ଖେଳ

ଆହତ ଶ୍ରେୟସଙ୍କ ସ୍ଥାନରେ ଏହି ଯୁବ କ୍ରିକେଟରଙ୍କୁ ମିଳିପାରେ କେକେଆର୍‌ର ନେତୃତ୍ୱ

ନୂଆଦିଲ୍ଲୀ,୧୫।୩: ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଅନେକ ଦଳର ଅଡୁଆ ଶେଷ ହେବାର ନାଁ ନେଉନାହିଁ। ମୁମ୍ବାଇ ଇଣ୍ଡିଆନ୍ସ ପରେ ଏବେ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)କୁ ଝଟ୍‌କା ଲାଗିଛି। କେକେଆର୍‌ର ନିୟମିତ ଅଧିନାୟକ ଶ୍ରେୟସ ଆୟର ଆହତ ହୋଇଛନ୍ତି।…

ଆଇପିଏଲ୍‌ ପୂର୍ବରୁ ଆର୍‌ସିବିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଦଳଗୁଡିକରୁ ଅନେକ ଖେଳାଳି ବାଦ୍‌ ପଡ଼ୁଛନ୍ତି। ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଦୁଇଥର ଚାମ୍ପିଅନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ପରେ ଏବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ମଧ୍ୟ ଏକ ବଡ଼…

ଭାରତ-ଅଷ୍ଟ୍ରେଲିଆ ସିରିଜରେ ନଜର ଆସିବେ ନାହିଁ ଏହି ୫ କ୍ରିକେଟର, ନିରାଶ ହେବେ ପ୍ରଶଂସକ !

ନୂଆଦିଲ୍ଲୀ,୧୫।୩: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜର ପ୍ରଥମ ମୁକାବିଲା ମାର୍ଚ୍ଚ ୧୭ରେ ଖେଳାଯିବ। ଏହାପୂର୍ବରୁ କିଛି ଖେଳାଳି ସିରିଜରୁ ବାଦ୍‌ ପଡ଼ିଛନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ରଥମ ମ୍ୟାଚ୍‌ରେ ଉପଲବ୍ଧ ରହିବେ ନାହିଁ। ସେହିଭଳି ଆଉ କିଛି…

ହାର୍ଦ୍ଦିକ ଅଧିନାୟକ, ଶ୍ରେୟସ ବାଦ୍‌… ଭାରତ ପାଇଁ ସହଜ ନୁହେଁ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ

ନୂଆଦିଲ୍ଲୀ,୧୫।୩: ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ ଜିତିବା ପରେ ଏବେ ଦିନିକିଆ ସିରିଜ ଖେଳିବ ଭାରତ। ମାର୍ଚ୍ଚ ୧୭ରେ ସିରିଜର ପ୍ରଥମ ମୁକାବିଲା ମୁମ୍ବାଇରେ ଖେଳାଯିବ। ଏହି ସିରିଜ ଲାଗି ଟିମ୍‌ ଇଣ୍ଡିଆ ସାମ୍ନାରେ ଅନେକ ଚ୍ୟାଲେଞ୍ଜ ଅଛି। ପ୍ରଥମ ମ୍ୟାଚ୍‌ରେ…

ଭାବପ୍ରବଣ ଭିଡିଓ ଶେୟାର କଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୧୫।୩: କାର ଦୁର୍ଘଟଣା ପରେ ଭାରତର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟରେ ନିରନ୍ତର ଉନ୍ନତି ଆସୁଛି। ପନ୍ତ ଆଗାମୀ ଆଇପିଏଲରେ ଖେଳିବ ନାହିଁ। ତାଙ୍କର ପ୍ରତ୍ୟାବର୍ତ୍ତନ ଆଉ ପାଞ୍ଚରୁ ଛଅ ମାସ…

ଧୋନୀଙ୍କ ନୂଆ ଅବତାର

ଚେନ୍ନାଇ,୧୫।୩: ଆଇପିଏଲର ୧୬ତମ ସିଜନ ୩୧ ମାର୍ଚ୍ଚରୁ ଆରମ୍ଭ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚାରିଥର ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ଅଧିକାଂଶ ସିଏସକେ ଖେଳାଳି ଆଇପିଏଲ ପାଇଁ ପ୍ରସ୍ତୁତି…

