ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଲେ ଅଷ୍ଟ୍ରେଲିଆ ଅଧିନାୟକ
ନୂଆଦିଲ୍ଲୀ,୧୦।୯: ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ ଆରୋନ ଫିଞ୍ଚ ଦିନିକିଆ କ୍ରିକେଟ୍ରୁ ସନ୍ନ୍ୟାସ ନେଇଥିବା ନେଇ ଘୋଷଣା କରିଛନ୍ତି। ଶନିବାର ସକାଳେ ସେ ଖବରଦାତାଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି। ଆସନ୍ତା ୧୧ ତାରିଖରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ...
ନେହେରା ବାଛିଲେ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୦।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସକୁ ଡେବ୍ୟୁ ସିଜନରେ ଆଇପିଏଲ୍ ଚାମ୍ପିୟନ କରିିଥିବା ମୁଖ୍ୟ କୋଚ୍ ତଥା ଭାରତର ପୂର୍ବ ଦ୍ରୁତ ବୋଲର୍ ଆଶୀଷ ନେହେରା ବାଛିଛନ୍ତି ଟିମ୍ ଇଣ୍ଡିଆ। ଆଗାମୀ ଟି୨୦ ବିଶ୍ୱକପ୍ ଲାଗି ସେ ଦଳ...
ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୯ (ସ୍ପୋଟର୍ସ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍ ଫିଫା ମହିଳା ଫୁଟ୍ବଲ ବିଶ୍ୱକପର କେତୋଟି...
ଏସିଆନ ବାସ୍କେଟବଲରେ ଅନନ୍ୟାଙ୍କୁ ଗୁରୁଦାୟିତ୍ୱ
ଭୁବନେଶ୍ୱର, ୧୦।୯ (କ୍ରୀଡ଼ା ପ୍ରତିନିଧି): ବାସ୍କେଟବଲ ଫେଡେରେଶନ ଅଫ ଇଣ୍ଡିଆ (ଏଫ୍ଆଇବିଏ) ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ୧୮ ବର୍ଷରୁ କମ୍ ଏସିଆନ ମହିଳା ବାସ୍କେଟବଲ ଚାମ୍ପିୟନଶିପ୍ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ଅନନ୍ୟା ପଟ୍ଟନାୟକ ପରିସଂଖ୍ୟାନବିତ୍ଭାବେ ଦାୟିତ୍ୱ ତୁଲାଇବାର ସୌଭାଗ୍ୟ ପାଇଛନ୍ତି।...
ସ୍ବିଟେକ୍-ଜାବେର ଫାଇନାଲ
ନ୍ୟୁୟର୍କ,୧୦ା୯: ୟୁଏସ୍ ଓପନ ଟେନିସ୍ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ପୋଲାଣ୍ଡର ଇଗା ସ୍ବିଟେକ୍ ଓ ଟ୍ୟୁନିସିଆର ଓନ୍ସ ଜାବେର। କ୍ରମାଗତ ଦ୍ୱିତୀୟ ଥର ପାଇଁ ଜାବେର କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଦୁଇମାସ ତଳେ...
ଛକା ମାରି ମ୍ୟାଚ୍ ଜିତାଇଥିବା ବ୍ୟାଟ୍କୁ ନିଲାମ କରିବେ ପାକିସ୍ତାନର ଏହି ଖେଳାଳି
ଦୁବାଇ,୧୦।୯: ଆଫଗାନିସ୍ତାନ ବିପକ୍ଷରେ ଖେଳିଥିବା ସୁପର-୪ ମୁକାବିଲାରେ ଲଗାତାର ଦୁଇ ଛକା ମାରି ପାକିସ୍ତାନକୁ ବିଜେତା କରାଇଥିଲେ ନସିମ ଶାହା। ଦଳର ଏହି ନୂଆ ଷ୍ଟାର ଆଉ ଏକ ବଡ଼ ପଦକ୍ଷେପ ନେଇ ଲୋକଙ୍କ ହୃଦୟ ଜିତିଛନ୍ତି। ୧୯ ବର୍ଷୀୟ...
ପାକିସ୍ତାନକୁ ୫ ଉଇକେଟରେ ହରାଇଲା ଶ୍ରୀଲଙ୍କା
ଦୁବାଇ,୯।୯: ଏସିଆ କପ୍ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛି। ପଥୁମ ନିସଙ୍କାଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ଓ୍ବାନିଣ୍ଡୁ ହସରଙ୍ଗାଙ୍କ ୩ ଉଇକେଟ ବଳରେ ଶ୍ରୀଲଙ୍କା ପାକିସ୍ତାନକୁ...
