ଭାରତକୁ ୨୧ ରନ୍ରେ ପରାସ୍ତ କରି ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
ଚେନ୍ନାଇ,୨୨।୩: ଚେନ୍ନାଇରେ ଖେଳାଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ମ୍ୟାଚ୍ରେ ଭାରତ ୨୧ ରନ୍ରେ ପରାସ୍ତ ହୋଇଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍କୁ ଅଷ୍ଟ୍ରେଲିଆ ୨-୧ରେ ଜିତି ନେଇଛି। ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ଭାରତକୁ ୨୭୦ ରନ୍ର ବିଜୟ ଲକ୍ଷ୍ୟ…
କୋହଲିଙ୍କୁ ଟପିଲେ ଗିଲ୍
ଦୁବାଇ,୨୨ା୩: ଆଇସିସି ଦିନିକିଆ ବୋଲର ର଼୍ୟାଙ୍କିଙ୍ଗ୍ରେ ପ୍ରଥମ ସ୍ଥାନରେ ରହିଥିବା ମହମ୍ମଦ ସିରାଜ ତୃତୀୟ ସ୍ଥାନକୁ ଖସିଛନ୍ତି। ଅଷ୍ଟ୍ରେଲିଆର ଜୋଶ ହେଜେଲଉଡ୍ ଆଇସିସି ର଼୍ୟାଙ୍କିଙ୍ଗ୍ରେ ପ୍ରଥମ ସ୍ଥାନକୁ ଉଠିଛନ୍ତି। ଅନ୍ୟତମ ଅଷ୍ଟ୍ରେଲୀୟ ବୋଲର ମିଚେଲ୍ ଷ୍ଟାର୍କ ପ୍ରଥମ ଦୁଇ ଦିନିକିଆରେ ୮…
ବଦଳିଲା ଆଇପିଏଲ୍ ନିୟମ
ନୂଆଦିଲ୍ଲୀ,୨୨।୩: ଆଇପିଏଲ୍ ୨୦୨୩ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଛି। ମାର୍ଚ୍ଚ ୩୧ରେ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଦୁଇ ମାସ ଧରି ହେବାକୁ ଥିବା ଏହି ଟୁର୍ନାମେଣ୍ଟର ନିୟମରେ ଅନେକ ପରିବର୍ତ୍ତନ କରାଯାଇଛି, ଯାହା ଖେଳକୁ ଆହୁରି ରୋମାଞ୍ଚକର କରିବ। ଟି୨୦…
ଭାରତକୁ ୨୭୦ ରନ୍ର ଟାର୍ଗେଟ୍
ଚେନ୍ନାଇ,୨୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆରେ ଚେନ୍ନାଇରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଅଷ୍ଟ୍ରେଲିଆ ଭାରତକୁ ୨୭୦ ରନ୍ର ବିଜୟ ଲକ୍ଷ୍ୟ ଦେଇଛି। କଙ୍ଗାରୁ ଦଳ ୪୯ ଓଭରରେ ୨୬୯ ରନ ସଂଗ୍ରହ କରି ଅଲଆଉଟ ହୋଇଯାଇଛି। ଓପନର୍ ମିଚେଲ…
‘କେବଳ ମୋଦି ଚାହିଁଲେ ହେବ ସମ୍ଭବ’
ନୂଆଦିଲ୍ଲୀ,୨୨।୩: ୨୦୨୩ ଦିନିକିଆ ବିଶ୍ୱକପ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଭାରତ ଏହି ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି। ଭାରତ ସହ ଅନେକ ଦଳ ଟାଇଟଲ ପାଇଁ ଦୃଢ ପ୍ରତିଯୋଗୀ। ସେଥିମଧ୍ୟରୁ ବାବର ଆଜମଙ୍କ ନେତୃତ୍ୱରେ ପାକିସ୍ତାନ କ୍ରିକେଟ ଦଳ ଟାଇଟଲ…
ଆଇପିଏଲ ପୂର୍ବରୁ କେକେଆର୍କୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୨।୩: ଆଇପିଏଲ ୨୦୨୩ ପୂର୍ବରୁ କୋଲକାତା ନାଇଟ ରାଇଡର୍ସକୁ ବଡ଼ ଝଟ୍ା ଲାଗିଛି। ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ଶ୍ରେୟସ ଆୟର ପିଠିରେ ଆଘାତ ଯୋଗୁ ଆଇପିଏଲ ଆଇପିଏଲ୍ ଏବଂ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରୁ ବାଦ୍ ପଡିଛନ୍ତି। ଆୟାର ଆଇପିଏଲରେ…
