ଗାଭାସ୍କରଙ୍କ ଭବିଷ୍ୟବାଣୀ: କହିଲେ ଏଥର ଏହି ଦଳ ହାତେଇବ ଆଇପିଏଲ୍ ଟାଇଟଲ
ନୂଆଦିଲ୍ଲୀ,୧୬।୩: ଚଳିତ ବର୍ଷ ଆଇପିଏଲ୍ ମାର୍ଚ୍ଚ ୩୧ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଆଇପିଏଲ୍ ପ୍ରଥମ ମ୍ୟାଚ୍ ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର୍ କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ସମୟରେ ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଆଇପିଏଲ୍ର ବିଜେତା…
ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୧୬।୩: ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ ମିଳିଛି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ‘ଡାଇରେକ୍ଟର ଅଫ୍ କ୍ରିକେଟ୍’ ନିଯୁକ୍ତ କରାଯାଇଛି। ଗାଙ୍ଗୁଲି ଦିଲ୍ଲୀ ଫ୍ରାଞ୍ଚାଇଜରେ ଯୋଗ ଦେଇସାରିଛନ୍ତି ଏବଂ ଦିଲ୍ଲୀର ତାଲିମ ଶିବିରରେ ମଧ୍ୟ ଉପସ୍ଥିତ ଅଛନ୍ତି, କିନ୍ତୁ…
କେବେ ଆରମ୍ଭ ହୋଇଥିଲା ମହିଳା କ୍ରିକେଟ: କାହା କାହା ମଧ୍ୟରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ୍
ଆଜି ସାରା ବିଶ୍ୱରେ ମହିଳା କ୍ରିକେଟର ଦବ୍ଦବା ରହିଛି। ମହିଳା କ୍ରିକେଟ ଏହି ସ୍ଥିତିରେ ପହଞ୍ଚିବା ସହଜ ନ ଥିଲା। ଏଥିପାଇଁ ବହୁତ ସଂଘର୍ଷ କରିବାକୁ ପଡିଥିଲା। ତେବେ ଏତେ ସଂଘର୍ଷ ପରେ ମଧ୍ୟ ମହିଳା କ୍ରିକେଟ ପୁରୁଷଙ୍କ ତୁଳନାରେ କମ…
କୋହଲିଙ୍କଠାରୁ ଗୁରୁମନ୍ତ୍ର ପାଇ ବିଜୟର ଖାତା ଖୋଲିଲା ଆରସିବି
ମୁମ୍ବାଇ,୧୬।୩: ଦୀର୍ଘ ସମୟ ଅପେକ୍ଷା କରିବା ପରେ ମହିଳା ପ୍ରିମିୟର ଲିଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟର ଖାତା ଖୋଲିଛି। ଲଗାତାର ୫ ମ୍ୟାଚ ହାରିଯିବା ପରେ ଦଳ ଷଷ୍ଠ ମ୍ୟାଚରେ ବିଜୟ ଲାଭ କରିଛି। ଦଳର ଏହି ବିଜୟରେ ପୂର୍ବତନ…
ଆଇପିଏଲ ୨୦୨୩: ନୂଆ ଅଧିନାୟକ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ସ
ନୂଆଦିଲ୍ଲୀ,୧୬।୩: ଆଇପିଏଲ ୨୦୨୩ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ନୂତନ ଅଧିନାୟକ ଘୋଷଣା କରିଛି। ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସିଜନ ପାଇଁ ଡେଭିଡ ୱାର୍ନରଙ୍କୁ ଦଳର ଦାୟିତ୍ୱ ଦିଆଯାଇଛି। ଏଥି ସହିତ ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ଦିଲ୍ଲୀର ନିୟମିତ…
ପ୍ରଥମ ରାଉଣ୍ଡରୁ ସିନ୍ଧୁ ବିଦା
ଲଣ୍ଡନ୍,୧୬ା୩: ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି ଭାରତର ପି ଭି ସିନ୍ଧୁ। ଦୁଇ ଦୁଇ ଥର ଅଲିମ୍ପିକ୍ସ ପଦକ ବିଜୟିନୀ ସିନ୍ଧୁ ପ୍ରଥମ ରାଉଣ୍ଡରେ ଚୀନ୍ର ଝାଙ୍ଗ ୟି ମାନଙ୍କ ନିକଟରୁ ପରାଜିତ ହୋଇଛନ୍ତି। ବୁଧବାର…
