ଖେଳ

ସ୍ବସ୍ତି, ପିଟର ପାଇବେ ଓସ୍‌ଜା ପୁରସ୍କାର

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରତିଭାସମ୍ପନ୍ନ ସାଇକ୍ଲିଷ୍ଟ ସ୍ବସ୍ତି ସିଂ ଏବଂ ପୂର୍ବତନ ହକି ଖେଳାଳି ପିଟର ତିର୍କୀ ଚଳିତ ବର୍ଷର ଓସ୍‌ଜା (ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ) ବାର୍ଷିକ କ୍ରୀଡ଼ା ପୁରସ୍କାର ପାଇବେ। ଗତବର୍ଷର ସଫଳତା ପାଇଁ ସ୍ବସ୍ତିଙ୍କୁ…

ପୂର୍ବାଞ୍ଚଳରୁ ପ୍ରତିନିଧିତ୍ୱ କରିବ କିସ୍‌

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ ସହଯୋଗରେ ଚେନ୍ନାଇସ୍ଥିତ ଏଏମ୍‌ଇଟି ବିଶ୍ୱବିଦ୍ୟାଳୟ ପରିସରରେ ଚଳିତ ମାସ ୧୪ରୁ ସର୍ବଭାରତୀୟ ଆନ୍ତଃ ଜୋନ୍‌ ବିଶ୍ୱବିଦ୍ୟାଳୟ ଚେସ୍‌ (ପୁରୁଷ) ଚାମ୍ପିୟନଶିପ୍‌ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତାରେ ପୂର୍ବାଞ୍ଚଳ ପକ୍ଷରୁ…

ଖେଲୋ ଇଣ୍ଡିଆ ଦଶ୍‌ କା ଦମ୍‌ ଭାରୋତ୍ତୋଳନ

ଭୁବନେଶ୍ୱର, ୧୩ା୩ (ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ଖେଲୋ ଇଣ୍ଡିଆ ଏକାଡେମୀରେ ଖେଲୋ ଇଣ୍ଡିଆ ଦଶ୍‌ କା ଦମ୍‌ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେବଳ ଖୋର୍ଦ୍ଧା ଜିଲାରୁ ୨୨ଜଣ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ। ଅନ୍ତର୍ଜାତୀୟ…

ଫିଫା କଂଗ୍ରେସରେ ଯୋଗଦେବେ ଅଭିଜିତ୍‌

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଫିଫା କଂଗ୍ରେସର ୭୩ତମ ସଂସ୍କରଣ ର୍ବାଣ୍ଡାର କିଗାଲିଠାରେ ଚଳିତ ମାସ ୧୬ ତାରିଖରେ ଅନୁଷ୍ଠିତ ହେବ। ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) କାର୍ଯ୍ୟକାରିଣୀ ସଦସ୍ୟ ତଥା ଡେଭେଲପ୍‌ମେଣ୍ଟ କମିଟି ଚେୟାରମ୍ୟାନ ଏବଂ ଫୁଟ୍‌ବଲ ଆସୋସିଏଶନ ଅଫ୍‌…

ବାପିଙ୍କୁ ସ୍ବର୍ଣ୍ଣ, ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): କର୍ନାଟକର ଉଡୁପ୍ପିଠାରେ ଅନୁଷ୍ଠିତ ୧୮ତମ ଜାତୀୟ ୟୁଥ୍‌ (୧୮ ବର୍ଷରୁ କମ୍‌) ଆଥଲେଟିକ୍‌ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସ ରବିବାର ଓଡ଼ିଶାକୁ ୩ ପଦକ ମିଳିଛି। ଫଳରେ ଓଡ଼ିଶାର ପଦକ ସଂଖ୍ୟା ମୋଟ୍‌ ୫ରେ ପହଞ୍ଚତ୍ଛି। ବାପି…

ମୁମ୍ବାଇ ଇଣ୍ଡିଆନ୍ସର ଚତୁର୍ଥ ବିଜୟ

ମୁମ୍ବାଇ,୧୨ା୩: ମୁମ୍ବାଇରେ ରବିବାର ଖେଳାଯାଇଥିବା ମହିଳା ପ୍ରିମିୟର୍‌ ଲିଗ୍‌ର ୧୦ମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୮ ଉଇକେଟରେ ବିଜୟୀ ହୋଇଛି। ୟୁପି ୱାରିଅର୍ଜ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୬ ରନ୍‌ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସର ଦୁଇ…

