ଖେଳ

ବିକ୍ରି ହେଲେନି ଓଡ଼ିଶା ଖେଳାଳି

ଭୁବନେଶ୍ୱର,୧୪ା୨(ସ୍ପୋଟର୍‌ସ ବ୍ୟୁରୋ): ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ୮୭ ଖେଳାଳିଙ୍କ ନିଲାମ ହୋଇଥିବା ବେଳେ ଜଣେ ବି ଓଡ଼ିଶା ଖେଳାଳି ବିକ୍ରି ହୋଇ ନାହାନ୍ତି। ଓଡ଼ିଶାର ସମୁଦାୟ ୮ ଜଣ ଖେଳାଳି ଏହି ନିଲାମୀରେ ସାମିଲ ଥିଲେ। ଓଡ଼ିଶା…

୫ ଫ୍ରାଞ୍ଚାଇଜର ଖେଳାଳି ତାଲିକା

ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା। ୨୪୬ ଜଣ ଭାରତୀୟ ଏବଂ ୧୬୩ ବିଦେଶୀ ଖେଳାଳିଙ୍କୁ ନେଇ ନିଲାମୀ ସମ୍ପନ୍ନ ହୋଇଛି।…

ଶୁବମନ ଶ୍ରେଷ୍ଠ ଖେଳାଳି

ନୂଆଦିଲ୍ଲୀ,୧୩।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୨୦୨୩ ଜାନୁୟାରୀ ମାସର ଶ୍ରେଷ୍ଠ କ୍ରିକେଟରଙ୍କ ନାଁ ଘୋଷଣା କରିଛି। ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ୍‌ ଶୁବମନ ଗିଲ ଶ୍ରେଷ୍ଠ ଖେଳାଳି ଭାବେ ବିବେଚିତ ହୋଇଛନ୍ତି। ଗିଲ ଜାନୁୟାରୀ ମାସରେ ୩ଟି ଶତକ ସହ ମୋଟ…

ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ୪ ଜାତୀୟ ଟୁର୍ନାମେଣ୍ଟ

ରାଉରକେଲା,୧୩।୨(ସ୍ପୋଟର୍‌ସ ବ୍ୟୁରୋ): ଭାରତୀୟ ଖେଳାଳଙ୍କୁ ଅନ୍ତର୍ଜାତୀୟ ଅଭିଜ୍ଞତା ପ୍ରଦାନ ପାଇଁ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ୪ଟି ଜାତୀୟ ଟୁର୍ନାମେଣ୍ଟ। ବିଭିନ୍ନ ବୟସ ବର୍ଗରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବ। ଏପ୍ରିଲ ୧୩-୨୩ ମଧ୍ୟରେ ଜାତୀୟ ଜୁନିୟର ମହିଳା…

ପୁଣିଥରେ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ,୧୩।୨:ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ତଥା ଭାରତୀୟ ଯୁବ କ୍ରିକେଟ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି। ସେ ନିଜ ବିବାହ ପାଇଁ ଉଦୟପୁରକୁ ବାଛିଛନ୍ତି। ଭାଲେଣ୍ଟାଇନ୍ସ ଡେ’ର ବିଶେଷ ଉତ୍ସବରେ ପାଣ୍ଡ୍ୟା ଏବଂ ନତାଶା…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ଧର୍ମଶାଲା ବଦଳରେ ଖେଳାଯିବ ଇନ୍ଦୋରରେ: ବିସିସିଆଇ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟକୁ ଇନ୍ଦୋରକୁ ସ୍ଥାନାନ୍ତର କରାଯାଇଛି। ଏହାପୂର୍ବରୁ ଏହି ମ୍ୟାଚ ଧର୍ମଶାଲାରେ ଖେଳାଯିବାର ଯୋଜନା ଥିଲା। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମାର୍ଚ୍ଚ ୧ରୁ ୫ ପର୍ଯ୍ୟନ୍ତ ଇନ୍ଦୋରର…

ସୋଲାର କ୍ରିକେଟ କ୍ଲବ ବିଜେତା

ଭୁବନେଶ୍ୱର, ୧୩।୨(କ୍ରୀଡ଼ା ପ୍ରତିନିଧି): ପଞ୍ଚାନନ ଜେନା ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ତୃତୀୟ ସଂସ୍କରଣ ରବିବାର ଶେଷ ହୋଇଛି। ସ୍ଥାନୀୟ କେଶୁରା ଖେଳ ପଡ଼ିଆରେ ଅନୁଷ୍ଠିତ ଫାଇନାଲରେ ଭୁବନେଶ୍ୱରର ରାମେଶ୍ୱର ସ୍ପୋର୍ଟିଂକୁ ୩ ଉଇକେଟରେ ହରାଇ କଟକର ସୋଲାର କ୍ରିକେଟ କ୍ଲବ ଚାମ୍ପିୟନ…

ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଆୟୋଜିତ ୪ର୍ଥ ମୃତ୍ୟୁଞ୍ଜୟ ପାତ୍ର ମେମୋରିଆଲ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ଫିଡେ ମାଷ୍ଟର ସୌମ୍ୟ ରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଟପ୍‌…

୭ ବର୍ଷର ରେକର୍ଡ ଭାଙ୍ଗିଲା ଭାରତ

କେପ୍‌ଟାଉନ୍‌,୧୩।୨: ମହିଳା ଟି-୨୦ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚରେ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୪୯ ରନ ସଂଗ୍ରହ କରିଥିଲା। ଟି-୨୦ରେ…

ବାପୁଜୀ କ୍ରିକେଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଷଷ୍ଠ ନବ ଦାସ ଏବଂ ୨ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଶେଷ ହୋଇଛି। ସ୍ଥାନୀୟ ବିଜେବି କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ଫାଇନାଲରେ ରାମେଶ୍ୱର ସ୍ପୋର୍ଟିଂକୁ ୭ ଉଇକେଟରେ ହରାଇ…

ଓଡ଼ିଶା ୪-୧ରେ ଗୋଆକୁ ହରାଇଲା

ଭୁବନେଶ୍ୱର,୧୩ା୨(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା ୭୬ତମ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡ ମୁକାବିଲାରେ ଓଡ଼ିଶା ପ୍ରଥମ ବିଜୟ ହାସଲ କରିଛି। ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଦଳ ୪-୧ ଗୋଲରେ ଗୋଆକୁ ପରାସ୍ତ…

କବିର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟରେ କବିର ହଂସ ଡବଲ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ସିଙ୍ଗଲ୍ସ ଫାଇନାଲରେ ସେ ଆଦିତ୍ୟ ଶତପଥୀଙ୍କୁ ୬-୩, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?