ଖେଳ

ଦିନିକିଆରେ କାହିଁକି ଫ୍ଲପ ହେଉଛନ୍ତି ଟି୨୦ ସୁପରଷ୍ଟାର ସୂର୍ଯ୍ୟକୁମାର? ଅଗରକର କହିଲେ…

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଶ୍ରେୟସ ଆୟର ଆହତ ହେବା ଯୋଗୁ ଟି୨୦ ଫର୍ମାଟ ସୁପରଷ୍ଟାର ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିଥିଲା। ହେଲେ ଉଭୟ ମୁମ୍ବାଇ ଏବଂ ବିଶାଖାପାଟଣାରେ ମିଳିଥିବା ସୁଯୋଗର ଫାଇଦା ଉଠାଇବାରେ…

ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ…

ଭାରତ ୧୧୭ ରନ୍‌ରେ ଅଲଆଉଟ୍‌

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ୧୧୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ଅଷ୍ଟ୍ରେଲିଆକୁ ୧୧୮ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଟସ…

ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ୧୧୭ରେ ଅଲଆଉଟ…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…

ଇଶାନ-ଶାର୍ଦ୍ଦୁଳ ବାଦ, ଫେରିଲେ ରୋହିତ-ଅକ୍ଷର

ବିଶାଖାପାଟଣା,୧୯।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ବିଶାଖାପାଟଣାର ଡା ଓ୍ବାଇ ଏସ୍‌ ରାଜଶେଖର ରେଡ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ ଦୁଇଟି…

ଟସ ଜିତିଲା ଅଷ୍ଟ୍ରେଲିଆ: ବୋଲିଂ ନିଷ୍ପତ୍ତି…

ବିଶାଖାପଟ୍ଟନମ,୧୯।୩ : ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବିଶାଖାପଟ୍ଟନମ୍‌ରେ ୩ ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳା ଯାଉଛି। ଡ.ଓ୍ବାଇଏସ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି…

ଡି’ଭିଲର୍ସ, ଗେଲ୍‌ଙ୍କ ଜର୍ସି ନମ୍ବରକୁ ଅବ୍ୟାହତି ଦେବ ଆର୍‌ସିବି

ବେଙ୍ଗାଲୁରୁ,୧୯।୩ : ଆସନ୍ତା ୨୬ତାରିଖରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ଏବି ଡି’ ଭିଲର୍ସ ଓ କ୍ରିସ୍‌ ଗେଲ୍‌ଙ୍କ ନାମ ସ୍ଥାନ ପାଇବ। ଏହା ପରେ ଦୁଇ ଖେଳାଳି…

ଆଜି ଦ୍ୱିତୀୟ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବିଶାଖାପାଟଣା,୧୯ା୩: ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ରବିବାର ବିଶାଖାପାଟଣାରେ ଖେଳାଯିବ। ଓ୍ବାଙ୍ଖଡେରେ ସଂଘର୍ଷପୂର୍ଣ୍ଣ ବିଜୟ ପରେ ଲୋକେଶ ରାହୁଲ ଏବଂ ରବୀନ୍ଦ୍ର ଜାଡେଜାଙ୍କ ଉପରେ ସମସ୍ତଙ୍କ ନଜର ରହିବ। ପ୍ରଥମ ଦିନିକିଆ ଖେଳି ନ…

ଅଶ୍ୱିନଙ୍କୁ ନୂଆ ନାମ ଦେଲେ ହରଭଜନ

ନୂଆଦିଲ୍ଲୀ,୧୮।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ବୋଲର ରବିଚନ୍ଦ୍ରନ ଅଶ୍ୱିନ ଦୁନିଆର ଏଭଳି ଜଣେ କ୍ରିକେଟର ଯିଏ ଖେଳ ସହ ଖେଳର ନିୟମକୁ ଭଲଭାବେ ଜାଣନ୍ତି। କ୍ରିକେଟ ନିୟମକୁ କ୍ରମାଗତ ଭାବେ ଚ୍ୟାଲେଞ୍ଜ କରି ସେ ବିବାଦକୁ ଆସିଥାନ୍ତି। ଏହାଛଡ଼ା ମଇଦାନରେ…

ଡବ୍ଲ୍ୟୁଟିସି ଫାଇନାଲରେ କେ ଏଲ୍‌ ରାହୁଲଙ୍କୁ କରାଯାଉ ଭାରତର ଉଇକେଟକିପର: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୮।୩: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକିଆରେ ୭୫ ରନ୍‌ର ଇନିଂସ ଖେଳିବା ଦଳକୁ ବିଜେତା କରିବାରେ ପ୍ରମୁଖ ଯୋଗଦାନ ଦେଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେ ଏଲ୍‌ ରାହୁଲ। ଏକ ସମୟରେ ତାଙ୍କୁ ଦଳରୁ ବାଦ ଦିଆଯାଉ ବୋଲି କହୁଥିବା ସମାଲୋଚକମାନେ…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ କେବେ? କେବେ, କେଉଁଠି ଦେଖିବେ ପ୍ରସାରଣ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ୨ୟ ମୁକାବିଲା ବିଶାଖାପାଟନମ୍‌ରେ ଖେଳାଯିବ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଟିମ୍‌ କ୍ରମାଗତ ଦ୍ୱିତୀୟ ମ୍ୟାଚ୍‌ ଜିତି ସିରିଜ ଉପରେ କବ୍ଜା କରିବା ଲକ୍ଷ୍ୟରେ ଓହ୍ଲାଇବ। ସେହିଭଳି ଷ୍ଟିଭ୍‌ ସ୍ମିଥଙ୍କ…

ଲୋକପ୍ରିୟତା ହରାଉଛି ଦିନିକିଆ କ୍ରିକେଟ: ରୋମାଞ୍ଚକର କରିବାକୁ ମାଷ୍ଟର ବ୍ଲାଷ୍ଟରଙ୍କ ମାଷ୍ଟର ପ୍ଲାନ୍‌

ନୂଆଦିଲ୍ଲୀ,୧୮।୩: ଭାରତୀୟ ପୂର୍ବତନ ଅଧିନାୟକ ତଥା ତାରକା ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଦିନିକିଆ କ୍ରିକେଟର ଲୋକପ୍ରିୟତା ହ୍ରାସକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହାର ଫର୍ମାଟରେ ପରିବର୍ତ୍ତନ କରାଯିବା ଉଚିତ ବୋଲି କହିଛନ୍ତି। ଏଥିସହ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?