ଖେଳ

ଆଇପିଏଲ୍‌ ପୂର୍ବରୁ ବିବାହ କଲେ ଆର୍‌ସିବିର ଏହି ଷ୍ଟାର କ୍ରିକେଟର

ନୂଆଦିଲ୍ଲୀ,୯।୩: ଆଇପିଏଲ୍‌ ପୂର୍ବରୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ତାରକା ଖେଳାଳି ଓ୍ବାନିନ୍ଦୁ ହସରଙ୍ଗା। ପ୍ରେମିକା ବିଦ୍ୟା ପଦ୍ମାପେରୁମାଙ୍କ ହାତ ଧରିଛନ୍ତି ସେ। ଏବେ ଏହି ବିବାହର ଅନେକ ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି।…

ସେଲଫି ବିବାଦ ପରେ ପ୍ରଥମଥର ମୁହଁ ଖୋଲିଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ,୯।୩: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ଗତ କିଛି ଦିନ ହେବ ଭଲ ଚାଲିନାହିଁ। ଭାରତୀୟ କ୍ରିକେଟ ଟିମ୍‌ରୁ ବାଦ୍‌ ପଡିବା ସହ ବିବାଦରେ ଛନ୍ଦି ହୋଇପଡିଛନ୍ତି। ନିକଟରେ ସେଲଫି ବିବାଦକୁ ନେଇ ସେ ଚର୍ଚ୍ଚାରେ ଥିଲେ। ରିପୋର୍ଟ ଅନୁଯାୟୀ, ମୁମ୍ବାଇ…

ଖ୍ବାଜାଙ୍କ ଶତକ: ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୨୫୫/୪

ଅହମ୍ମଦାବାଦ୍‌,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ଅହମ୍ମଦାବାଦରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଦିନର ଖେଳ ଶେଷ ପର୍ଯ୍ୟନ୍ତ ଚାରି ଉଇକେଟ ହରାଇ ୨୫୫…

ମୋଦିଙ୍କ ‘କ୍ରିକେଟ କୁଟନୀତି’କୁ ନେଇ କଂଗ୍ରେସର ଟାର୍ଗେଟ

ନୂଆଦିଲ୍ଲୀ,୯ ।୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳ ଆରମ୍ଭ ଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବାନିଜ ଟେଷ୍ଟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଷ୍ଟାଡିୟମରେ…

ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟେଷ୍ଟ: ଲଞ୍ଚ୍‌ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ସ୍କୋର ୭୫/୨

ଅହମ୍ମଦାବାଦ,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନରେ ଲଞ୍ଚ୍‌ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର…

ରବି ଶାସ୍ତ୍ରୀଙ୍କ ଉପରେ ବର୍ଷିଲେ ରୋହିତ ଶର୍ମା

ଅହମ୍ମଦାବାଦ,୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ମନ୍ତବ୍ୟକୁ ‘ନିରର୍ଥକ’ ବୋଲି କହିଛନ୍ତି। ଭାରତ ଅଷ୍ଟ୍ରେଲିଆଠାରୁ ତୃତୀୟ ଟେଷ୍ଟ ପରାଜୟ ପରେ ରବି ଶାସ୍ତ୍ରୀ କହିଥିଲେ, ଅତ୍ୟଧିକ ଆତ୍ମବିଶ୍ୱାସ କାରଣରୁ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…

ଅହମଦାବାଦ,୯।୩ : ଅହମଦାବାଦରେ ଗୁରୁବାର ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍‌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ ଟେଷ୍ଟ ମ୍ୟାଚ ଦେଖିବେ ମୋଦି: ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ,୯ ।୩: ଅହମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ମ୍ୟାଚର ଆୟୋଜନ ହେବାକୁ ଯାଉଛି । ଏହାର ବିଶେଷତ୍ୱ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଷ୍ଟ୍ରେଲିଆ ସମକକ୍ଷ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ କ୍ରିକେଟ ଦେଖିବେ । ସେ…

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଅହମ୍ମଦାବାଦ,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ ଜିତିବା ପରେ ଭାରତ ୩-୧…

ଦ୍ୱିତୀୟଥର ପିତା ହେଲେ ଏହି କ୍ରିକେଟର୍‌

ଅହମ୍ମଦାବାଦ,୮।୩: କିଛି ଦିନ ପୂର୍ବରୁ ଭାରତୀୟ ଦ୍ରୁତ ବୋଲର ଉମେଶ ଯାଦବଙ୍କ ଘରେ ଦୁଃଖର ଛାୟା ଖେଳିଯାଇଥିଲା। ସେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ ଖେଳୁଥିବାବେଳେ ଫେବୃଆରୀ ୨୨ରେ ତାଙ୍କ ପିତାଙ୍କର ଦେହାନ୍ତ ହୋଇଥିଲା। କିନ୍ତୁ ବର୍ତ୍ତମାନ ତାଙ୍କୁ ଏକ ଖୁସି…

ହୋଲିରେ ରଙ୍ଗେଇ ହେଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ,୮।୩: ଭାରତୀୟ ଦଳ ହୋଲି ଅବସରରେ ଅହମ୍ମଦାବାଦ ଟେଷ୍ଟ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଇନ୍ଦୋରରେ ପରାଜୟ ପରେ ଟିମ ଇଣ୍ଡିଆର ଖେଳାଳିମାନେ ଅହମ୍ମଦାବାଦ ଟେଷ୍ଟ ଜିତି ସିରିଜ ଜିତିବାକୁ ଚାହୁଁଛନ୍ତି। ଏହି କାରଣରୁ ସମଗ୍ର ଦଳ ପରବର୍ତ୍ତୀ ମ୍ୟାଚ ପାଇଁ…

ମୋଦି-ଆଲବାନେ ଦେଖିବେ ଅହମଦାବାଦ ଟେଷ୍ଟ…

ଆହମଦାବାଦ,୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନେ ଅହମଦାବାଦରେ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଦେଖିବେ। ମାର୍ଚ୍ଚ ୯ ଗୁରୁବାରରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?