ଖେଳ

୧୦୯ ରନ୍‌ରେ ଭାରତୀୟ ଇନିଂସ ଶେଷ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚରେ ସମସ୍ତ ଓ୍ବିକେଟ ହରାଇ ଭାରତୀୟ ଇନିଂସ ୧୦୯ରେ ଶେଷ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ…

ତୃତୀୟ ଟେଷ୍ଟ: ଘଣ୍ଟାଏ ମଧ୍ୟରେ ଭାରତର ଅଧା ଖେଳାଳି ଫେରିଲେ ପାଭିଲିୟନ…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଏହି ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏହି ଟେଷ୍ଟରେ…

ଡବ୍ଲ୍ୟୁଟିସି ଫାଇନାଲ ଲକ୍ଷ୍ୟରେ ଭାରତ

ଇନ୍ଦୋର,୧।୩(ପି.ଟି.): ବର୍ଡର ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ବୁଧବାର ଇନ୍ଦୋରର ହୋଲକାର ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦୁଇଟି ଟେଷ୍ଟକୁ ଜିତି ଭାରତ ୨-୦ରେ ଆଗୁଆ ରହିଥିବା ବେଳେ ତୃତୀୟ ମ୍ୟାଚ ଜିତିବା ସହିତ ଆଗୁଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ଫାଇନାଲ ଖେଳିବା…

ଭାବିନା ପଟେଲଙ୍କୁ ୩ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧।୩: ଇଜିପ୍ଟର ଗିଜାରେ ଅନୁଷ୍ଠିତ ଇଜିପ୍ଟ ପାରା ଟେବୁଲ ଟେନିସ ଓପନରେ ଭାରତର ଭାବିନା ହସମୁଖ ଭାଇ ପଟେଲ ୩ ସ୍ବର୍ଣ୍ଣ ବିଜୟୀ ହୋଇଛନ୍ତି। ସୋମବାର ଉଦ୍‌ଯାପିତ ଏହି ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ, ଡବଲ୍ସ ଓ ମିକ୍ସଡ ଡବଲ୍ସ ବର୍ଗରେ ସେ…

ଭାରତ ସମେତ ୮ଦେଶକୁ ସିଧାସଳଖ ଯୋଗ୍ୟତା

ଦୁବାଇ, ୧।୩ (ପି.ଟି.): ଭାରତ ସମେତ ୮ଟି ଦେଶ ବାଂଲାଦେଶରେ ହେବାକୁଥିବା ୨୦୨୪ ସଂସ୍କରଣ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଆପେ ଯୋଗ୍ୟତା ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକାରେ ନିକଟରେ ଶେଷ ହୋଇଥିବା ଏହି ଟୁର୍ନାମେଣ୍ଟରେ ଭାରତ ନିଜ ଗ୍ରୁପ୍‌ରେ…

ଫୁଲ, ନକୁଳ, ରମେଶ ପୁରସ୍କୃତ

ଭୁବନେଶ୍ୱର, ୧।୩ (କ୍ରୀଡ଼ା ପ୍ରତିନିଧି): କୋଭିଡ୍‌-୧୯ ମହାମାରୀ ପାଇଁ ୨ ବର୍ଷ ଧରି ବନ୍ଦ ରହିଥିବା ବିଆର୍‌ଏମ୍‌-ଆଶା ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରତୀ ରଥ ମେମୋରିଆଲ ଏକାଡେମୀ ଅଫ୍‌ ସ୍ପେଶାଲ ହ୍ୟୁମାନ ଆବିଲିଟିଜ୍‌ ଏବଂ ଓପନ ଲର୍ନିଂ…

ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକା ୩୧୪/୮

ସେଞ୍ଚୁରିଅନ୍‌,୧।୩: ସେଞ୍ଚୁରିଅନର ସୁପରସ୍ପୋର୍ଟ ପାର୍କରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଓପନର ଏଡେନ ମାରକ୍ରମଙ୍କ ଶତକ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦକ୍ଷିଣ ଆଫ୍ରିକା ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ୮ ଉଇକେଟ ହରାଇ ୩୧୪…

ସ୍କାଲୋନିଙ୍କ କାର୍ଯ୍ୟକାଳ ବୃଦ୍ଧି

ବୁଏନ୍ସଏୟାର୍ସ,୧।୩(ଏପି): ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର କୋଚ୍‌ ବିଶ୍ୱକପ୍‌ ବିଜେତା ଲିଓନେଲ ସ୍କାଲୋନିଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ସେ ୨୦୨୬ ବିଶ୍ୱକପ୍‌ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ। ସୋମବାର ଚୁକ୍ତି ନବୀକରଣ କରାଯାଇଥିବା ଆର୍ଜେଣ୍ଟାଇନ୍‌ ଫୁଟ୍‌ବଲ ଆସୋସିଏଶନ (ଏଏଫ୍‌ଏ) ଓ ସ୍କାଲୋନି ସ୍ପଷ୍ଟ…

ବୁମରା ଆଇପିଏଲ ସିଜିନ୍‌ ୧୬ରୁ ବାହାର, ଶୀଘ୍ର କରିବେ ସର୍ଜରୀ…

କୋଲକାତା,୨୮।୨ : ଆଇପିଏଲ-୨୦୨୩ ଆରମ୍ଭ ହେବାକୁ ଆଉ ଏକ ମାସରୁ ଅଧିକ ସମୟ ବାକି ଅଛି। ଏହା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତର ତାରକା ଫାଷ୍ଟ ବୋଲର ଜଶପ୍ରୀତ ବୁମରାଙ୍କୁ ଆଇପିଏଲ…

ଭାରତ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଇନ୍ଦୋର ଟେଷ୍ଟ, ହୋଇପାରେ ଏହି ୫ ରେକର୍ଡ

ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ସିରିଜରେ ୨-୦ରେ ଅଗ୍ରଣୀ ଥିବା ଟିମ୍‌ ଇଣ୍ଡିଆ ଲାଗି ତୃତୀୟ ଟେଷ୍ଟ ମ୍ୟାଚ୍‌ ବେଶ ଗୁରୁତ୍ୱପୂର୍ଣ୍ଣ। ମାର୍ଚ୍ଚ ୧-୫ ମଧ୍ୟରେ ହେବାକୁ ଥିବା ଏହି ଟେଷ୍ଟକୁ ଜିତିବା ମାତ୍ରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲକୁ ଭାରତର…

କୋହଲିଙ୍କ ପରାମର୍ଶରେ ସହମତ ନୁହନ୍ତି ରୋହିତ, କହିଲେ…

ନୂଆଦିଲ୍ଲୀ,୨୮।୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବରିଷ୍ଠ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଟେଷ୍ଟ କ୍ରିକେଟ ଭାରତର ୫ ସ୍ଥାନରେ ଖେଳାଯିବା ଉଚିତ ବୋଲି ଏକ ପରାମର୍ଶ ଦେଇଥିଲେ। ହେଲେ ଅଧିନାୟକ ରୋହିତ ଶର୍ମା ଏଥିରେ ସହମତ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?