ଖେଳ

ଓଡ଼ିଶାରୁ ଭାଗ ନେବେ ୩୦ ପ୍ରତିଯୋଗୀ

ଭୁବନେଶ୍ୱର, ୧୫।୨(ସ୍ପୋଟର୍‌ସ ବ୍ୟୁରୋ): ଉତ୍ତରାଖଣ୍ଡର ଡେରାଡୁନ୍‌ଠାରେ ଚଳିତ ମାସ ୧୭ରୁ ୨୯ ପର୍ଯ୍ୟନ୍ତ ଜାତୀୟ ସିନିୟର ଓ ୨୧ବର୍ଷରୁ କମ୍‌ କରାଟେ ପ୍ରତିଯୋଗିତା ହେବ। ଏଥିରେ ଭାଗ ନେବାପାଇଁ ଓଡ଼ିଶା ରାଜ୍ୟ କରାଟେ ସଂଘ ତରଫରୁ ମନୋନୀତ ୩୦ ପ୍ରତିଯୋଗୀ ୪…

ଜମ୍ମୁ କଶ୍ମୀରକୁ ଗର୍ବିତ କଲେ ଜେସିଆ ଅଖତର

ନୂଆଦିଲ୍ଲୀ,୧୫।୨: ଜମ୍ମୁ କଶ୍ମୀରର ଏକାଧିକ ପୁରୁଷ କ୍ରିକେଟର ଆଇପିଏଲ ତଥା ଜାତୀୟ ଦଳ ପାଇଁ ଖେଳି ସୁନାମ ଅର୍ଜନ କରିଥିବା ବେଳେ ପ୍ରଥମ ଥର ପାଇଁ ମହିଳା କ୍ରିକେଟର ମାନଚିତ୍ରରେ ଜମ୍ମୁ କାଶ୍ମୀରକୁ ସ୍ଥାନ ଦେଇଛନ୍ତି ଜେସିଆ ଅଖତର। ସୋମବାର ଓମେନ୍ସ…

ସ୍କୁଲ ଟେନିସ୍‌ ଲିଗ୍‌ର ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର,୧୫।୨(ସ୍ପୋଟର୍‌ସ ବ୍ୟୁରୋ): କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ସ୍କୁଲ ଟେନିସ୍‌ ଲିଗ(ଏସ୍‌ଟିଏଲ୍‌)ର ଲୋଗୋ ଉନ୍ମୋଚନ କରିଛନ୍ତି। ଏହି ଲିଗ୍‌ ଦ୍ୱାରା ତୃଣମୂଳ ସ୍ତରରେ ଟେନିସର ପ୍ରଚାର ହେବା ସହିତ ଭବିଷ୍ୟତର ଟେନିସ ତାରକା…

ମିନ୍ନୁଙ୍କୁ ମିଳିଲା ତ୍ୟାଗର ଫଳ

କୋଚି,୧୫।୨: କେରଳର ଏକ ଆଦିବାସୀ ଅଧ୍ୟୁଷିତ ଇଲାକାରୁ ଆସିଥିବା ମିନ୍ନୁ ମଣିଙ୍କ ସ୍ବପ୍ନ ପୂରଣ କରିଛି ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)। ୧୦ ବର୍ଷ ତଳେ ଓ୍ବାୟାନାଡ ଜିଲାର ମନନ୍ଥାବାଡିର ପାର୍ବତ୍ୟାଞ୍ଚଳରୁ ଆସିଥିବା ଏହି ଖେଳାଳି ଜଣଙ୍କୁ ୩୦ ଲକ୍ଷ ଟଙ୍କାରେ କିଣିଛି…

ପ୍ରେମ ଦିବସରେ ଆଉଥରେ ବିବାହ କଲେ ହାର୍ଦ୍ଦିକ,ସାମ୍ନାକୁ ଆସିଲା ବିବାହ ଫଟୋ

ନୂଆଦିଲ୍ଲୀ,୧୫।୨: ଭାରତୀୟ କ୍ରିକେଟ୍‌ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ପୁଣିଥରେ ବିବାହ କରିଛନ୍ତି। ଉଭୟ ଉଦୟପୁରରେ ସାତଫେରା ନେଇଛନ୍ତି। ସୋସିଆଲ ମିଡିଆରେ ହାର୍ଦ୍ଦିକ ପାଣ୍ଡ୍ୟା ବିବାହ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ସ୍ତ୍ରୀ…

ବୁଧବାର କଟକ ଆସିବେ ରାଇନା, ପ୍ରଜ୍ଞାନ

କଟକ ଅଫିସ,୧୪ା୨: ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନା ଓ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆ ଥାନା ଅଧୀନ କପୁରସିଂହ ଖେଳପଡ଼ିଆରେ ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋର୍ଟସ ଆଣ୍ଡ୍‌ ସେର୍‌ ଅଫ୍‌ ଏକ୍ସିଲେନ୍ସ ଫର୍‌ କ୍ରିକେଟ ଏକାଡେମୀ ଉଦ୍‌ଘାଟନ…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ, ହଠାତ ଦଳରେ ସାମିଲ ହେଲେ…

