ଖେଳ

ସାନିଆଙ୍କ କ୍ୟାରିୟର ଶେଷ

ନୂଆଦିଲ୍ଲୀ, ୨୨।୨(ପି.ଟି.): ଭାରତର ଭେଟେରାନ୍‌ ଟେନିସ୍‌ ଖେଳାଳି ସାନିଆ ମିର୍ଜାଙ୍କ ଅନ୍ତର୍ଜାତୀୟ କ୍ୟାରୟର ଶେଷ। ଦୁବାଇ ଡ୍ୟୁଟି ଫ୍ରି ଟେନିସ ଚାମ୍ପିୟନଶିପ୍‌ରେ ପରାଜୟ ସହିତ ସେ ତାଙ୍କ ସ୍ବର୍ଣ୍ଣିମ କ୍ୟାରିୟରରେ ପୂର୍ଣ୍ଣଛେଦ ପକାଇଛନ୍ତି। ସାନିଆ ୨୦୨୨ ସିଜନରେ ଟେନିସ୍‌ ଛାଡ଼ିବେ ବୋଲି…

ଯୁବ ଓପନ ବାସ୍କେଟବଲରେ ୧୬ ଦଳ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ଯୁବ ଓପନ ବାସ୍କେଟବଲ ଟୁର୍ନାମେଣ୍ଟର ୧୨ତମ ସଂସ୍କରଣ ଚଳିତମାସ ୨୨ରୁ ଆରମ୍ଭ ହେବ। ମ୍ୟାଚଗୁଡ଼ିକ ଶହୀଦ ନଗରସ୍ଥିତ ଇମ୍ଫାପାର୍କସ୍ଥିତ ବାସ୍କେଟବଲ କୋର୍ଟରେ ଅନୁଷ୍ଠିତ ହେବ। ଲିଗ୍‌ ଏବଂ ନକ୍‌ଆଉଟ ଭିତ୍ତିରେ ଖେଳାଯିବାକୁଥିବା ପ୍ରତିଯୋଗିତାରେ ମୋଟ ୧୬ଟି ଦଳ…

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ମଙ୍ଗଳବାର କିଟ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ କ୍ରିକେଟ ଷ୍ଟାଡିୟମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଞ୍ଜନ ମହାନ୍ତି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ…

ଓଡ଼ିଶା ସରକାରଙ୍କୁ ଅଠ୍‌ଓ୍ବାଲଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସିଜନରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ଅନ୍ତିମ ମ୍ୟାଚ ଖେଳିବାକୁ ଥିବା ବେଳେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ କ୍ଲବ୍‌ ସଭାପତି ରାଜ ଅଠଓ୍ବାଲ। ଏହି ଅବସରରେ ରାଜ୍ୟ ସରକାରଙ୍କୁ ଭୁରି ଭୁରି…

ସିଜନର ଶେଷ ଗେମ୍‌ ଖେଳିବ ଓଏଫ୍‌ସି: ବିଜୟ ସହ ପ୍ଲେ ଅଫ୍‌ ଲକ୍ଷ୍ୟ

ଭୁବନେଶ୍ୱର,୨୨।୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସିଜନର ନିଜର ଅନ୍ତିମ ମ୍ୟାଚ ଜାମସେଦପୁର ଏଫ୍‌ସି ବିପକ୍ଷରେ ଖେଳିବ ଓଡ଼ିଶା ଏଫ୍‌ସି (ଓଏଫ୍‌ସି)। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଏହି ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ଜିତିଲେ କିମ୍ବା ଡ୍ର ରଖିଲେ ଓଏଫ୍‌ସି ପ୍ଲେ…

ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଏବଂ ଗତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଆଥଲେଟ୍‌ଙ୍କୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲ୍‌ରେ…

ଶେଷ ୨ ଟେଷ୍ଟରୁ ଓ୍ବାର୍ନର ବାଦ୍‌

ନୂଆଦିଲ୍ଲୀ, ୨୨।୨: ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର ଚଳିତ ବର୍ଡର-ଗାଭାସ୍କର ଟ୍ରଫିର ଶେଷ ୨ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। କହୁଣି ହାଡ଼ ଫାଟିଥିବାରୁ ସେ ସ୍ବଦେଶ ଯାଇ ସିଡ୍‌ନୀରେ ଚିକିତ୍ସିତ ହେବେ। ତେବେ ଟେଷ୍ଟ ସିରିଜ ପରେ…

