ଖେଳ

ଭାରତ ‘ଏ’ରୁ ରେଡ୍‌ ବଲ୍‌ରେ ସୁଯୋଗ ନ ପାଇବାର ଅବସୋସ

ଦୀର୍ଘ ୧୬ ବର୍ଷ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବାପରେ ଘଟଣାବହୁଳ କ୍ୟାରିୟରର ଅନ୍ତ ଘଟାଇଛନ୍ତି ଦ୍ରୁତ ବୋଲର ବସନ୍ତ ମହାନ୍ତି । କ୍ରିକେଟକୁ କ୍ୟାରିୟର କରି ସେ ଅନେକ କିଛି ପାଇଛନ୍ତି। ମାତ୍ର ଭାରତ ‘ଏ’ ପକ୍ଷରୁ ରେଡ୍‌ ବଲ୍‌ରେ ସୁଯୋଗ…

ବିଜୟୀ ବସନ୍ତ

ବିଜୟରୁ କ୍ୟାରିୟର ଆରମ୍ଭ ଓ ଶେଷ । ଜଣେ ଖେଳାଳି ପ୍ରଥମ ଓ ଶେଷ ଉଇକେଟ । ୨୩ ଥର ୫ ଉଇକେଟ ସଫଳତା । ୧୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପଡ଼ିଆରେ ରାଜୁତି ପରେ ବିରଳ ରେକର୍ଡ ସହ…

ପୂର୍ବାଞ୍ଚଳ ଦଳରେ ଓଡ଼ିଶାର ୪

ଭୁବନେଶ୍ୱର,୩।୨: (କ୍ରୀଡ଼ା ପ୍ରତିନିଧି)ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ହାଇଦ୍ରାବାଦଠାରେ ଚଳିତ ମାସ ୧୨ରୁ ୨୧ ପର୍ଯ୍ୟନ୍ତ ସିନିୟର ମହିଳା ଆନ୍ତଃଜୋନ ଏକଦିବସୀୟ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଏଥିପାଇଁ ପୂର୍ବାଞ୍ଚଳ ଚୟନ କମିଟି ବୈଠକ ଗୁରୁବାର ରାଞ୍ଚତ୍ଠାରେ ଅନୁଷ୍ଠିତ ହୋଇଥିଲା।…

କାନୋଇଂ, କାୟାକିଂରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ

ଭୁବନେଶ୍ୱର,୩ା୨(ସ୍ପୋଟର୍‌ସବ୍ୟୁରୋ): ମଧ୍ୟପ୍ରଦେଶରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ୨୦୨୨ରେ ପ୍ରଥମ କରି କାୟାକିଂ ଓ କାନୋଇଂକୁ ସାମିଲ କରାଯାଇଛି। କାନୋଇଂରେ ଓଡ଼ିଶା ପୁରୁଷ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ କାୟାକିଂରେ ମହିଳା ଦଳ ଏବଂ ବ୍ୟକ୍ତିଗତ ବର୍ଗରେ…

ଅମନଙ୍କୁ ବ୍ରୋଞ୍ଜ ପଦକ

ଜାଗ୍ରେବ୍‌ (କ୍ରୋଏସିଆ),୩ା୨ (ପି.ଟି.): ଭାରତର ଅମନ ଶେରାଓ୍ବତ ଏଠାରେ ଚାଲିଥିବା ଜାଗ୍ରେବ୍‌ ଓପନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ପଦକ ଲାଭ କରିଛନ୍ତି। ୧୭ ବର୍ଷୀୟ ଅମନ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ର ଜେନି ରେ ରୋଡ୍ସ ରିଚାଡର୍‌ସଙ୍କୁ ୧୦-୪ରେ ପରାସ୍ତ କରି…