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୧୭ରେ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଭାରତୀୟ ଟିମ୍‌ ସହ ଜଡ଼ିତ ବଡ଼ ଖବର ସାମ୍ନାକୁ ଆସିଛି। ତାରକା ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଭାବେ…

ମଲ୍ଲିକାଙ୍କ ପ୍ରଶଂସାରେ ଶତମୁଖ ହେଲେ କାର୍ତ୍ତିକ

ନୂଆଦିଲ୍ଲୀ,୧୪।୨: ମୁମ୍ବାଇରେ ଆୟୋଜିତ ମହିଳା ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ନିଲାମରେ ଅନେକ ଭାରତୀୟ ଖେଳାଳି କୋଟିପତି ହୋଇଛନ୍ତି। ସେହିଭଳି ବିଦେଶୀ ଖେଳାଳିମାନେ ମଧ୍ୟ ଅଧିକ ଦାମ୍‌ରେ ବିକ୍ରି ହୋଇ ମାଲାମାଲ୍‌ ହୋଇଛନ୍ତି। ଏହି ନିଲାମରେ ସ୍ମୃତି ମନ୍ଧାନାଙ୍କ ଉପରେ ସବୁଠାରୁ ବଡ ମୂଲ୍ୟ…

ହାର୍ଦ୍ଦିକଙ୍କ ପୂର୍ବରୁ ଏହି ଅଭିନେତାଙ୍କୁ ଡେଟ୍‌ କରୁଥିଲେ ନତାଶା, ଚମକାଇବ ବ୍ରେକ୍‌ଅପ୍‌ର କାରଣ…

ନୂଆଦିଲ୍ଲୀ,୧୪।୨: ଦ୍ୱିତୀୟ ଥର ଲାଗି ବିବାହ କରିବାକୁ ଯାଉଛନ୍ତି ଭାରତୀୟ ଟିମ୍‌ର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ମଡେଲ ନତାଶା ଷ୍ଟେନ୍‌କୋଭିକ୍‌ଙ୍କ ସହ ମଙ୍ଗଳବାର(ଫେବୃୟାରୀ ୧୪)ରେ ସେ ବିବାହ କରିବେ। ଦୁହେଁ କିଛି ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ…

ମୁମ୍ବାଇ ଇଣ୍ଡିଆନ୍ସରେ ୨ ଭାରତୀୟ ଅଧିନାୟକ

ମୁମ୍ବାଇ,୧୪।୨: ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ନିଲାମରେ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ହରମନପ୍ରୀତ କୌରଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଫ୍ରାଞ୍ଚାଇଜ କିଣିଛି। ସେ ହରମନପ୍ରୀତଙ୍କୁ ତାଙ୍କ ଦଳରେ ୧.୮ କୋଟି ଟଙ୍କା କିଣିିଛନ୍ତି। ଫଳରେ ଦୁଇ ଭାରତୀୟ ଅଧିନାୟକ ମୁମ୍ବାଇ…

ରେଲଓ୍ବେ, ମେଘାଳୟ, ସର୍ଭିସେସ୍‌ ବିଜୟୀ

ଭୁବନେଶ୍ୱର,୧୪ା୨(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱରରେ ଅନୁଷ୍ଠିତ ସନ୍ତୋଷ ଟ୍ରଫିର ଅନ୍ତିମ ପର୍ଯ୍ୟାୟ ଲିଗ୍‌ ମ୍ୟାଚରେ ବିଜୟୀ ହୋଇଛନ୍ତି ରେଲଓ୍ବେ, ମେଘାଳୟ ଓ ସର୍ଭିସେସ। କ୍ୟାପିଟାଲ ଫୁଟବଲ ଆରେନାରେ ସକାଳ ୯ଟାରେ ଅନୁଷ୍ଠିତ ମ୍ୟାଚରେ ସର୍ଭିସେସ ୨-୧ ଗୋଲରେ ପଶ୍ଚିମବଙ୍ଗକୁ ପରାସ୍ତ କରିଥଲା। ସର୍ଭିସେସ…

ଅଧିନାୟିକା ଦୌଡ଼ରେ ଆଗୁଆ

ମୁମ୍ବାଇ,୧୩ା୨: ଆର୍‌ସିବି: ଆର୍‌ସିବି ପକ୍ଷରୁ ସ୍ମୃତି ମନ୍ଧାନା, ଏଲିସ୍‌ ପେରୀ ଓ ନ୍ୟୁଜିଲାଣ୍ଡ ଅଧିନାୟିକା ସୋଫି ଡିଭାଇନଙ୍କୁ କିଣାଯାଇଛି। ଅଭିଜ୍ଞତା ଦୃଷ୍ଟିରୁ ମନ୍ଧାନା ଫେବରିଟ୍‌ ଅଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ: ହରମନ୍‌ପ୍ରୀତ କୌରଙ୍କୁ ୧.୮ କୋଟି ଟଙ୍କାରେ କିଣିଛି ମୁମ୍ବାଇ ଫ୍ରାଞ୍ଚାଇଜ୍‌। ଇଂଲଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?