ଖେଳ

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର ଫର୍ମରେ ଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଗୋଟିଏ ହେଲେ ମଧ୍ୟ ମ୍ୟାଚ୍‌ରେ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ ଆମେରିକୀୟ ଦେଶ ପାରାଗୁଏ ଗ୍ରୁପ୍‌ ପର୍ଯ୍ୟାୟର ତୃତୀୟ ସ୍ଥାନରେ ରହି ନକ୍‌ଆଉଟ୍‌ ରାଉଣ୍ଡକୁ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ ଏହା ସବୁଠୁ ବଡ଼ ବିପର୍ଯ୍ୟୟ। କାରଣ ଫିଫା ର଼୍ୟାଙ୍କିଙ୍ଗ୍ସରେ ପାରାଗୁଏ ୪୧ତମ ସ୍ଥାନରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ କରିଛି। ଫଳରେ ଜର୍ମାନୀ ବିଶ୍ୱକପରୁ ବାଦ ପଡିଛି। ଏହା ଜର୍ମାନୀ ପ୍ରଶଂସଙ୍କୁ ବଡ଼…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ 8,764,615 ଆମେରିକୀୟ ଡଲାର (ପ୍ରାୟ 82.88 କୋଟି) ପୁରସ୍କାର ରାଶି ସ୍ଥିର କରାଯାଇଛି।…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ଦ୍ୱିପାକ୍ଷିକ ସିରିଜର ପ୍ରଥମ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ ଏହା କାନାଡା ପାଇଁ ଏହା ପ୍ରଥମ ବିଜୟ। ଫିଫା ର଼୍ୟାଙ୍କିଙ୍ଗ୍ସରେ ୩୦ତମ ସ୍ଥାନରେ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ ଭେଟିବ। ହେଲେ ଦଳର ଏହି ସ୍ମରଣୀୟ ଅଭିଯାନକୁ ସୋମବାର ଏକ ଶକ୍ତ ଧକ୍କା…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି ଫର୍ମାଟରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତର ପ୍ରଥମ ସିରିଜ ପରାଜୟ। ଲଜ୍ଜାଜନକ ସିରିଜ ପରାଜୟ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ ଜିତିଥିଲା। ଏହି ଐତିହାସିକ ବିଜୟ ପରେ, ଆୟର୍ଲାଣ୍ଡକୁ ଏକ ବଡ଼ ଝଟକା ଲାଗିଲା।…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ ମ୍ୟାଚ ହାରିବା ପରେ, ଭାରତ ଦ୍ୱିତୀୟ ମ୍ୟାଚରେ ପୁନରାଗମନ କରି ବିଜୟ ହାସଲ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ ଭାରତୀୟ ଦଳ ଆୟରଲ୍ୟାଣ୍ଡ ହାତରେ କ୍ଲିନ ସୁଇପର ସମ୍ମୁଖୀନ ହୋଇଥିଲା, ଯାହା କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?