟ

ଭୁବନେଶ୍ୱର,୨୩ା୩ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟସ୍ତରୀୟ କଳାହାଣ୍ଡି କପ୍‌ କ୍ରିକେଟରେ ବୁଧବାର ସମ୍ବଲପୁର, କିଟ୍‌, ବୌଦ୍ଧ, କୋରାପୁଟ ଓ ବଲାଙ୍ଗୀର ବିଜୟ ହାସଲ କରିଛନ୍ତି। ବରଗଡର ସୁମିତ କେ. ରାୟ ଓ କୋରାପୁଟର ଅର୍ଶଦ କିଶୋର ଶତକ ମାରିଥିବା ବେଳେ ବୌଦ୍ଧର ଦେବାଶଷ…

ସରବଜୋତଙ୍କୁ ସ୍ବର୍ଣ୍ଣ, ବରୁଣଙ୍କୁ ବ୍ରୋଞ୍ଜ

ଭୋପାଳ,୨୩ା୩(ପି.ଟି.): ଭୋପାଳରେ ବୁଧବାରଠାରୁ ଆରମ୍ଭ ହୋଇଛି ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌। ପ୍ରତିଯୋଗିତାର ପ୍ରଥମ ଦିନରେ ଭାରତ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ହାସଲ କରିଛି। ଭାରତୀୟ ପ୍ରତିଯୋଗୀ ସରବଜୋତ ସିଂ ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ…

ଆଇଟିଏଫ୍‌ ଟାଇଟଲ ଲକ୍ଷ୍ୟରେ କବିର

ଭୁବନେଶ୍ୱର, ୨୩।୩ (କ୍ରୀଡ଼ା ପ୍ରତିନିଧି): ରାଜ୍ୟର ସର୍ବୋଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଟେନିସ ଖେଳାଳି କବିର ହଂସଙ୍କୁ ବୁଧବାର ସମ୍ବର୍ଦ୍ଧିତ କରାଯାଇଛି। ତୃପ୍ତି ଏଣ୍ଟରପ୍ରାଇଜେସର ନିର୍ଦ୍ଦେଶକ ଶୁଭେନ୍ଦୁ ମହାନ୍ତି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ…

ପଦକ ପକ୍କା କଲେ ନୀତୁ

ନୂଆଦିଲ୍ଳୀ,୨୩ା୩(ପି.ଟି): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତ ପାଇଁ ପ୍ରଥମ ପଦକ ପକ୍କା କରିଛନ୍ତି ନୀତୁ ଘଂଘାସ। ୪୮ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନୀତୁ ପ୍ରଥମ ଖେଳାଳି ଭାବରେ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ଅନ୍ୟୁନ ବ୍ରୋଞ୍ଜ…

ମେସୁଟ୍‌ ଓଜିଲଙ୍କ ଅବସର

ଇସ୍ତାନବୁଲ,୨୩ା୩(ପି.ଟି.): ଜର୍ମାନୀ ଫୁଟବଲ ଦଳର ପୂର୍ବତନ ମିଡଫିଲ୍ଡର ମେସୁଟ୍‌ ଓଜିଲ୍‌ ୩୪ ବର୍ଷ ବୟସରେ ଅବସର ଘୋଷଣା କରିଛନ୍ତି। ୨୦୧୪ ବିଶ୍ୱକପ ବିଜୟୀ ଜର୍ମାନୀ ଦଳର ସଦସ୍ୟ ରହିଥିବା ଓଜିଲ ବୁଧବାର ଅବସର ଗ୍ରହଣ କରିଛନ୍ତି। ନିୟମିତ ଆହତ ହେବା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?