ଏଲନ ମସ୍କଙ୍କୁ ଟୁଇଟ୍‌ ଯୋଗେ ସହାୟତା ମାଗିଲେ ଅଶ୍ୱିନ

ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ବର୍ଡର-ଗାଭାସ୍କର ଟ୍ରଫିର ହିରୋ ଥିବା ଆର ଅଶ୍ୱିନଙ୍କୁ ଟୁଇଟର୍‌ରେ କିଛିଟା ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। ଟୁଇଟରରେ ଅଶ୍ୱିନ ବହୁତ ସକ୍ରିୟ ରହିଛନ୍ତି। ସେ ନିଜ ଟୁଇଟ୍‌ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରନ୍ତି। ଅଶ୍ୱିନ ତାଙ୍କ…

ଉପରକୁ ଉଠିଲେ କୋହଲି

ନୂଆଦିଲ୍ଲୀ,୧୫।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଖେଳାଳିମାନେ ମଧ୍ୟ ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ଉପକୃତ ହୋଇଛନ୍ତି। ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକ ନମ୍ବର ବୋଲର ଭାବରେ ନିଜର ସ୍ଥିତିକୁ ଆହୁରି…

‘ବିରାଟ’ ରେକର୍ଡ ହାସଲ କଲେ କୋହଲି

ନୂଆଦିଲ୍ଲୀ,୧୫।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଡ୍ରରେ ଶେେ ହୋଇଥିଲା। ଟିମ ଇଣ୍ଡିଆ ଏହି ସିରିଜକୁ ୨-୧ରେ ଜିତିଥିଲା। ଅହମ୍ମଦାବାଦରେ ଖେଳାଯାଇଥିବା ଚତୁର୍ଥ ମ୍ୟାଚରେ ବିରାଟ କୋହଲି ଏକ ଚମତ୍କାର…

ଫିଫା ବିଶ୍ୱକପ-୨୦୨୬: ଯୋଜନାରେ ପରିବର୍ତ୍ତନ, ୪-୪ ଟିମର ୧୨ ଗ୍ରୁପ୍‌ ରହିବେ…

ଓ୍ବାଶିଂଟନ,୧୫।୩ : ଉତ୍ତର ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ଫିଫା ବିଶ୍ୱକପ-୨୦୨୬ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆସନ୍ତା ବିଶ୍ୱକପରେ ୪-୪ ଟିମର ୧୨ ଟି ଗ୍ରୁପ୍‌ ହେବ ବୋଲି ଫିଫା ଏକ ବିବୃତ୍ତିରେ କହିଛି। ପୂର୍ବରୁ ୩-୩ ଟିମର…

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜର ପ୍ରଥମ ମୁକାବିଲା ମାର୍ଚ୍ଚ ୧୭ରେ, ଟିମ୍‌ ଇଣ୍ଡିଆରେ ଖେଳିବେନି ରୋହିତ ଶର୍ମା…

ମୁମ୍ବାଇ,୧୫।୩ : ଭାରତ ଏବଂ ଅଷ୍ଟ୍ରେଲିଆ ଦଳ ବର୍ତ୍ତମାନ ବର୍ଡର-ଗାଭାସ୍କର ଟ୍ରଫି ପରେ ଏକଦିବଦୀୟ ସିରିଜରେ ମୁକାବିଲା କରିବାକୁ ପ୍ରସ୍ତୁ ହେଉଛନ୍ତି। ମାର୍ଚ୍ଚ ୧୭ ଶୁକ୍ରବାରଠାରୁ ଦୁଇ ଦଳ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ ହେବ। ପ୍ରଥମ…

ଦିନିକିଆ ସିରିଜରେ ସ୍ମିଥ୍‌ ଅଧିନାୟକ

ଅହମଦାବାଦ,୧୫ା୩(ପି.ଟି.): ନିୟମିତ ଅଧିନାୟକ ପ୍ୟାଟ୍‌ କୁମିନ୍ସଙ୍କ ସ୍ଥାନରେ ଷ୍ଟିଭ୍‌ ସ୍ମିଥ୍‌ ଅଧିନାୟକ ଦାୟିତ୍ୱ ବହନ କରିବେ। ଅନ୍ତିମ ଦୁଇ ଟେଷ୍ଟରେ ସ୍ମିଥ୍‌ ଷ୍ଟାଣ୍ଡଇନ୍‌ କ୍ୟାପ୍‌ଟେନ ରହିଥିବା ବେଳେ ଦିନିକିଆ ସିରିଜ୍‌ ପାଇଁ ମଧ୍ୟ ତାଙ୍କୁ ଅଧିନାୟକ ରଖାଯିବ ବୋଲି ଅଷ୍ଟ୍ରେଲିଆ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?