ଭାରତୀୟ ଦଳରେ କିସ୍ର ୬ ଖେଳାଳି
ଭୁବନେଶ୍ୱର, ୧୫।୩ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆରେ ଚଳିତ ମାସ ୧୭ରୁ ୧୯ ପର୍ଯ୍ୟନ୍ତ ବୋର୍ନିଓ ସେଭେନ୍ସ ମହିଳା ରଗ୍ବୀ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବ। ଏଥିପାଇଁ ମନୋନୀତ ଭାରତୀୟ ଦଳରେ କିସ୍ର ୬ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ହୁପି ମାଝି,…
ବିକ୍ରାନ୍ତ ମଲିକଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୬।୩ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇସ୍ଥିତ ତାମିଲନାଡ଼ୁ ଫିଜିକାଲ ଏଜୁକେଶନ ଆଣ୍ଡ ସ୍ପୋଟର୍ସ ୟୁନିଭର୍ସିଟି ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍ର ତୃତୀୟ ଦିବସରେ କିଟ୍ର ବିକ୍ରାନ୍ତ ମଲିକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।…
କୁଲ୍ଦୀପ୍-ଚହଲଙ୍କ ଉପରେ ନଜର
ମୁମ୍ବାଇ,୧୬ା୩(ପି.ଟି.): ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ ବିଶ୍ୱକପରେ ଭାରତର ପ୍ରଥମ ପସନ୍ଦର ବୋଲର ରହିଥିବା କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲ(କୁଲ୍-ଚା) ପରବର୍ତ୍ତୀ ସମୟରେ ଅନେକ ପରିବର୍ତ୍ତନର ସାମ୍ନା କରିଛନ୍ତି। ୨୦୨୧ରେ କୁଲଦୀପଙ୍କ ଆଣ୍ଠୁରେ ସର୍ଜରୀ ହୋଇଥିବା ବେଳେ ଖରାପ ପ୍ରଦର୍ଶନ କାରଣରୁ…
ଓଡ଼ିଶା ସିନିୟର ଟେବୁଲ ଟେନିସ ଦଳ ଘୋଷିତ
ଭୁବନେଶ୍ୱର, ୧୬।୩ (କ୍ରୀଡ଼ା ପ୍ରତିନିଧି): ଜମ୍ମୁର ଏମ୍.ଏ. ଷ୍ଟାଡିୟମରେ ଚଳିତ ମାସ ୨୦ରୁ ୨୭ ପର୍ଯ୍ୟନ୍ତ ୮୪ତମ ଜାତୀୟ ସିନିୟର ଏବଂ ଆନ୍ତଃରାଜ୍ୟ ଟେବୁଲ ଟେନିସ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଅଂଶଗ୍ରହଣ କରିବା ପାଇଁ ବୁଧବାର ଓଡ଼ିଶା ଦଳ…
ନିଖତ, ଲଭଲିନା ପଦକ ଫେବରିଟ୍
ନୂଆଦିଲ୍ଲୀ,୧୬ା୩ (ପି.ଟି.): ନୂଆଦିଲ୍ଲୀରେ ମହିଳା ବକ୍ସିଂ ବିଶ୍ୱ ଚାମ୍ପିୟନଶିପ୍ ଆରମ୍ଭ ହୋଇଥିବା ବେଳେ ନିଖତ ଜରିନ୍ ଓ ଲଭଲିନା ବୋର୍ଗୋହେନ୍ ଭାରତର ପଦକ ଫେବରିଟ୍ ରହିଛନ୍ତି। ମହିଳା ବିଶ୍ୱ ଚାମ୍ପିୟନଶିପ୍ର ୧୩ ତମ ସଂସ୍କରଣରେ ୬୫ ଦେଶର ୩୦୦ରୁ ଅଧିକ ବକ୍ସର…
ଶୁଟ୍ଆଉଟରେ ଭାରତ ବିଜୟୀ
ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୬।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଏଫ୍ଆଇଏଚ୍ ପ୍ରୋ-ଲିଗ୍ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶୁଟ୍ଆଉଟ/ସଡନ୍ଡେଥ୍ ୪-୩ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୨-୨ ସ୍ଥିତିରେ ବରାବର ରହିବାରୁ ଶୁଟ୍ଆଉଟ ପଦ୍ଧତିର ସହାୟତା…

