ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୫୧ ରନରେ ପରାସ୍ତ ହୋଇଥିଲା ଏବଂ ସିରିଜ ୧-୧ରେ…
IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୨୧୩ ରନର ବିଶାଳ ସ୍କୋର କରିଥିବା ବେଳେ ଭାରତୀୟ ଦଳ…
ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…
ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ଚାର୍ଜଶିଟ୍ ଦାଖଲ କରିଛି। ଏହି ଚାର୍ଜଶିଟ୍ ଓମେନ ଆଣ୍ଡ୍ ଚିଲଡ୍ରେନ ରିପ୍ରେଶ…
ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ
ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍ରେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଦୁର୍ବଳ ପ୍ରଦର୍ଶନ ଯୋଗୁଁ ଭାରତକୁ ଏହି…
ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ
ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ ପରେ ବ୍ୟାଟରଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଭାରତୀୟ ଦଳକୁ ଏହି ବଡ଼ ବ୍ୟବଧାନରେ ହାରିବାକୁ…
ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ ମହାତ୍ରେ ନେବେ, ଏବଂ ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ଏହି ଦଳର ଅଂଶ। ଡିସେମ୍ବର ୧୪ରେ…
ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭ୍ରମଣକାରୀ ଦଳ ଭାରତ ସମ୍ମୁଖରେ ଏକ ବିଶାଳ ସ୍କୋର ଛିଡ଼ା କରିଛି। ଡି’…
ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ ଅଭୁଲା ରେକର୍ଡ କରିଛନ୍ତି। ସେ ଗୋଟିଏ ଓଭରରେ ୭ଟି ୱାଇଡ୍ ବଲ୍ ପକାଇ ମୋଟ…
ଫୁଟବଲ ମ୍ୟାଚ୍ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍: ଭିଡିଓ ଭାଇରାଲ
କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଅନେକ ଖେଳାଳି ଓ ଅଫିସିଆଲ୍ସ ଆହତ ହୋଇଛନ୍ତି। ମ୍ୟାଚ୍ର…
ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର
ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ କରାଯାଇଛି। ଗୁରୁବାର ଦିଲ୍ଲୀ ଓ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ (DDCA) ପକ୍ଷରୁ ଏକ ବିବୃତ୍ତିରେ…
ଟସ୍ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…
ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତ ସେମାନଙ୍କର ପ୍ଲେଇଂ-୧୧ରେ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ ପାଇଁ ଦକ୍ଷିଣ…
କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube
ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର ମଜାଦାର ରିଲ୍ସ, ପରଦା ପଛର ଭିଡିଓ ଏବଂ ହାଲୁକା ବିଷୟବସ୍ତୁ ତାଙ୍କୁ ଲକ୍ଷ ଲକ୍ଷ…
Archives


