କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ
ମୁମ୍ବାଇ,୧୬।୨: ମୁମ୍ବାଇ ବିମାନ ବନ୍ଦର ନିକଟ ଏକ ତାରକା ହୋଟେଲ ସମ୍ମୁଖରେ ଟିମ୍ ଇଣ୍ଡିଆ କ୍ରିକେଟର ପୃଥ୍ବୀ ଶ’ଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ଗୁରୁବାର ଏହା ଲୋକଲୋଚନକୁ ଆସିଛି। ଏପରିକି…
‘ବିସିସିଆଇ ଆଗରେ କିଛି କରିପାରିବ ନାହିଁ ଆଇସିସି’
ଇସଲାମାବାଦ୍,୧୬।୨: ଚଳିତ ବର୍ଷର ଏସିଆ କପ ଆୟୋଜନ କରିବ ସେନେଇ ଦ୍ୱନ୍ଦ୍ୱ ଶେଷ ହେବା ଭଳି ମନେ ହେଉନାହିଁ। ୨୦୨୩ ଏସିଆ କପର ଆୟୋଜକ ଦାୟିତ୍ୱ ପାକିସ୍ତାନ ହାତରେ ରହିଛି। ଗତ ବର୍ଷ ଏସୀୟ କ୍ରିକେଟ ପରିଷଦ(ଏସିସି)ର ସଭାପତି ଥିବା ବିସିସିଆଇ…
୧୪ ବର୍ଷୀୟା ବାଳିକାଙ୍କ ବ୍ୟାଟିଂ ଦେଖି ଆଶ୍ଚର୍ଯ୍ୟ ହେଲେ ସଚିନ
ଜୟପୁର,୧୬।୨: ରାଜସ୍ଥାନର ବାଲି ପଡିଆରେ ଚୌକା ଓ ଛକା ମାରି ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ମୁମଲ ମେହେରଙ୍କୁ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ପ୍ରଶଂସାରେ ପୋତି ପକାଇଛନ୍ତି। ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ ଟୁଇଟରରେ ମୁମଲଙ୍କ…
ଶୁକ୍ରବାରଠାରୁ ଦିଲ୍ଲୀରେ ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ…
ନୂଆଦିଲ୍ଲୀ,୧୬।୨ : ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ନାଗପୁରରେ ୧୩୨ ରନ ଏବଂ ଏକ ଇନିଂସରେ ପରାସ୍ତ କରି ଭାରତୀୟ ଦଳ ଏକ ବଡ଼ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ଏକ ଅଲରାଉଣ୍ଡର ପ୍ରଦର୍ଶନ କରିଥିଲା।…
ବାରବାଟୀରେ ବିଶ୍ୱକପ୍ ମ୍ୟାଚ ହେବନି
କଟକ ଅଫିସ, ୧୬ା୨: ଆସନ୍ତା ଅକ୍ଟୋବର ୧୦ରୁ ଆରମ୍ଭ ହେବାକୁଥିବା ପୁରୁଷ କ୍ରିକେଟ ବିଶ୍ୱକପ୍ ମ୍ୟାଚ ବାରବାଟୀ ଷ୍ଟାଡିୟମରେ ହେବ ନାହିଁ। ଅନ୍ତର୍ଜାତୀୟ ବିମାନ ସେବା ସୁବିଧା ନ ଥିବାରୁ ଏଠାରେ ମ୍ୟାଚ୍ ହୋଇପାରିବ ନାହିଁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି।…
‘ଓଡ଼ିଶାରେ କ୍ରୀଡ଼ା, କ୍ରୀଡ଼ାବିତ୍ଙ୍କ ଭବିଷ୍ୟତ ଉଜ୍ଜ୍ୱଳ’
କଟକ ଅଫିସ୍/ଖୁଣ୍ଟୁଣି (ଡି.ଏନ.ଏ)୧୬ା୨: ଏମ୍ଜିଏମ୍ ସ୍କୁଲ ଅଫ୍ ସ୍ପୋଟର୍ସ ଆଣ୍ଡ ସେଣ୍ଟର ଅଫ୍ ଏକ୍ସିଲେନ୍ସି ଫର୍ କ୍ରିକେଟ ବୁଧବାର ଆଠଗଡ ଗୁରୁଡିଝାଟିଆର କପୁରସିଂହଠାରେ ଉଦ୍ଘାଟିତ ହୋଇଯାଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଯୋଗଦେଇ ପୂର୍ବଭାରତର ଏହି ସର୍ବବୃହତ୍ ଘରୋଇ ଆବାସିକ…
