ପାକିସ୍ତାନଠାରୁ ଭାରତ ପରାସ୍ତ
ସିଲ୍ହେଟ୍,୮ା୧୦(ପି.ଟି.): ମହିଳା ଟି୨୦ କ୍ରିକେଟ ଏସିଆ କପ୍ ଟୁର୍ନାମେଣ୍ଟରେ ଭାରତ ଶୁକ୍ରବାର ପାକିସ୍ତାନଠାରୁ ୧୩ ରନରେ ହାରିଯାଇଛି। ୬ବର୍ଷ ମଧ୍ୟରେ ଭାରତ ବିପକ୍ଷରେ ଏହା ହେଉଛି ପାକିସ୍ତାନ ମହିଳା ଦଳର ପ୍ରଥମ ବିଜୟ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ...
ପ୍ରୋ-କବାଡ଼ି ଲିଗ୍ ଆରମ୍ଭ
ବେଙ୍ଗାଲୁରୁ, ୮ା୧୦: ପ୍ରୋ-କବାଡି ଲିଗ୍ର ସିଜନ-୯ ଆରମ୍ଭ ହୋଇଛି। ଶୁକ୍ରବାର ସ୍ଥାନୀୟ କାନ୍ତିରାଭା ଇନ୍ଡୋର ଷ୍ଟାଡିୟମରେ ପ୍ରତିଯୋଗିତାର ଉଦ୍ଘାଟନୀ ମ୍ୟାଚରେ ଦବଙ୍ଗ ଦିଲ୍ଲୀ କେସି ୪୧-୨୭ରେ ୟୁ ମୁମ୍ବାକୁ ପରାସ୍ତ କରିଛି। ଅଧିନାୟକ ନବୀନ କୁମାର ଦଳ ପାଇଁ ୧୩...
ବିସିସିଆଇରୁ ବିଦାୟ ନେବେ ଗାଙ୍ଗୁଲି, ଜାଣନ୍ତୁ ତାଙ୍କ ସ୍ଥାନରେ କିଏ ଅଛନ୍ତି ପ୍ରମୁଖ ଦାବିଦାର…
ମୁମ୍ବାଇ,୭।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ସପ୍ତାହରେ ବୋର୍ଡରୁ ବିଦାୟ ଦେଇପାରନ୍ତି। ଗାଙ୍ଗୁଲି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ତେବେ ନିକଟରେ ବରିଷ୍ଠ ଅଧିକାରୀଙ୍କ ଏକ ରାଉଣ୍ଡ...
ବୁମ୍ରା-ଜାଡେଜାଙ୍କ ଅନୁପସ୍ଥିତିରେ ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ: ଶାସ୍ତ୍ରୀ
ନୂଆଦିଲ୍ଲୀ,୭।୧୦: ଆସନ୍ତା ଟି୨୦ ବିଶ୍ୱକପ୍ରେ ଭାରତୀୟ ଟିମ୍ରେ ଜସପ୍ରୀତ ବୁମ୍ରା ଏବଂ ରବିନ୍ଦ୍ର ଜାଡେଜାଙ୍କ ଅନୁପସ୍ଥିତି ବାରି ହୋଇ ପଡ଼ିବ। ହେଲେ ଏହାଦ୍ୱାରା ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ ବୋଲି ଆଶା ପ୍ରକାଶ କରିଛନ୍ତି ଭାରତର ପୂର୍ବତନ ମୁଖ୍ୟ...
ପର୍ଥରେ ଅଭ୍ୟାସ କଲା ଭାରତୀୟ ଦଳ
ମୁମ୍ବାଇ,୭ା୧୦: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଶୁକ୍ରବାର ଅଷ୍ଟ୍ରେଲିଆରେ ପହଞ୍ଚିଛି। ଅଧିନାୟକ ରୋହିତ ଶର୍ମା ଓ କୋଚ୍ ରାହୁଲ ଡ୍ରାଭିଡ୍ଙ୍କ ନେତୃତ୍ୱରେ ଭାରତୀୟ ଦଳ ପର୍ଥରେ ପହଞ୍ଚିବା ମାତ୍ରେ ଅଭ୍ୟାସ ଆରମ୍ଭ କରିଛି। ବିସିସିଆଇ...
