ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଇନ୍ଦୋର,୪।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଇନ୍ଦୋରରେ ଖେଳାଯିବ। ତୃତୀୟ ଟି -୨୦ରେ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇପାରେ। ଏଭଳି ପରିସ୍ଥିତିରେ ଶ୍ରେୟସ ଆୟରଙ୍କୁ ଦଳରେ ସାମିଲ...
ଟି-୨୦ ଓ୍ବାଲ୍ଡ କପ୍ରେ ଭାରତକୁ ବଡ଼ ଝଟ୍କା: ଟୁର୍ନାମେଣ୍ଟରୁ ବାଦ୍ ପଡ଼ିଲେ ବୁମରା
ନୂଆଦିଲ୍ଲୀ,୩।୧୦: ୨ସପ୍ତାହ ପରେ ହେବାକୁ ଥିବା ଟି-୨୦ ଓ୍ବାଲ୍ଡ କପ୍ରେ ଭାରତୀୟ ଟିମ୍କୁ ଏକ ବଡ଼ ଝଟ୍କା ଲାଗିଛି। ଭାରତୀୟ ଟିମ୍ରୁ ଅନୁଭବୀ ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଓ୍ବାଲ୍ଡ କପ୍ରୁ ବାହାର କରାଯାଇଛି। ଲଗାତର ପିଠିରେ ଯନ୍ତ୍ରଣା ଅନୁଭବ...
ଭାରତ ମହିଳାର କ୍ରମାଗତ ବିଜୟ
ସିଲହଟ୍,୩।୧୦: ଓପ୍ନର ସାଭିନେନି ମେଘନାଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ ବଳରେ ଭାରତ ମହିଳା ଦଳ ଏସିଆ କପ୍ରେ କ୍ରମାଗତ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚ୍ରେ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ଭାରତ ସୋମବାର ମାଲେସିଆକୁ ୩୦ ରନ୍ରେ ହରାଇଛି। ବର୍ଷା...
ସିରିଜ୍ ଜିତିବା ସତ୍ତ୍ୱେ ବଢିଲା ରୋହିତଙ୍କ ଟେନସନ୍
ଗୁଆହାଟି,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଭାରତ କବଜା କରିଛି। ତେବେ ଏହି ବିଜୟ ପରେ ମଧ୍ୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଦଳର ଡେଥ୍ ଓଭର ବୋଲିଂକୁ ନେଇ ଟେନସନରେ ଅଛନ୍ତି। ଗୁଆହାଟୀରେ...
ନାକରୁ ବାହାରୁଥିଲା ଧାର ଧାର ରକ୍ତ, ପଡିଆ ଛାଡିଲେନି ହିଟ୍ମ୍ୟାନ୍
ଗୁଆହାଟୀ,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ୨-୦ ଅଗ୍ରଣୀ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ୨୩୭ ରନ କରିଥିଲା। ଏହାର ଜବାବରେ ଦକ୍ଷିଣ ଆଫ୍ରିକା କେବଳ ୨୨୧ ରନ ସ୍କୋର...
ଲାଇଭ୍ ମ୍ୟାଚ୍ ସମୟରେ ହଠାତ୍ ପଡ଼ିଆକୁ ଆସିଲା ବିଷଧର ସାପ, ଦେଖନ୍ତୁ ଭିଡିଓ
ଗୁଆହାଟୀ,୩।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୧୬ ରନ୍ରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ସିରିଜ୍କୁ ମଧ୍ୟ କବ୍ଜା କରିଛି।...
କୋହଲିଙ୍କ ‘ବିରାଟ’ ରେକର୍ଡ: ପ୍ରଥମ ଭାରତୀୟ ଭାବେ…
ଗୁଆହାଟୀ,୩।୧୦: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ପୁଣି ଏକ ରେକର୍ଡ କରିଛନ୍ତି। ଏସିଆ କପ ୨୦୨୨ରୁ ଫର୍ମକୁ ଫେରିଥିବା ବିରାଟ କୋହଲି କ୍ରମାଗତ ଭାବରେ ଚମତ୍କାର ଇନିଂସ ଖେଳିଆସୁଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ...
