ଖେଳ

ଝୁଲଣଙ୍କୁ ‘ଡବଲ୍‌’ ଦାୟିତ୍ୱ: ମୁମ୍ବାଇ ଇଣ୍ଡିଆନ୍ସ ପରାମର୍ଶଦାତା-ବୋଲିଂ କୋଚ୍‌ ନିଯୁକ୍ତ

ନୂଆଦିଲ୍ଲୀ,୫।୨: ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଭେଟେରାନ ବୋଲର୍‌ ଝୁଲଣ ଗୋସ୍ବାମୀଙ୍କୁ ଆସନ୍ତା ମହିଳା ପ୍ରିମିୟର ଲିଗ୍‌(ଡବ୍ଲ୍ୟୁଏଏଲ୍‌)ର ଉଦ୍‌ଘାଟନୀ ସିଜନ ଲାଗି ମୁମ୍ବାଇ ଇଣ୍ଡିଆନ୍ସର ପରାମର୍ଶଦାତା ଏବଂ ବୋଲିଂ କୋଚ୍‌ ଭାବେ ନିଯୁକ୍ତି ମିଳିଛି। ସେହିଭଳି ଫ୍ରାଞ୍ଚାଇଜ୍‌ ଇଂଲଣ୍ଡ ମହିଳା…

ଧୋନୀଙ୍କୁ ଏମିତି ପରାମର୍ଶ ଦେଇଥିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଦୁବାଇର ଏକ ଡାକ୍ତରଖାନାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ଅନେକ ଦିନ ଧରି ମୁଶାରଫଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ…

ଉମରାନ ମଲିକ ତିଳକ ନ ଲଗାଇବା ବିବାଦ ପରେ ଭାଇରାଲ୍‌ ହେଉଛି ଏହି ଫଟୋ

ନୂଆଦିଲ୍ଲୀ,୫।୨:ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ଟେଷ୍ଟ ସିରିଜ ଫେବୃଆରୀ ୯ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ସିରିଜ ଆରମ୍ଭ ହେବାର ଠିକ ପୂର୍ବରୁ ଭାରତର ଦୁଇ ତାରକା ଖେଳାଳି ମହମ୍ମଦ ସିରାଜ ଏବଂ ଉମ୍‌ରାନ ମଲିକଙ୍କ ନାମ ବିବାଦ ଭିତରକୁ…

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ, ୫।୨: ଭାରତ ବିପକ୍ଷ ଚାରି ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଏକ ବଡ଼ ଝଟ୍‌କା ଲାଗିଛି। ଭେଟେରାନ ଫାଷ୍ଟ ବୋଲର ଜୋଶ ହେଜଲଉଡ ଫେବୃଆରୀ ୯ରୁ ପ୍ରଥମ ଟେଷ୍ଟରୁ ବାଦ ଦିଆଯାଇଛି। ଆହତ କାରଣରୁ ସେ ନାଗପୁରରେ ଖେଳିବେ ନାହିଁ।…

ଏସୀୟ ଜୁଜୁଟ୍‌ସୁ: ଚୟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ଅନୁପମା

ଭୁବନେଶ୍ୱର,୫ା୨(ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳର ମନୋନୟନ ଶିବିରରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌ କ୍ଲବରେ ଭାରତୀୟ ଦଳ ଚୟନ ହେବ। ଥାଇଲାଣ୍ଡରେ ଫେବୃୟାରୀ ୨୩ରୁ ୨୮ ଯାଏ ସପ୍ତମ…

ନେପାଳରେ ଟାଇଟଲ ଜିତିଲେ ଓଡ଼ିଶାର ଦେବାଶିଷ

ଭୁବନେଶ୍ୱର, ୫।୨: ଅନ୍ତର୍ଜାତୀୟ ସ୍ତରରେ ପ୍ରଭାବୀ ପ୍ରଦର୍ଶନ କରି ସମ୍ପ୍ରତି ଚର୍ଚ୍ଚାରେ ରହିଥିବା ଓଡ଼ିଶା ଟେନିସ ପ୍ରତିଭା ଦେବାଶିଷ ସାହୁ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ ଜୁନିୟର ଆଇଟିଏଫ୍‌ ଜେ୬୦ ଟୁର୍ନାମେଣ୍ଟର ସିଙ୍ଗଲ୍ସରେ…