ଜାମିନରେ ମୁକୁଳି ପୃଥ୍ବୀ ଶ’ଙ୍କ ନାମରେ ମାମଲା ରୁଜୁ କଲେ ସପ୍‌ନା

ମୁମ୍ବାଇ,୨୧ା୨: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ଅଡୁଆ ବଢ଼ିଛି। ମଙ୍ଗଳବାର ମୁମ୍ବାଇର ଏକ ସେସନ୍ସ କୋର୍ଟରୁ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପ୍‌ନା ଗିଲଙ୍କୁ ଜାମିନ ମିଳିଥିଲା। ଏହା ପରେ ସେ ପୃଥ୍ବୀଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ପୃଥ୍ବୀ ଓ ଅନ୍ୟମାନେ…

ସିରିଜ ଶେଷ ନ ହେଉଣୁ ସ୍ବଦେଶ ଫେରିଲା ଅଧା ଟିମ୍‌ ! କିଭଳି ଜିତିବ…

ନୂଆଦିଲ୍ଲୀ,୨୧।୨: ବର୍ଡର-ଗାଭାସ୍କର ଟ୍ରଫିରେ ୦-୨ରେ ପଛୁଆ ଥିବା ଅଷ୍ଟ୍ରେଲିଆ ଟିମ୍‌ ପାଇଁ ଅସୁବିଧା ବଢିବାରେ ଲାଗିଛି। ଦିଲ୍ଲୀ ଟେଷ୍ଟ ପରେ ଅଧିନାୟକ ପାଟ କମିନ୍ସ ପାରିବାରିକ କାରଣରୁ ସ୍ବଦେଶ ଫେରିଛନ୍ତି। ଏବେ ତାଙ୍କ ବ୍ୟତୀତ ଅଷ୍ଟ୍ରେଲିଆର ୪-୫ ଅନ୍ୟ ଖେଳାଳି ମଧ୍ୟ…

ସିଏସ୍‌କେକୁ ଫେରିବାକୁ ପ୍ରସ୍ତୁତ ଏହି ଦ୍ରୁତ ବୋଲର୍‌

ନୂଆଦିଲ୍ଲୀ,୨୧।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୬ ତମ ସିଜନ ୩୧ ମାର୍ଚ୍ଚରୁ ଆରମ୍ଭ ହେବାକୁ ଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗୁଜରାଟ ଟାଇଟନ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ତେବେ ଏହା ପୂର୍ବରୁ ଚେନ୍ନାଇ…

୪ ବର୍ଷ ପରେ ଦଳକୁ ଫେରିଲେ

ନୂଆଦିଲ୍ଲୀ,୨୧।୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ପାଇଁ ୱେଷ୍ଟଇଣ୍ଡିଜ ପକ୍ଷରୁ ଦଳ ଘୋଷଣା କରାଯାଇଛି। ଦୀର୍ଘ ୪ ବର୍ଷ ପରେ ଦ୍ରୁତ ବୋଲର ଶାନନ ଗାବ୍ରିଏଲ ଦଳକୁ ଫେରିଛନ୍ତି। ଏହାଛଡ଼ା ତାଙ୍କୁ ପୂର୍ବରୁ ୱେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ…

ଚିନ୍ତାରେ ଅଷ୍ଟ୍ରେଲିଆ ଦଳ

ନୂଆଦିଲ୍ଲୀ,୨୧।୨: ଭାରତ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବା ପରେ ଅଷ୍ଟ୍ରେଲିଆ ଦଳକୁ ଝଟ୍‌କା ପରେ ଝଟ୍‌କା ଲାଗିଚାଲିଛି। ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଅଧିନାୟକ ପ୍ୟାଟ କମିନ୍ସ ବ୍ୟକ୍ତିଗତ କାରଣରୁ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?