ଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକା- ଶ୍ରୀଲଙ୍କା ଉଦ୍‌ଘାଟନୀ ମ୍ୟାଚ୍‌

କେପ୍‌ ଟାଉନ୍‌, ୯ା୨: କେପ୍‌ ଟାଉନ୍‌ରେ ଶୁକ୍ରବାରଠାରୁ ଆରମ୍ଭ ହେବ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌। ପ୍ରତିଯୋଗିତାରେ ଅଷ୍ଟ୍ରେଲିଆ ନିଜ ଆଧିପତ୍ୟ ବିସ୍ତାର କରିବାକୁ ଉଦ୍ୟମ କରିବ। ହେଲେ ଭାରତ, ଇଂଲଣ୍ଡ ସମେତ ଅନ୍ୟ କେତୋଟି ଦଳ କଡ଼ା ମୁକାବିଳା…

ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ: ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୭୭/୧

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୭୭ ରନ ସଂଗ୍ରହ କରିଥିଲା।…

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମ୍ୟାଚର ପ୍ରଥମ ଦିନରେ ଟିମ ଇଣ୍ଡିଆର ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି…

ଜାଡେଜାଙ୍କୁ ୫ ଉଇକେଟ୍‌: ଅଷ୍ଟ୍ରେଲିଆ ୧୭୭ ରନ୍‌ରେ ଅଲଆଉଟ୍‌

ନାଗପୁର,୯।୨:ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବୋଲର ଚମତ୍କାର ବୋଲିଂ କରିଛି। ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୧୭୭ ରନରେ ଅଲଆଉଟ୍‌ ହୋଇଛି। ଏହି ଇନିଂସରେ ଅଷ୍ଟ୍ରେଲିଆ ପାଇଁ ମାର୍ନସ ଲାବୁଶେନ ସର୍ବାଧିକ ୪୯ ରନ ସଂଗ୍ରହ କରିଥିଲେ। ଷ୍ଟିଭ ସ୍ମିଥ ୩୭…

୧୦୯ ରନ୍‌ରେ ପାଭିଲିୟନ ଫେରିଲେ ଅଧା ଅଷ୍ଟ୍ରେଲିଆ ଟିମ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହୋଇଛି। ମାତ୍ର ୧୦୯ ରନ୍‌ରେ ଅଧା ଅଷ୍ଟ୍ରେଲିଆ ଟିମ୍‌ ପାଭିଲିୟନ ଫେରିଛନ୍ତି। ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

ଭାବପ୍ରବଣ ହୋଇ ପଡ଼ିଆରେ ମା’ଙ୍କୁ ଆଲିଙ୍ଗନ କଲେ ଏହି କ୍ରିକେଟର୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟତୀତ କେ.ଏସ ଭରତ ଏହି…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ସୂର୍ଯ୍ୟକୁମାର ଯାଦବ ଏବଂ କେ.ଏସ ଭରତ ଏହି…

ଉଭୟ ବର୍ଗର ଗ୍ରାଣ୍ଡ୍‌ ଫାଇନାଲରେ ପଞ୍ଜାବ

ପୁରୀ ଅଫିସ, ୯ା୨: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ୪୪ତମ ସର୍ବଭାରତୀୟ ସଫ୍ଟବଲ ଚାମ୍ପିୟନଶିପ୍‌ର ଚତୁର୍ଥ ଦିବସରେ ବୁଧବାର ଉଭୟ ପୁରୁଷ ଓ ମହିଳା ବିଭାଗର ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ମହିଳା ବିଭାଗର ପ୍ରଥମ ସେମିଫାଇନାଲରେ ମହାରାଷ୍ଟ୍ର ଓ…

ସେମିଫାଇନାଲରେ ରାମେଶ୍ୱର

ଭୁବନେଶ୍ୱର,୯ା୨(କ୍ରୀଡ଼ା ପ୍ରତିନିଧି): କେଶୁରା ପଡ଼ିଆରେ ଚାଲିଥିବା ତୃତୀୟ ପଞ୍ଚାନନ ଜେନା ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ଅନ୍ତିମ କ୍ୱାର୍ଟର ଫାଇନାଲରେ ଭୁବନେଶ୍ୱରର ମୁକ୍ତେଶ୍ୱର କ୍ରିକେଟ କ୍ଲବକୁ ୨୮ ରନରେ ହରାଇ ରାମେଶ୍ୱର ସ୍ପୋର୍ଟିଂ ସେମିଫାଇନାଲରେ ପ୍ରବେଶ କରିଛି। ଏଥିସହ ପ୍ରତିଯୋଗିତାର…

ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ

ଅଙ୍କାରା,୯ା୨: ତୁର୍କୀ ଓ ଇଜିପ୍ଟରେ ଘଟିଥିବା ଭୟାବହ ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ ଘଟିଛି। ତୁର୍କୀ ପାଇଁ ୫ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଅହମତ୍‌ ଇୟୁପ୍‌ ତୁର୍କସଲାନ ସୋମବାର ପ୍ରାଣ ହରାଇଛନ୍ତି। ଅହମତଙ୍କ କ୍ଲବ ୟେନି ମାଲାଟୟାସ୍ପୋର ପକ୍ଷରୁ ଏହି ଖବର…

ଭାରତ ବନାମ ଅଷ୍ଟ୍ରେଲିଆ: ହୋଇପାରେ ଏହି ସବୁ ରେକର୍ଡ

ନାଗପୁର,୯ା୨(ପି.ଟି.): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ୍‌ ଗୁରୁବାରଠାରୁ ନାଗପୁରରେ ଆରମ୍ଭ ହେବ। ଭାରତୀୟ ଟେଷ୍ଟ ଦଳର ଅଧିନାୟକ ହେବା ପରଠାରୁ ରୋହିତ ଶର୍ମା ମାତ୍ର ୨ଟି ଟେଷ୍ଟ ଖେଳିଛନ୍ତି। ସୀମିତ ଓଭର କ୍ରିକେଟରେ ଜଣେ…

ଡବଲ୍ସରେ ଭାରତ ଚାମ୍ପିୟନ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ସି-ରଚାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ମାଷ୍ଟର୍ସ ଗେମ୍ସର ଗେଟବଲ୍‌ ଡବଲ୍ସରେ ଭାରତ ଚାମ୍ପିୟନ ହୋଇଛି। ପ୍ରତିଯୋଗିତାରେ ଓଡିଶାର\ ୨ଟି ଦଳ ଓ ୫ ଜଣିଆ କ୍ଲାସିକ୍‌ ଟିମ୍‌ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ତିନୋଟି ଯାକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?