ଅଲିମ୍ପିକ୍ସ ବର୍ଜନ ପାଇଁ ୟୁକ୍ରେନ୍‌ର ଧମକ

ଲାଉସାନେ,୫ା୨: ପ୍ୟାରିସ୍‌ ଅଲିମ୍ପିକ୍ସ-୨୦୨୪କୁ ବର୍ଜନର ଧମକ ଦେଇଛି ୟୁକ୍ରେନ୍‌। ଅଲିମ୍ପିକ୍ସକୁ ମାତ୍ର ୧୮ ମାସ ସମୟ ବାକି ରହିଥିବା ବେଳେ ରୁଷ୍‌ ଓ ବେଲାରୁଷ୍‌କୁ ବାସନ୍ଦ କରିବା ନେଇ ୟୁକ୍ରେନ୍‌ ଜୋର୍‌ଦାର ଉଦ୍ୟମ କରିଛି। ଗତ ୧୦ ଦିନ ହେବ ୟୁକ୍ରେନ୍‌…

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀଙ୍କୁ ପିଟିଲେ କାମ୍ବଲି, ପୋଲିସ ଷ୍ଟେଶନରେ ମାମଲା ରୁଜୁ…

ମୁମ୍ବାଇ,୫।୨ : ପୂର୍ବତନ କ୍ରିକେଟର ବିନୋଦ କାମ୍ବଲି ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ଆଣ୍ଡ୍ରେୟା ତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଆଣ୍ଡ୍ରିଆଙ୍କ ଅଭିଯୋଗ ଆଧାରରେ ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେଶନରେ କାମ୍ବଲିଙ୍କ ବିରୋଧରେ ଏଫଆଇଆର୍‌…

ଅଶ୍ୱିନଙ୍କୁ କାହିଁକି ଏତେ ଡରୁଛି ଅଷ୍ଟ୍ରେଲିଆ? ରେକର୍ଡ କହୁଛି…

ନୂଆଦିଲ୍ଲୀ,୪।୨: ଫେବୃୟାରୀ ୯ରୁ ଭାରତ ବିପକ୍ଷରେ ଟେଷ୍ଟ ସିରିଜ ଖେଳିବ ଅଷ୍ଟ୍ରେଲିଆ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଉପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଟିକେଟ ନିର୍ଭର କରୁଛି। ଏହି କାରଣରୁ ଉଭୟ ଟିମ୍‌ ସିରିଜ ଜିତିବା ଲାଗି ଜୋରଦାର…

ଅଷ୍ଟ୍ରେଲିଆ ସିରିଜ ଲାଗି ବିସିସିଆଇ ନେଲା ବଡ଼ ନିଷ୍ପତ୍ତି, ଏହି ୪ ଖେଳାଳି…

ନୂଆଦିଲ୍ଲୀ,୪।୨: ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ସିରିଜ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତ ଖେଳାଳି ଅଧିନାୟକ ରୋହିତ ଶର୍ମା ଏବଂ କୋଚ୍‌ ରାହୁଲ ଦ୍ରାବିଡଙ୍କ ନେତୃତ୍ୱରେ ଅଭ୍ୟାସ କରୁଛନ୍ତି। ତେବେ ଏହି ସିରିଜ ପୂର୍ବରୁ ବିସିସିଆଇ ବଡ଼ ନିଷ୍ପତ୍ତି ନେଇଛି। ତଦନୁଯାୟୀ…

୪୨ ଦିନରେ ଖେଳାଯିବ ୭ ମ୍ୟାଚ୍‌, ଫେବୃୟାରୀ ୯ରୁ ପ୍ରଥମ ଟେଷ୍ଟ: ଜାଣନ୍ତୁ ଲାଇଭ୍‌ ଷ୍ଟ୍ରିମିଂଠାରୁ ଆରମ୍ଭ କରି କାର୍ଯ୍ୟସୂଚୀ…

ନୂଆଦିଲ୍ଲୀ,୪।୨: ବର୍ତ୍ତମାନ ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ ଭାରତ ଗସ୍ତରେ ଅଛି। ଏହି ଭ୍ରମଣରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ (ବର୍ଡର-ଗାଭାସ୍କର ଟ୍ରଫି) ଏବଂ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଅଷ୍ଟ୍ରେଲିଆ ଟିମ୍‌…

‘ନକଲି ଅଶ୍ୱିନ’ଙ୍କ ସହ ଅଭ୍ୟାସ କରୁଛି ଅଷ୍ଟ୍ରେଲିଆ, ଜାଣନ୍ତୁ କିଏ ସେହି ବୋଲର୍‌…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ଦଳ ଭାରତ ଗସ୍ତରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ସ୍ବତନ୍ତ୍ର ବୋଲରଙ୍କ ସହ ଅଭ୍ୟାସ କରୁଛି। ବୋଲରଜଣଙ୍କ ହେଉଛନ୍ତି ମହେଶ ପିଥିୟା। ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?