ଧୋନୀଙ୍କ ନାଁ ବ୍ୟାଟ୍ରେ ଲେଖି ପଡ଼ିଆକୁ ଓହ୍ଲାଇଲେ ଏହି ମହିଳା କ୍ରିକେଟ୍ର: ଜାଣନ୍ତୁ କାରଣ
ମୁମ୍ବାଇ,୬।୩: ମହିଳା ପ୍ରିମିୟର ଲିଗରେ ଏକ ରୋମାଞ୍ଚକର ମ୍ୟାଚରେ ୟୁପି ୱାରିୟର୍ସ ଗୁଜରାଟ ଜିଆଣ୍ଟସକୁ ତିନି ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ୟୁପିର ଗ୍ରେସ ହାରିସ ୨୬ ବଲରେ ୫୯ ରନର ଅପରାଜିତ ଇନିଂସ ଖେଳିଥିଲେ। ତେବେ ଏହି ବିଜୟର…
କୋହଲିଙ୍କ ସହ ତୁଳନା ହେବାରୁ ଏମିତି କହିଲେ ମନ୍ଧାନା
ନୂଆଦିଲ୍ଲୀ,୬।୩: ମହିଳା ପ୍ରିମିୟର ଲିଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଅଛନ୍ତି ଭାରତର ତାରକା କ୍ରିକେଟର୍ ସ୍ମୃତି ମନ୍ଧାନାଙ୍କୁ ବିରାଟ କୋହଲିଙ୍କ ସହ ତୁଳନା କରାଯାଉଛି। ଏନେଇ ସେ କହିଛନ୍ତି, କୋହଲିଙ୍କ ସହ ତୁଳନାକୁ ମୁଁ ଆଦୌ ପସନ୍ଦ କରେ ନାହିଁ।…
ଆଜିଠୁ ବକ୍ସ ଅଫିସରେ ଟିକେଟ ବିକ୍ରି
ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଭାରତ, ଅଷ୍ଟ୍ରେଲିଆ ଓ ବିଶ୍ୱ ଚାମ୍ପିୟନ ଜର୍ମାନୀକୁ ନେଇ ଏଫ୍ଆଇଏଚ୍ ପ୍ରୋ ଲିଗ୍ ହକି ମ୍ୟାଚ ଚଳିତ ମାସ ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ବକ୍ସ ଅଫିସ ଟିକେଟ…
ଅନ୍ତିମ ମ୍ୟାଚ ଖେଳିଲେ ସାନିଆ
ହାଇଦ୍ରାବାଦ, ୬ା୩ (ପି.ଟି.): ଭାରତୀୟ ଟେନିସ କିମ୍ବଦନ୍ତୀ ସାନିଆ ମିର୍ଜା ରବିବାର ତାଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ ରବିବାର ଖେଳିଛନ୍ତ, ଯେଉଁଠାରେ ସେ ଆରମ୍ଭ କରିଥିଲେ। ସ୍ଥାନୀୟ ଲାଲବାହାଦୁର ଷ୍ଟାଡିୟମରେ ସେ ରୋହନ ବୋପାନ୍ନା, ଯୁବରାଜ ସିଂ ଓ ତାଙ୍କ ବାନ୍ଧାବୀ…
ମହାରାଷ୍ଟ୍ର ଦଳଗତ ଚାମ୍ପିୟନ
ଭୁବନେଶ୍ୱର, ୬।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍ ଷ୍ଟାଡିୟମରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍ ଓ ଇନ୍ଡୋର କ୍ରୀଡ଼ା ଉଦ୍ଯାପିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର ଦଳଗତ ଚାମ୍ପିୟନ ହୋଇଥିବାବେଳେ କେରଳର କ୍ଲିମେଣ୍ଟ ଅଗଷ୍ଟିନ ଓ ତାମିଲନାଡ଼ୁର ପି. ଶିବକୁମାର ପୁରୁଷ…
ବିଜୁଙ୍କ ଜୟନ୍ତୀରେ ମିନି ମାରାଥନ
ଭୁବନେଶ୍ୱର, ୬।୩(କ୍ରୀଡ଼ା ପ୍ରତିନିଧି): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏକ ମିନି ମାରାଥନ କଳିଙ୍ଗ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ମିନି ମାରାଥନକୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡର କାର୍ଯ୍ୟର୍ନିବାହୀ…
