୧୮୮ ରନ୍ରେ ଅଟକିଲା ଅଷ୍ଟ୍ରେଲିଆ
ମୁମ୍ବାଇ,୧୭ା୩: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆ ୧୮୮ ରନ୍ କରି ଅଲ୍ଆଉଟ ହୋଇଯାଇଛି। ଫଳରେ ଭାରତ ଆଗରେ ୧୮୯ ରନ୍ର ବିଜୟ ଟାଗେର୍ଟ ରଖିଛି ଅଷ୍ଟ୍ରେଲିଆ। ଭାରତର ଅଧିନାୟକ ଅଲ୍ରାଉଣ୍ଡର…
ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି
ମୁମ୍ବାଇ,୧୭ା୩: ଭାରତ-ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି। ଭାରତର ଅଧିନାୟକ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ…
‘ବ୍ରିଜ୍’ ଗୌରବ କଳ୍ପନା ଓ ବିଦ୍ୟା
ଇଟାଲୀରେ ଅନୁଷ୍ଠିତ ବିଶ୍ୱ ଯୁବ ବ୍ରିଜ୍ ଟ୍ରାନ୍ସନ୍ୟାଶନାଲ ଚାମ୍ପିୟନଶିପ୍ରେ ଚମତ୍କାର ପ୍ରଦର୍ଶନ କରି ଭାରତକୁ ଗର୍ବିତ କରିଥିଲେ ମଧ୍ୟପ୍ରଦେଶର ଦୁଇ କଲେଜ ଛାତ୍ରୀ। ସେମାନେ ହେଲେ କଳ୍ପନା ଗୁର୍ଜର ଓ ବିଦ୍ୟା ପଟେଲ। କଳ୍ପନା ସିଙ୍ଗଲ୍ସ ବର୍ଗରେ ସ୍ବର୍ଣ୍ଣ ଜିତିଥିବାବେଳେ ଡବଲ୍ସରେ…
ଡବ୍ଲୁଟିସି ଫାଇନାଲ
ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ଫାଇନାଲ ଜୁନ୍ ୭ରୁ ୧୧ ପର୍ଯ୍ୟନ୍ତ ଇଂଲଣ୍ଡର ଓଭାଲରେ ଅନୁଷ୍ଠିତ ହେବ। ଚାମ୍ପିୟନଶିପ୍ର ପ୍ରଥମ ସଂସ୍କରଣ ଫାଇନାଲରେ ଭାରତ ପ୍ରତିପକ୍ଷ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଥିଲା। କ୍ରମାଗତ ଦ୍ୱିତୀୟଥର ଫାଇନାଲ ଖେଳିବାକୁ ଯାଉଥିବାରୁ…
ଭାରତକୁ ମିସ୍ କରୁଛନ୍ତି ପାକିସ୍ତାନର ମହାନ ବୋଲର
ଦୋହା,୧୭।୩: ଲିଜେଣ୍ଡ୍ସ ଲିଗ କ୍ରିକେଟ ଟୁର୍ନାମେଣ୍ଟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ଏକ ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସେ କହିଛନ୍ତି ଯେ, ବେଳେବେଳେ ସେ ଭାରତକୁ ବହୁତ ମିସ କରନ୍ତି ଏବଂ ତାଙ୍କର ଆଧାର କାର୍ଡ…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ମୁମ୍ବାଇ,୧୭।୩: ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିଛି। ଏବେ ଉଭୟ ଦଳ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଦୁଇ ଦଳ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ…
ସୁସ୍ମିତା ଟିଗାଙ୍କୁ ବ୍ରୋଞ୍ଜ ପଦକ
ଭୁବନେଶ୍ୱର, ୧୭।୩(କ୍ରୀଡ଼ା ପ୍ରତିନିଧି):ଚେନ୍ନାଇସ୍ଥିତ ତାମିଲନାଡ଼ୁ ଫିଜିକାଲ ଏଜୁକେଶନ ଆଣ୍ଡ ସ୍ପୋଟର୍ସ ୟୁନିଭର୍ସିଟି ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍ର ଚତୁର୍ଥ ଦିବସରେ କିଟ୍ର ସୁସ୍ମିତା ଟିଗା ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୩୦୦୦ ମିଟର…
ଓଡ଼ିଶାରୁ ଜୁଲି, ମନୀଷା ସାମିଲ
ନୂଆଦିଲ୍ଲୀ,୧୭ା୩(ପି.ଟି.):୨୩ ବର୍ଷରୁ କମ୍ ଭାରତୀୟ ମହିଳା ଫୁଟବଲ ଦଳର କୋଚ୍ ଥୋମାସ ଡେନର୍ବି ଗୁରୁବାର ଭାରତୀୟ ଦଳ ଘୋଷଣା କରିଛନ୍ତି। ଏହି ଦଳ ଚଳିତ ମାସରେ ଜୋର୍ଡାନ ଓ ଉଜବେକିସ୍ତାନ ଗସ୍ତ କରିବ। ଜୋର୍ଡାନରେ ମାର୍ଚ୍ଚ ୧୭ରୁ ୨୨ ମଧ୍ୟରେ ଏବଂ…
ଭାରତ ଚତୁର୍ଥ ସ୍ଥାନକୁ ଉନ୍ନୀତ
ନୂଆଦିଲ୍ଲୀ, ୧୭ା୩ (ପି.ଟି.):ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ତରଫରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି। ରାଉରକେଲାରେ ଅନୁଷ୍ଠିତ ପ୍ରୋ-ହକି ଲିଗ୍ରେ ବିଶ୍ୱ ଚାମ୍ପିୟନ ଜର୍ମାନୀ ଓ ଅଷ୍ଟ୍ରେଲିଆ ବିପକ୍ଷରେ ପଛକୁ ପଛ ବିଜୟ ଦ୍ୱାରା…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ
ମୁମ୍ବାଇ,୧୭ା୩(ପି.ଟି.):ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବା ସହିତ ନିଜର ବିଶ୍ୱକପ ପ୍ରସ୍ତୁତି ଆରମ୍ଭ କରିବ। ନିୟମିତ ଅଧିନାୟକ…
ପୁଣି ନିର୍ବାଚିତ ହେଲେ ଜିଆନି ଇନ୍ଫାଣ୍ଟିନୋ
କିଗାଲି,ର୍ବାଣ୍ଡା,୧୬ା୩: ଜିଆନି ଇନ୍ଫାଣ୍ଟିନୋ ଫିଫାର ସଭାପତି ଭାବେ ପୁଣି ନିର୍ବାଚିତ ହୋଇଛନ୍ତି । ଗୁରୁବାର ସେ ଦ୍ୱିତୀୟ ଥର ପାଇଁ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ନିର୍ବାଚିତ ହୋଇଥିବା ବେଳେ ଆସନ୍ତା ୨୦୨୭ ଯାଏ ସେ ଏହି ପଦବୀରେ ରହିବେ। ଇନ୍ଫାଣ୍ଟିନୋଙ୍କୁ ୨୧୧ ଦେଶର…
ଆରମ୍ଭରୁ ବିଜୟ ଲକ୍ଷ୍ୟ
ମୁମ୍ବାଇ,୧୬ା୩: ଭାରତ-ଅଷ୍ଟ୍ରେଲିଆ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଶୁକ୍ରବାର ଆରମ୍ଭ ହେବ। ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆ ଖେଳିବ। ନିୟମିତ ଅଧିନାୟକ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳୁ ନ ଥିବା…