ସନ୍ତୋଷ ଟ୍ରଫି ଫୁଟ୍ବଲ: ମଣିପୁରର ଦ୍ୱିତୀୟ ବିଜୟ
ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ମଣିପୁର ୪-୧ ଗୋଲରେ ପଶ୍ଚିମବଙ୍ଗକୁ ହରାଇଥିବାବେଳେ ସର୍ଭିସେସ-ଦିଲ୍ଲୀ ମ୍ୟାଚ ୧-୧ ଓ ରେଲଓ୍ବେ-ମେଘାଳୟ ମ୍ୟାଚ ୧-୧…
ଓଡ଼ିଶାର ଦ୍ୱିତୀୟ ବିଜୟ
ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ରାଜସ୍ଥାନର ଆଜମେର୍ରେ ଲରେନ୍ସ ମେୟର ପବ୍ଲିକ୍ ସ୍କୁଲ ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ଟି୨୦ ଦୃଷ୍ଟିବାଧିତ ନାଗେଶ ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ତେଲଙ୍ଗାନାକୁ ୧୯୧ ରନ୍ରେ…
କିଲିମାଞ୍ଜାରୋ ଆରୋହଣ କଲେ ମଧୁସ୍ମିତା
ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି./୧୯,୩୪୧ ଫୁଟ)କୁ ସଫଳତାର ସହ ଆରୋହଣ କରିଛନ୍ତି ବ୍ରହ୍ମପୁର ଗୋସାଣି ନୂଆଗାଁର ମଧୁସ୍ମିତା ପାତ୍ର। ଗତ ୧୦ ତାରିଖରେ ମଧୁସ୍ମିତା କିଲିମାଞ୍ଜାରୋ ପାଦଦେଶ ମରାଙ୍ଗୁ ଫାଟକ ଦେଇ…
ମହିଳା ଟି-୨୦ ବିଶ୍ୱକପ୍: ଭାରତର ଦ୍ୱିତୀୟ ବିଜୟ
କେପଟାଉନ୍,୧୫।୨: ମହିଳା ଟି-୨୦ ବିଶ୍ୱକପ୍ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଭାରତୀୟ ଦଳ ବୁଧବାର ୱେଷ୍ଟଇଣ୍ଡିଜ ବିପକ୍ଷରେ ମଧ୍ୟ ଜିତିଛି। କେପଟାଉନର ନ୍ୟୁଲ୍ୟାଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ…
ମାତ୍ର କିଛି ଘଣ୍ଟା ପରେ ନମ୍ବର-୧ ସ୍ଥାନ ହରାଇଲା ଭାରତ
ନୂଆଦିଲ୍ଲୀ,୧୫।୨: ଆଇସିସି ଟେଷ୍ଟ ମାନ୍ୟତା ଦୃଷ୍ଟିରୁ ବୁଧବାର ଏକ ରୋଚକ ଦିନ ଥିଲା। ଭାରତୀୟ ଦଳ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ହୋଇଥିଲା, ମାତ୍ର ସାଢେ ୪ ଘଣ୍ଟା ପରେ ଅଷ୍ଟ୍ରେଲିଆ ଦଳ ପୁଣି ଏକ ନମ୍ବର ସ୍ଥାନରେ ରହିଲା।…
ଇତିହାସ ସୃଷ୍ଟି କଲେ ଦୀପ୍ତି ଶର୍ମା
କେପଟାଉନ୍, ୧୫।୨: ମହିଳା ଟି-୨୦ ବିଶ୍ୱକପ୍ର ଏକ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୧୧୯ ରନର ବିଜୟ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ ହରାଇ ୧୧୮ ରନ ସଂଗ୍ରହ…