ଅବଶିଷ୍ଟ ଭାରତ ଟାଇଟଲ ବଜାୟ ରଖିଲା
ଗ୍ବାଲିୟର, ୬ା୩ (ପି.ଟି.): ମଧ୍ୟ ପ୍ରଦେଶକୁ ୨୩୮ ରନରେ ପରାସ୍ତ କରି ଅବଶିଷ୍ଟ ଭାରତ ଦଳ ସମ୍ମାନଜନକ ଇରାନୀ କପ୍ ଟାଇଟଲ ବଜାୟ ରଖିଛି। ଅସମ୍ଭବ ମନେ ହେଉଥିବା ୪୩୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ମଧ୍ୟ ପ୍ରଦେଶ ୫୮.…
ୟୁପି ଓ୍ବାରିୟର୍ଜର ରୋମାଞ୍ଚକ ବିଜୟ
ମୁମ୍ବାଇ,୫ା୩: ନଭି ମୁମ୍ବାଇସ୍ଥିତ ଡା. ଡି.ଓ୍ବାଇ. ସ୍ପୋଟର୍ସ ଏକାଡେମୀରେ ରବିବାର ଖେଳାଯାଇଥିବା ମହିଳା ପ୍ରିମିୟର ଲିଗ୍ର ତୃତୀୟ ମ୍ୟାଚରେ ୩ ଉଇକେଟରେ ୟୁପି ଓ୍ବାରିୟର୍ଜ ରୋମାଞ୍ଚକ ବିଜୟ ହାସଲ କରିଛି। ଅନ୍ୟପକ୍ଷେ ଗୁଜରାଟ ଜାଏଣ୍ଟ୍ସ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି।…
୬୦ ରନ୍ରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ,୫।୩: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)କୁ ୬୦ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଆରସିବି ଅଧିନାୟକ ସ୍ମୃତି ମନ୍ଧାନା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ…
ଆରସିବିକୁ ୨୨୪ ରନ୍ର ଟାର୍ଗେଟ୍ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ,୫।୩: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଆରସିବିର ଅଧିନାୟକ ସ୍ମୃତି ମନ୍ଧାନା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦିଲ୍ଲୀ…
ପୁଣି ଥରେ ଚୌକା-ଛକା ମାରୁଥିବା ନଜର ଆସିବେ ରାଇନା, ଏହି ପ୍ରମୁଖ ଟୁର୍ନାମେଣ୍ଟରେ…
ନୂଆଦିଲ୍ଲୀ,୫।୩: ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ସୁରେଶ ରାଇନା ଲିଜେଣ୍ଡ୍ସ ଲିଗ୍(ଏଲ୍ଏଲ୍ସି) କ୍ରିକେଟ୍ରେ ଅଂଶଗ୍ରହଣ କରିବାକୁ ନିଶ୍ଚିତ କରିଛନ୍ତି। ମାର୍ଚ୍ଚ ୧୦ରେ ଦୋହାରେ ଏଲ୍ଏଲ୍ସି ୨୦୨୩ର ଆରମ୍ଭ ହେବ। ଦେଶର ପ୍ରତିନିଧିତ୍ୱ କରିବା ସର୍ବଦା ତାଙ୍କ ପାଇଁ ଗୌରବର ବିଷୟ ବୋଲି…
ଚୌକା-ଛକା ବର୍ଷା କଲେ ଧୋନୀ
ଚେନ୍ନାଇ,୫।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ତମ ସିଜନ ଅର୍ଥାତ୍ ଆଇପିଏଲ ୨୦୨୩ ମାର୍ଚ୍ଚ ୩୧ରୁ ଆରମ୍ଭ ହେବ। ଏଥିରେ ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର…

