ଜଷ୍ଟ ଫୋଣ୍ଟାଇନଙ୍କ ପରଲୋକ
ପ୍ୟାରିସ୍,୨ା୩(ପି.ଟି.): ଫ୍ରାନ୍ସର ପ୍ରସିଦ୍ଧ ଫୁଟବଲର ଜଷ୍ଟ ଫୋଣ୍ଟାଇନ୍ଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଫୋଣ୍ଟାଇନଙ୍କ ପୂର୍ବତନ କ୍ଲବ ରିମ୍ସ ପକ୍ଷରୁ ବୁଧବାର ଏହା ଘୋଷଣା କରାଯାଇଛି। ୧୯୫୮ ସଂସ୍କରଣର ବିଶ୍ୱକପ୍ ଖେଳିବାର ସୁଯୋଗ ପାଇଥିବା ଫୋଣ୍ଟାଇନ୍ ଦେଇଥିଲେ ୧୩ଟି ଗୋଲ୍।…
ଡୋପିଂ ମାମଲା: ଐଶ୍ୱର୍ଯ୍ୟା ବାବୁ ୪ ବର୍ଷ ବାସନ୍ଦ
ନୂଆଦିଲ୍ଲୀ,୨ା୩(ପି.ଟି.): ନିଷିଦ୍ଧ ଡ୍ରଗ୍ସ ସେବନ ମାମଲାରେ ଦୋଷୀ ସାବ୍ୟସ୍ତ ଟ୍ରିପଲ ଜମ୍ପର ଐଶ୍ୱର୍ଯ୍ୟା ବାବୁଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି। ବୁଧବାର ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ପକ୍ଷରୁ ଏହି ବାସନ୍ଦାଦେଶ ଘୋଷଣା କରାଯାଇଛି। ୨୫ ବର୍ଷୀୟା ଐଶ୍ୱର୍ଯ୍ୟା ଓ…
ହରମନ୍ପ୍ରୀତ୍ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟିକା
ମୁମ୍ବାଇ,୨ା୩(ପି.ଟି.): ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ର ଆଗାମୀ ସଂସ୍କରଣ ପାଇଁ ହରମନପ୍ରୀତ୍ କୌରଙ୍କୁ ଅଧିନାୟିକା ଘୋଷଣା କରାଯାଇଛି। ବୁଧବାର ଭାରତୀୟ ଦଳର ଅଧିନାୟିକାଙ୍କୁ ମୁମ୍ବାଇ ଏହାର ଅଧିନାୟକ ଭାବରେ ନିଯୁକ୍ତି ଦେଇଛି। ନିକଟରେ ପ୍ରଥମ ମହିଳା ଖେଳାଳି ଭାବରେ ହରମନପ୍ରୀତ୍ ୧୫୦ତମ…
କଳିଙ୍ଗରେ ଫାୟାର ଆର୍ମ ଟ୍ରେନିଂ ପ୍ରୋଗ୍ରାମ
ଭୁବନେଶ୍ୱର, ୨।୩ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମର ୫୦ ମିଟର ଫାୟାର ଆର୍ମ ଶୁଟିଂ ରେଞ୍ଜରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ସପ୍ତମ ବ୍ୟାଚ୍ରେ ମୋଟ ୨୫ ପ୍ରଶିକ୍ଷାର୍ଥୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇ ପ୍ରମାଣପତ୍ର ହାସଲ…
ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ: ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୪/୧୫୬
ଇନ୍ଦୋର,୧।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଇନ୍ଦୋରରେ ଖେଳାଯାଉଥିବା ସିରିଜର ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନ କଙ୍ଗାରୁ ଦଳର ନାଁରେ ରହିଛି। ବୋଲିଂରେ ଚମତ୍କାର ପ୍ରଦର୍ଶନ ଟିମ ଇଣ୍ଡିଆକୁ ପ୍ରଥମ ଇନିଂସକୁ ୧୦୯ ରନ୍ରେ ସୀମିତ ରଖିଥିଲା। ଏହାର ଜବାବରେ…
ଦୁର୍ଘଟଣା ମୋ’ ଜୀବନର ଦୃଷ୍ଟିକୋଣ ବଦଳାଇଦେଇଛି: ପନ୍ତ