ମହିଳା ଏସିଆ ଟି-୨୦: ପାକିସ୍ତାନଠାରୁ ହାରିଲା ଭାରତ
ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍ ଟି-୨୦ ଭାରତ-ପାକିସ୍ତାନ ମହାମୁକାବିଲାରେ ପାକିସ୍ତାନ ୧୩ରନରେ ବିଜୟୀ ହୋଇଛି। ଅଧିନାୟକ ବିସ୍ମାହ ମୋରୋଫ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦...
୧୩୭ରେ ଅଟକିଲା ପାକିସ୍ତାନ, ଭାରତର ବ୍ୟାଟିଂ ଜାରି
ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍ ଟି-୨୦ ଭାରତ-ପାକିସ୍ତାନ ମୁକାବିଲାରେ ପାକିସ୍ତାନ ଅଧିନାୟକ ବିସ୍ମାହ ମୋରୋଫ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୬...
ମହିଳା ଫୁଟ୍ବଲ ଯୋଡ଼ିଲା ନୂଆ ଅଧ୍ୟାୟ
ଭୁବନେଶ୍ୱରରେ ଏବେ ମହିଳା ଫୁଟ୍ବଲ୍ର ରାଇଜିଂ ଷ୍ଟାର୍ଙ୍କ ସମାଗମ। ଅକ୍ଟୋବର ୧୧ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଉଛି ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ। ଏହା ଭୁବନେଶ୍ୱର ସମେତ ଗୋଆ ଓ ନଭି ମୁମ୍ବାଇରେ ଅନୁଷ୍ଠିତ ହେବ। ହକି...
ଭାରତର ପରାଜୟ ପରେ ତାଳି ମାରୁଥିଲେ କାର୍ତ୍ତିକ, ରୋହିତ ଦେଲେ ପାନେ: ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୭।୧୦: ଆସନ୍ତା ଟି-୨୦ ବିଶ୍ୱକପ ପାଇଁ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଭାରତୀୟ ଦଳର ଅଂଶ ହୋଇଛନ୍ତି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପାଇଁ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପହଞ୍ଚିଛି। ଖେଳାଳିମାନେ ଟୁର୍ନାମେଣ୍ଟ ପୂର୍ବରୁ ପର୍ଥରେ...
ମହାମୁକାବିଲାରେ ଟସ୍ ଜିତିଲା ପାକିସ୍ତାନ
ଢାକା,୭।୧୦: ମହିଳା ଏସିଆ କପ ଟି-୨୦ ୨୦୨୨ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଜି ମ୍ୟାଚ୍ ଖେଳାଯାଉଛି। ପାକିସ୍ତାନ ଅଧିନାୟିକା ବିସ୍ମାହ ମାରୋଫ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ...
ଆଜି ଭାରତ-ପାକିସ୍ତାନ ଲଢେଇ
ଢାକା,୬।୧୦: ମହିଳା ଏସିଆ କପ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ମୁକାବିଲା ହେବ। ପାକିସ୍ତାନ ବିପକ୍ଷ ମ୍ୟାଚରେ ବିଜୟ ଅଭିଯାନ ଜାରି ରଖିବା ପାଇଁ ଭାରତ ଚେଷ୍ଟା କରିବ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ମ୍ୟାଚକୁ...
ଲିଜେଣ୍ଡ୍ସ ଲିଗ୍: ଇଣ୍ଡିଆ କ୍ୟାପିଟାଲ୍ସ ଚାମ୍ପିୟନ
ଜୟପୁର,୭ା୧୦: ଲିଜେଣ୍ଡ୍ସ ଲିଗ୍ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଗୌତମ ଗମ୍ଭୀରଙ୍କ ଇଣ୍ଡିଆ କ୍ୟାପିଟାଲ୍ସ। ଜୟପୁରର ସଓ୍ବାଇ ମାନସିଂହ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ୧୦୪ ରନରେ ଭିଲଓ୍ବାରା କିଙ୍ଗ୍ସକୁ ପରାସ୍ତ...
Archives


