ଗାଭାସ୍କରଙ୍କୁ ଏସ୍ଜେଏଫ୍ଆଇ ପଦକ, ଶାସ୍ତ୍ରୀ ସମ୍ମାନିତ
ଥିରୁଭାନନ୍ତପୁରମ,୨୮।୯(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟର ଦୁଇ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ରବି ଶାସ୍ତ୍ରୀ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ପୋଟର୍ସ ଜର୍ନାଲିଷ୍ଟ ଫେଡେରେଶନ୍ ଅଫ୍ ଇଣ୍ଡିଆ (ଏସଜେଏଫ୍ଆଇ)ର ବିଶେଷ ସମ୍ମାନ ଗ୍ରହଣ କରିଛନ୍ତି। ଏସ୍ଜେଏଫ୍ଆଇ ପକ୍ଷରୁ...
ଡେଥ୍ ବୋଲିଂ ଉପରେ ଭାରତର ନଜର
ଥିରୁଭାନନ୍ଥପୁରମ, ୨୮।୯(ପି.ଟି.): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତଜର୍ର୍ାତୀୟ ଟି୨୦ କ୍ରିକେଟ ସିରିଜ ଆରମ୍ଭ ହେବ। ଆଗକୁ ଟି୨୦ ବିଶ୍ୱକପ ରହିଥିବାରୁ ପ୍ରସ୍ତୁତି ଦୃଷ୍ଟିରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ...
ଜାତୀୟ କ୍ରୀଡ଼ା ସଫ୍ଟ ଟେନିସ ପାଇଁ ଓଡ଼ିଶାର ୪ ଅଫିସିଆଲ
ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟର ଅହମଦାବାଦରେ ହେବାକୁଥିବା ଜାତୀୟ କ୍ରୀଡ଼ାର ସଫ୍ଟଟେନିସ ଇଭେଣ୍ଟ ପାଇଁ ଓଡ଼ିଶାରୁ ୪ ଅଫିସିଆଲ ମନୋନୀତ ହୋଇଛନ୍ତି। ମହମ୍ମଦ ଆଜାମ ରେଫରି ଏବଂ ଅନସୂୟା ବାରିକ, ସତୀଶ କୁମାର ବିଶ୍ୱକର୍ମା ଓ ମହମ୍ମଦ ଅମନ ଅମ୍ପାୟର...
ଅନୁରାଧା ଓଡ଼ିଶା ଆଥ୍ଲେଟିକ୍ସ ଦଳର କୋଚ୍
ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍ଲେଟିକ୍ସ ଦଳର କୋଚ୍ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ ଏକାଧିକ ଥର ପଦକ ଜିତିଥିଲେ ସେହି କ୍ରୀଡ଼ା ପାଇଁ ଓଡ଼ିଶା ଦଳର କୋଚ୍...
ବାରବାଟୀରେ ଲିଜେଣ୍ଡ୍ସ ଲଢ଼େଇ
କଟକ, ୨୮।୯(ସ୍ପୋଟର୍ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୨୨୨...
ଭାରତ ପ୍ରଥମେ ସ୍ପେନ୍କୁ ଭେଟିବ
ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ...
ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଥିରୁଭାନନ୍ତପୁରମ,୨୮।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିବା ପରେ ଭାରତୀୟ ଦଳ ବର୍ତ୍ତମାନ ଏକ ନୂଆ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ। ବୁଧବାର ଠାରୁ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ...
ଟିମ୍ ଇଣ୍ଡିଆରୁ ବାଦ୍ ପଡ଼ିଛନ୍ତି ସଞ୍ଜୁ ସାମସନ୍; କିଛି ଏଭଳି ଢଙ୍ଗରେ ବିରୋଧ କଲେ ପ୍ରଶଂସକ
ନୂଆଦିଲ୍ଲୀ,୨୭।୯: ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତୀୟ ଟିମ୍ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ବିଜେତା ହୋଇଛି। ଏବେ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ଖେଳିବାକୁ ଯାଉଛି। ସେପ୍ଟେମ୍ବର ୨୮ରେ ସିରିଜର ପ୍ରଥମ...
ଦକ୍ଷିଣ ଆଫ୍ରିକା ବିପକ୍ଷ ଗୋଟିଏ ବି ଘରୋଇ ସିରିଜରେ ବିଜେତା ହୋଇନାହିଁ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୭।୯: ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜରେ ବିଜେତା ହୋଇଛି ଟିମ୍ ଇଣ୍ଡିଆ। ଏବେ ଦଳର ଲକ୍ଷ୍ୟ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଉପରେ। ସେପ୍ଟେମ୍ବର ୨୮ରୁ ସିରିଜର ଆରମ୍ଭ ହେବାକୁ ଯାଉଛି।...
ବିଶ୍ୱକପ୍ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ିଲା
ନୂଆଦିଲ୍ଲୀ,୨୭।୯: ବିଶ୍ୱକପ୍ ପୂର୍ବରୁ ଭାରତୀୟ ଟିମ୍ର ଗୋଟିଏ ପରେ ଗୋଟିଏ ଖେଳାଳି ଆହତ ହେଉଛନ୍ତି। ପ୍ରଥମରୁ ରବିନ୍ଦ୍ର ଜାଡେଜା, ପ୍ରସିଦ୍ଧ କ୍ରିଷ୍ଣା ଆହତ ହୋଇଥିବା ବେଳେ ଏବେ ଏହି ତାଲିକାରେ ଯୋଡ଼ି ହୋଇଛି ଦୀପକ ହୁଡାଙ୍କ ନାମ। ହୁଡାଙ୍କ ପିଠିରେ...
ହୃଦୟ ଜିତିଲେ ସୂର୍ଯ୍ୟକୁମାର
ଥିରୁଭାନନ୍ତପୁରମ,୨୭।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଖେଳିବା ପାଇଁ ଭାରତ କେରଳର ରାଜଧାନୀ ଥିରୁଭାନନ୍ତପୁରମରେ ପହଞ୍ଚିଛି। ଭାରତୀୟ ଦଳ ବିମାନ ବନ୍ଦରରୁ ହୋଟେଲ ଅଭିମୁଖେ ଯାତ୍ରା କରିବାବେଳେ କ୍ରିକେଟ ପ୍ରଶଂସକମାନେ ରାସ୍ତାରେ...
ଲଣ୍ଡନ ହୋଟେଲରେ ଟାନିଆ ଭାଟିଆଙ୍କ ରୁମ୍ରୁ ଚୋରି
ନୂଆଦିଲ୍ଲୀ, ୨୭ା୯:ଭାରତୀୟ ମହିଳା କ୍ରିକେଟ ଦଳ ଇଂଲଣ୍ଡ ଟୁର୍ ବେଳେ ଉଇକେଟକିପର ବ୍ୟାଟର ଟାନିଆ ଭାଟିଆ ଲଣ୍ଡନସ୍ଥିତ ମାରିଅଟ ହୋଟେଲରେ ଅବସ୍ଥାନ କରିଥିଲେ। ସେତେବେଳେ ତାଙ୍କ ରୁମ୍ରୁ ତାଙ୍କର କିଛି ମୂଲ୍ୟବାନ ଜିନିଷପତ୍ର ଚୋରି ହୋଇଯାଇଛି। ତନ୍ମଧ୍ୟରେ ଅଳଙ୍କାର, ନଗଦ...
Archives