ନୂଆଦିଲ୍ଲୀ,୧।୩: ଦୁର୍ଘଟଣା ବଦଳାଇଦେଇଛି ଜୀବନ ଜିଇଁବାକୁ ନେଇ ଚିନ୍ତାଧାରା। ଆମେ କହୁଛୁ ଭାରତୀୟ ଷ୍ଟାର ଉଇକେଟକିପର ରିଷଭ ପନ୍ତଙ୍କ କଥା। ଦୁଇ ମାସ ପୂର୍ବେ ଭୟଙ୍କର କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ପନ୍ତ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଏବେ ସେ…
ନିଜକୁ ଧୋନୀଙ୍କ ବଡ଼ ପ୍ରଶଂସକ ବୋଲି କହିଲେ ଆର୍ସିବି ଅଧିନାୟକ
ନୂଆଦିଲ୍ଲୀ,୧।୩: ଭାରତର ପୂର୍ବତନ ଅଧିନାୟକ ତଥା ଆଇପିଏଲ୍ରେ ଚେନ୍ନାଇ ସୁପରକିଙ୍ଗ୍ସର ନେତୃତ୍ୱ ନେଇଥିବା ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଏହି କ୍ରମରେ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ ଡୁପ୍ଲେସି ନିଜକୁ ତାଙ୍କ ବଡ଼ ପ୍ରଶଂସକ ବୋଲି କହିଛନ୍ତି।…
ଗୋଟିଏ ଇନିଂସରେ ୩ଥର ଆଉଟ୍ ହେଲେ ରୋହିତ ଶର୍ମା
ଇନ୍ଦୋର,୧।୩: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଅଧିନାୟକ ରୋହିତ ଶର୍ମା ୨ଟି ଜୀବନଦାନ ପାଇଥିଲେ। ମିଚେଲ ଷ୍ଟାର୍କଙ୍କ ପ୍ରଥମ ଓଭରରେ ରୋହିତ ଶର୍ମା ଦୁଇଥର ଆଉଟ୍ ଥିଲେ ମଧ୍ୟ ସେ ପାଭିଲିୟନକୁ ଫେରି ନ ଥିଲେ। ଇନିଂସର ପ୍ରଥମ…
ସଚିନ-ଧୋନୀଙ୍କ କ୍ଲବ୍ରେ ସାମିଲ ହେଲେ କୋହଲି
ଇନ୍ଦୋର,୧।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୧୦୯ ରନ କରି ଅଲଆଉଟ୍ ହୋଇଯାଇଛି। ତେବେ ବିରାଟ କୋହଲି ଏହି ମ୍ୟାଚରେ…
ବଡ଼ ରେକର୍ଡ ହାସଲ କଲେ ଜାଡେଜା
ଇନ୍ଦୋର,୧।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଟିମ ଇଣ୍ଡିଆର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବ୍ୟକ୍ତିଗତ ସଫଳତା ହାସଲ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ୫୦୦ ଉଇକେଟ ପୂରଣ କରିଥିଲେ।…
ନିଜ ଜାଲରେ ଫଶିଗଲା ଟିମ୍ ଇଣ୍ଡିଆ
ଇନ୍ଦୋର,୧।୩: ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଆୟୋଜକ ଦଳ ମାତ୍ର ୧୦୯ ରନରେ ଅଲଆଉଟ୍ ହୋଇଛି। ଘରୋଇ ପଡ଼ିଆରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆର ଏହା ହେଉଛି ଚତୁର୍ଥ ସର୍ବନିମ୍ନ ସ୍କୋର।…
ଟେଷ୍ଟରେ ଅଶ୍ୱିନ ବିଶ୍ୱର ଏକ ନମ୍ବର ବୋଲର, ଜାଡେଜା ଟପ-୧୦ ରେ…
କୋଲକାତା,୧।୩ : ଭାରତୀୟ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନଙ୍କୁ ପଛରେ ପକାଇ ଟେଷ୍ଟରେ ବୋଲରଙ୍କ ମାନ୍ୟତାରେ ଶୀର୍ଷରେ ରହିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିଲ୍ଲୀ ଟେଷ୍ଟରେ ଅଶ୍ୱିନ ୬ ଟି ୱିକେଟ ନେଇ ଭାରତର ବିଜୟରେ…