କୋହଲିଙ୍କ ଶତକ ପରେ ମୁଣ୍ଡ ନୁଆଁଇ ସଲାମ୍ କଲେ ବୃଦ୍ଧ; ଭାଇରାଲ ଭିଡିଓ ଦେଖିଲେ…
ଦୁବାଇ,୯।୯: ଭାରତ-ଆଫଗାନିସ୍ତାନ ମଧ୍ୟରେ ଗୁରୁବାର ଖେଳାଯାଇଥିବା ଏସିଆ କପ୍ ସୁପର-୪ ମୁକାବିଲାରେ ଶତକ ହାସଲ କରି ସମାଲୋଚକଙ୍କ ମୁହଁ ବନ୍ଦ କରିଛନ୍ତି ବିରାଟ କୋହଲି। ସେ ଲଢ଼ୁଆ ବ୍ୟାଟିଂ କରି ୬୧ ବଲ୍ରେ ଅପରାଜିତ ୧୨୨ ରନ୍ କରିଥିଲେ। ଏହା...
୧୨୧ରେ ଅଟକିଲା ପାକିସ୍ତାନ
ଦୁବାଇ,୯।୯: ଏସିଆ କପ୍ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ସନକା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପାକିସ୍ତାନ ୧୯.୧...
ଅଣ୍ଟାରେ ଲାଗିଛି ଆଘାତ: ଜାତୀୟ କ୍ରୀଡାରେ ଭାଗ ନେଇ ପାରିବେନି ନୀରଜ
ନୂଆଦିଲ୍ଲୀ,୯।୯: ଜୁରିଚରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍ ଫାଇନାଲରେ ପ୍ରଥମ ସ୍ଥାନ ଅଧିକାର କରି ଇତିହାସ ରଚିଥିଲେ ନୀରଜ ଚୋପ୍ରା। ହେଲେ ଏହା ପରେ ତାଙ୍କ ଅଣ୍ଟାରେ ଆଘାତ ଲାଗିଥିବା କାରଣ ଚର୍ଚ୍ଚାରେ ରହିଛି। ଏଥିଯୋଗୁ ସେ ଆଗାମୀ ଜାତୀୟ ଗେମ୍ସରେ...
ପାକିସ୍ତାନୀଙ୍କ ସହ ମାର୍ପିଟ; ହେଲେ ଭାରତୀୟଙ୍କୁ ଆଲିଙ୍ଗନ କରି ଆଫଗାନ ପ୍ରଶଂସକ ଦେଲେ ସ୍ଲୋଗାନ୍
ଦୁବାଇ,୯।୯: ଏସିଆ କପ୍ ୨୦୨୨ରେ ଆଫଗାନିସ୍ତାନ-ପାକିସ୍ତାନ ମଧ୍ୟରେ ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଦୁଇ ଦଳର ଖେଳାଳିଙ୍କ ବ୍ୟତିତ ପ୍ରଶଂସକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ମଇଦାନରେ ଖେଳାଳିମାନେ ମୁହାଁମୁହିଁ ହୋଇଥିବା ବେଳେ ଦର୍ଶକ ଗ୍ୟାଲେରୀ ଏବଂ ଷ୍ଟାଡିୟମ ବାହାରେ ପ୍ରଶଂସକଙ୍କ...
ବିଶ୍ୱକପ୍ ପ୍ରସ୍ତୁତି: ପାକିସ୍ତାନ ଟିମ୍ର ମେଣ୍ଟର ଭାବେ ନିଯୁକ୍ତ ହେଲେ ମାଥ୍ୟୁ ହେଡେନ୍
ନୂଆଦିଲ୍ଲୀ,୯।୯: ଏସିଆ କପ୍ରେ ନିଜ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଥିବା ପାକିସ୍ତାନ ଟିମ୍ର ଲକ୍ଷ୍ୟ ଏବେ ଟି୨୦ ବିଶ୍ୱକପ୍ ଉପରେ। ଏହାକୁ ନେଇ ଶୁକ୍ରବାର ଅଷ୍ଟ୍ରେଲିଆର ମହାନ ବ୍ୟାଟ୍ସମ୍ୟନ୍ ମାଥ୍ୟୁ ହେଡେନ୍ଙ୍କୁ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ପାକିସ୍ତାନ...
Archives


