ଖେଳ

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି । ଏହାପରେ ସୋସିଆଲ ମିଡିଆରେ ଅନେକ ମିମ୍ସ ଭାଇରାଲ ହେଉଛି । ପ୍ରଶଂସକଙ୍କ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ୧ରନରେ ଭାରତକୁ ହରାଇ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ ୬ ଉଇକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି। ଇଂଲଣ୍ଡ କ୍ରିକେଟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ବେନ ଷ୍ଟୋକ୍ସ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ କରିଛି। ପ୍ରଥମ ଥର ପାଇଁ ପଦକ ଜିତି ଐତିହାସିକ ସଫଳତା ପାଇଲା ଭାରତ…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ ରଚିଛି। କିନ୍ତୁ ଯେଉଁ ମୁହୂର୍ତ୍ତକୁ କ୍ରିକେଟ ପ୍ରେମୀମାନେ ଅପେକ୍ଷା କରି ରହିଥିଲେ, ତାହା…

ଏକାସଙ୍ଗେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ୩ କ୍ରିକେଟର, ଲୁହରେ ଭିଜିଲା…

ନୂଆଦିଲ୍ଲୀ,୨୮।୬: ICC ମହିଳା T20 ବିଶ୍ୱକପ 2026 ର ଗ୍ରୁପ B ର ଦୁଇ ସେମିଫାଇନାଲିଷ୍ଟ ନିର୍ଣ୍ଣୟ କରାଯାଇଛି। ଶନିବାର ଇଂଲଣ୍ଡ ବିପକ୍ଷରେ ଏକ ଦମଦାର ପରାଜୟ ପରେ ଡିଫେଣ୍ଡିଂ ଚାମ୍ପିୟନ ନ୍ୟୁଜିଲାଣ୍ଡ ବାଦ ପଡ଼ିଛି। ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ଏହି…

ସିୟା-ଚେତନଙ୍କ ପ୍ରେମ କାହାଣୀର କ୍ରିକେଟ ସହ ରହିଛି ବିଶେଷ ସମ୍ପର୍କ, ପ୍ରଥମ ସାକ୍ଷାତର କାହାଣୀ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ

ପୁଣେ,୨୮।୬: କେତନ ଅଗ୍ରୱାଲ ହତ୍ୟା ମାମଲାର ଦୁଇ ମୁଖ୍ୟ ଅଭିଯୁକ୍ତ – ସିୟା ଗୋୟଲ ଏବଂ ଚେତନ ଚୌଧୁରୀଙ୍କ ସମ୍ପର୍କରେ ଏକ ନୂଆ ଦିଗ ସାମ୍ନାକୁ ଆସିଛି। ସେମାନଙ୍କ ପ୍ରେମ କାହାଣୀ କ୍ରିକେଟ ଖେଳ ସହିତ ଜଡିତ। ପୋଲିସ ତଦନ୍ତରୁ ଜଣାପଡିଛି…

India Playing XI: ୨ଟି ପରିବର୍ତ୍ତନ, ତଥାପି ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ଥାନ ନାହିଁ…

ନୂଆଦିଲ୍ଲୀ,୨୮।୬: ବେଲଫାଷ୍ଟର ସିଭିଲ ସର୍ଭିସ କ୍ରିକେଟ କ୍ଲବ ଗ୍ରାଉଣ୍ଡରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ରବିବାର ଅନୁଷ୍ଠିତ ହେବ। ଶ୍ରେୟସ ଆୟର ଏବଂ ତାଙ୍କ ଦଳ ପାଇଁ ଏହା ସେମାନଙ୍କର ପ୍ରତିଷ୍ଠା ବଞ୍ଚାଇବା ପାଇଁ ଏକ ଯୁଦ୍ଧ।…

ପୁଣି ବିବାହ ବନ୍ଧନରେ ବାନ୍ଧିହେଲେ ହାର୍ଦ୍ଦିକ ପାଣ୍ଡ୍ୟା? ଭାଇରାଲ ହେଲା ମାହିକା ଶର୍ମାଙ୍କ ସହ ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ନିଜ ଗର୍ଲଫ୍ରେଣ୍ଡ ମହିକା ଶର୍ମାଙ୍କୁ ବିବାହ କରିଛନ୍ତି? ସୋସିଆଲ ମିଡିଆରେ ଏକ ନୂଆ ଫଟୋ ସାମ୍ନାକୁ ଆସିବା ପରଠାରୁ ହିଁ ଏହି ପ୍ରଶ୍ନ ସମସ୍ତଙ୍କ ମନରେ ଉଠୁଛି। ଅନେକ ୟୁଜର୍ସଙ୍କ ମତରେ ଦୁହେଁ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ ମନରେ ଗୋଟିଏ ପ୍ରଶ୍ନ ଉଠୁଛି ଯେ, କୋହଲି ହଠାତ ଟେଷ୍ଟ କ୍ରିକେଟକୁ କାହିଁକି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର ପଶ୍ଚିମ ଉପକୂଳରେ ଥିବା ଏହି ଛୋଟ ଦେଶ ସାଉଦି ଆରବ ବିପକ୍ଷରେ ୦-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?