ଟସ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…
ଚେନ୍ନାଇ,୨୨।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚେନ୍ନାଇରେ ୩ ଟିକିଆ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଖେଳା ଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍ ଟସ ଜିତି…
ଏଏଫ୍ଏଲ୍ ସହ ଆକ୍ସିସ୍ ବ୍ୟାଙ୍କ୍ର ସହଭାଗିତା
ନୂଆଦିଲ୍ଲୀ,୨୨ା୩: ଆକ୍ସିସ୍ ବ୍ୟାଙ୍କ୍ ଏବଂ ଅଟୋଟ୍ରାକ୍ ଫାଇନାନ୍ସ ଲିମିଟେଡ୍ (ଏଏଫ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ହୋଇଥିବା ଜଣାପଡିଛି। ବିଶେଷ ୟୁବି କୋ ଡଟ୍ ଲେଣ୍ଡ୍ ପ୍ଲାଟଫର୍ମ ଜରିଆରେ କୋ-ଲେଣ୍ଡିଂ ମଡେଲ୍ ଅଧିନରେ ଉକ୍ତ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି।…
‘ମନ୍ଥର ହେବ ନାହିଁ ଭାରତୀୟ ଅର୍ଥନୀତି’
ନୂଆଦିଲ୍ଲୀ,୨୨ା୩: ବର୍ତ୍ତମାନ ସମୟରେ ଦେଖାଦେଇଥିତ୍ବା ବିଶ୍ୱ ଭୌଗୋଳିକ ପରିସ୍ଥିତି ସବୁ ରାଷ୍ଟ୍ର ପାଇଁ ଚିନ୍ତାର କାରଣ ପାଲିଟିଛି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଓ ମାନ୍ଦାବସ୍ଥା ଯୋଗୁ ସାରା ବିଶ୍ୱ ଏପରିକି ରାଷ୍ଟ୍ର (ଭାରତ)ରେ ମଧ୍ୟ ବିଭିନ୍ନ ପ୍ରକାର ପ୍ରଭାବ…
ପଶ୍ଚିମବଙ୍ଗ ଚାମ୍ପିୟନ, ଓଡ଼ିଶା ରନରଅପ୍
ଭୁବନେଶ୍ୱର, ୨୨ା୩(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ ପ୍ରଧାନ ମହାଲେଖାକାର ଅଡିଟ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଭାରତୀୟ ଅଡିଟ ଓ ଆକାଉଣ୍ଟ୍ସ ପୂର୍ବାଞ୍ଚଳ ହକି ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଉଦଯାପିତ ହୋଇଛି। ଏଥିରେ ପଶ୍ଚିମବଙ୍ଗ ଦଳ ଚାମ୍ପିୟନ ଏବଂ ଓଡ଼ିଶା ରନରଅପ୍ ହୋଇଛି।…
‘ଓଡ଼ିଶାରେ କ୍ରୀଡ଼ାର ସର୍ବବିଧ ଉନ୍ନତି ପାଇଁ କାର୍ଯ୍ୟ ହେଉଛି’
ଭୁବନେଶ୍ୱର, ୨୨ା୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ାର ସର୍ବବିଧ ଉନ୍ନତି ପାଇଁ କାର୍ଯ୍ୟ ହେଉଛି। ଏଥିସହ ଖେଳ ଓ ଖେଳାଳିଙ୍କ ବିକାଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍ଦର୍ଶନରେ କାର୍ଯ୍ୟକାରୀ ହେଉଛି। ୨୦୩୬ ଅଲିମ୍ପିକ୍ସ ଭାରତରେ ଆୟୋଜନ ହେବା ସମ୍ଭାବନା ରହିଛି। ଦେଶରେ…
ଓଡ଼ିଶାର ସୌନ୍ଦର୍ଯ୍ୟ ତୃତୀୟ
ଭୁବନେଶ୍ୱର,୨୨ା୩(କ୍ରୀଡ଼ା ପ୍ରତିନିଧି): ଅଲ୍ ଇଣ୍ଡିଆ ଚେସ୍ ଫେଡେରେଶନ ଫର୍ ଦି ବ୍ଲାଇଣ୍ଡ (ଏଆଇସିଏଫବି) ଆନୁକୂଲ୍ୟରେ ୧୬ତମ ଜାତୀୟ ଦୃଷ୍ଟିହୀନ ଚେସ୍ ପ୍ରତିୟୋଗିତା ଚଳିତମାସ ୧୩ରୁ ୧୮ ପର୍ଯ୍ୟନ୍ତ ମହାରାଷ୍ଟ୍ରର ଥାନେଠାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ପ୍ରତିଷ୍ଠିତ ଚେସ୍ ତାରକା ତଥା ଗତଥରର…