ଫାଇନାଲରେ ଇଣ୍ଡିଆ କ୍ୟାପିଟାଲ୍ସ
ଯୋଧପୁର,୩ା୧୦(ପି.ଟି.): ଲିଜେଣ୍ଡ୍ସ ଲିଗ୍ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ଇଣ୍ଡିଆ କ୍ୟାପିଟାଲ୍ସ। ପ୍ରଥମ କ୍ୱାଲିଫାୟରରେ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭିଲ୍ଓ୍ବାରା କିଙ୍ଗ୍ସକୁ ଦଳ ୪ ଉଇକେଟରେ ହରାଇଥିଲା। ୨୨୭ ରନ୍ ବିଶାଳ ଲକ୍ଷ୍ୟର...
ଡବ୍ଲ୍ୟୁଟିଏ ଜିତିବାରେ ଶେରିଫ୍ ପ୍ରଥମ ଇଜିପ୍ଟସିଆନ୍
ପାରମା, ୩ା୧୦(ଏପି): ଟପ୍ ସିଡ୍ ମାରିଆ ସାକାରିଙ୍କୁ ୭-୫, ୬-୩ରେ ପରାସ୍ତ କରି ମେୟାର ଶେରିଫ୍ ପାରମା ଲେଡିଜ୍ ଓପନ୍ ଟେନିସ୍ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଛନ୍ତି। ସେ ପ୍ରଥମ ଇଜିପ୍ସିଆନ ଖେଳାଳି ଭାବେ ଡବ୍ଲ୍ୟୁଟିଏ ଟୁର୍ ଇଭେଣ୍ଟ ଜିତିଛନ୍ତି। ପ୍ରଥମ...
ଶିବପାଲ୍ ୪ ବର୍ଷ ବାସନ୍ଦ
ନୂଆଦିଲ୍ଲୀ, ୩ା୧୦(ପି.ଟି.): ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଶୃଙ୍ଖଳା କମିଟି ଭାରତର ଟପ୍ ଜାଭେଲିନ୍ ଥ୍ରୋୟର ଶିବପାଲ ସିଂଙ୍କୁ ୪ ବର୍ଷ ବାସନ୍ଦ କରିଛି। ଗତବର୍ଷ କରାଯାଇଥିବା ଏକ ଡୋପ୍ ଟେଷ୍ଟରେ ସେ ବିଫଳ ହୋଇଥିଲେ। ଶିବପାଲ ଟୋକିଓ...
ସୌରଭ କୁମାରଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ
ରାଜକୋଟ୍, ୩ା୧୦(ପି.ଟି.): ଇରାନୀ କପ୍ର ଦ୍ୱିତୀୟ ଦିବସରେ ଅଲ୍ରାଉଣ୍ଡର ସୌରଭ କୁମାରଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ ଯୋଗୁ ସୌରାଷ୍ଟ୍ର ବିପକ୍ଷରେ ଅବଶିଷ୍ଟ ଭାରତ ଏକାଦଶ ଏହାର ସ୍ଥିତିକୁ ମଜଭୁତ କରିଦେଇଛି। ସୌରଭ ଷ୍ଟ୍ରୋକ୍ଭରା ଅର୍ଦ୍ଧଶତକ ହାସଲ କରିଥିବା ବେଳେ ୨ଟି ଉଇକେଟ...
ନବାଗତ ଆମୋସ କିପ୍ରୁଟୋ ଜିତିଲେ ଲଣ୍ଡନ ମାରାଥନ
ଲଣ୍ଡନ, ୩ା୧୦(ଏପି): ନବାଗତ ଆମୋସ କିପ୍ରୁଟୋ ରବିବାର ଲଣ୍ଡନ ମାରାଥନ ପୁରୁଷ ରେସ୍ ଜିତିଛନ୍ତି। କେନିଆର ଏହି ୩୦ ବର୍ଷୀୟ ଧାବକ ୨ ଘଣ୍ଟା ୪ ମିନିଟ୍ ୩୯ ସେକେଣ୍ଡରେ ଦ୍ୱିତୀୟ ସ୍ଥାନରେ ରହିଥିବା ଇଥିଓପିଆର ଲିଉଲ୍ ଜେବ୍ରେସେଲାସିଙ୍କୁ ପଛରେ...
Archives