ଆଇପିଏଲ୍‌ରେ ମୁମ୍ବାଇ ଜର୍ସି ପିନ୍ଧି ଖେଳିବାକୁ ଉତ୍ସାହିତ ଏହି ଖେଳାଳି

ଲଣ୍ଡନ,୧୨।୩: ଆହତ ସମସ୍ୟାରୁ ସୁସ୍ଥ ହୋଇ ଦୀର୍ଘଦିନର ବ୍ୟବଧାନରେ ଇଂଲଣ୍ଡ ଟିମ୍‌କୁ ଫେରିଥିବା ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଆଇପିଏଲ୍‌ ଖେଳିବାକୁ ଉତ୍ସାହିତ ଅଛନ୍ତି। ଦୁଇ ବର୍ଷ ପରେ ସେ ଟୁର୍ନାମେଣ୍ଟକୁ ଫେରୁଥିବା ବେଳେ ତାଙ୍କ ଦଳ ମଧ୍ୟ ବଦଳିଛି। ଗତ…

ଚତୁର୍ଥ ଦିନର ଖେଳ ଶେଷ: ଭାରତ ୮୮ ରନ୍‌ରେ ଅଗ୍ରଣୀ

ଅହମ୍ମଦାବାଦ୍‌,୧୨।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୪୮୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ…

କୋହଲିଙ୍କ ରେକର୍ଡ ବର୍ଷା

ଅହମ୍ମଦାବାଦ୍‌,୧୨।୩: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜର ଚତୁର୍ଥ ତଥା ଶେଷ ମ୍ୟାଚରେ ବିରାଟ କୋହଲି ଟେଷ୍ଟରେ ଶତକ ଅର୍ଜନ କରିଛନ୍ତି। ସେ ଅହମ୍ମଦାବାଦରେ ଟେଷ୍ଟ କ୍ୟାରିୟରର ୨୮ତମ ଶତକ ସ୍କୋର କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ଏହା ତାଙ୍କର ୭୫ତମ ଶତକ। ଏହା…

ଇତିହାସ ରଚିଲେ ନାଥାନ ଲିୟନ

ନୂଆଦିଲ୍ଲୀ,୧୨।୩: ଭାରତ ବିପକ୍ଷ ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିୟ ଅଫ୍‌-ସ୍ପିନର ନାଥାନ ଲିୟନ ଇତିହାସ ରଚିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଜଣେ ବିଦେଶୀ ବୋଲର୍‌ ଭାବେ ଭାରତରେ ସର୍ବାଧିକ ଟେଷ୍ଟ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି।…

କୋହଲିଙ୍କ ଜବରଦସ୍ତ ଶତକ: ଭାରତ ୫୭୧ ରନ୍‌ରେ ଅଲଆଉଟ୍‌

ଅହମ୍ମଦାବାଦ୍‌,୧୨।୩: ଭାରତର ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ଜବରଦସ୍ତ ଶତକ ହାସଲ କରିଛନ୍ତି। ତାଙ୍କ ଶତକ ଆଧରରେ ଭାରତ ପ୍ରଥମ ଇନିଂସରେ ୫୭୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏହା ସହ ଟିମ ଇଣ୍ଡିଆ ୯୧ ରନର…

ଶତକ ହାସଲ ପରେ ସ୍ତ୍ରୀଙ୍କ ପ୍ରତି ପ୍ରେମ ବର୍ଷା କଲେ କୋହଲି

ଅହମ୍ମଦାବାଦ, ୧୨।୩: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ନିକଟରେ ଏକ ମନ୍ତବ୍ୟ ଦେଇଥିଲେ ଯେ, ତାଙ୍କ ଜୀବନରେ ସ୍ତ୍ରୀ ଅନୁଷ୍କାଙ୍କ ଆଗମନ ପରେ ତାଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆସିଛି। ଅହମ୍ମଦାବାଦ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?