ହକି କୋଚ୍‌ ରେସ୍‌ରେ ୨ ବିଦେଶୀ ଆଗରେ

ନୂଆଦିଲ୍ଲୀ,୨ା୨: ହକି ବିଶ୍ୱକପ୍‌ରେ ଭାରତୀୟ ଦଳର ବିଫଳତା ପରେ କାର୍ଯ୍ୟକାଳ ପୂର୍ବରୁ ମୁଖ୍ୟ କୋଚ୍‌ ଗ୍ରାହାମ ରିଡ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ହେଲେ ପୁଣି ଭାରତ ହକି ଦଳର ମୁଖ୍ୟ କୋଚ କିଏ ହେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…

ଗିଲ୍‌ଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି କହିଦେଲେ କୋହଲି

ନୂଆଦିଲ୍ଲୀ,୨।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚରେ ଶୁବମନ ଗିଲ ବିସ୍ଫୋରକ ଶତକ ହାସଲ କରିଥିଲେ। ଗିଲଙ୍କ ଶତକ ଜରିଆରେ ଭାରତ ନ୍ୟୁଜିଲାଣ୍ଡକୁ ୧୬୮ ରନ ବ୍ୟବଧାନରେ ପରାସ୍ତ କରିଛି। ଅନେକ…

ପୁଣି କଥିତ ପ୍ରେମିକା ସାରାଙ୍କ ସହ ନଜର ଆସିଲେ ଶୁଭମନ, ଏୟାରପୋର୍ଟରେ ଲୁଚାଛପାରେ…

ନୂଆଦିଲ୍ଲୀ,୨।୧: କ୍ରିକେଟର ଶୁଭମନ ଗିଲ ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକ ମାରିବା ପରଠାରୁ ଭାରତର ପ୍ରିୟ କ୍ରିକେଟର ପାଲଟିଛନ୍ତି। ଏମିତିରେ ତାଙ୍କ ବ୍ୟକ୍ତିଗତ ଜୀବନ ବି ରହିଛି ଚର୍ଚ୍ଚାରେ। ଏବେ ସୋସିଆଲ ମିଡିଆରେ କଥିତ ପ୍ରେମିକା ସାରା ଅଲି ଖାଁଙ୍କ ସହ ତାଙ୍କର…

ଅଷ୍ଟ୍ରେଲିଆ ସିରିଜ ପୂର୍ବରୁ ଭାରତୀୟ ଟିମ୍‌ ଲାଗି ଖୁସିଖବର: ଫିଟ୍‌ ହେଲେ ଏହି କ୍ରିକେଟର…

ନୂଆଦିଲ୍ଲୀ,୨।୧: ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ଭାରତୀୟ ଟିମ୍‌ ପାଇଁ ଖୁସି ଖବର। ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଫେବୃୟାରୀ ୯ରୁ ନାଗପୁରରେ ଖେଳାଯିବାକୁ ଥିବା ଟେଷ୍ଟ ପୂର୍ବରୁ ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଫଳରେ ତାଙ୍କର ଦଳକୁ ଫେରିବା ଏକ…

ବଡ଼ ଉପଲବ୍ଧି ହାସଲ କଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ ୨୦୨୨ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ଏପର୍ଯ୍ୟନ୍ତ ଭାରତୀୟ ଦଳକୁ ଏହି ଫର୍ମାଟରେ ୩ଟି ସିରିଜରେ ଅଧିନାୟକତ୍ୱ କରିଛନ୍ତି ଏବଂ ଦଳ ୩ଟି ଯାକ ଜିତିଛି। ଏହି ସମୟ ମଧ୍ୟରେ ହାର୍ଦ୍ଦିକ ଉଭୟ ବ୍ୟାଟ ଏବଂ…

ନିଜ ସଫଳତାର ରହସ୍ୟ ଖୋଲିଲେ ପାଣ୍ଡ୍ୟା

ଅହମ୍ମଦାବାଦ,୨।୨: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତକୁ ୨-୧ରେ ଜିତିବା ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ସଫଳତାର ରହସ୍ୟ କହିଛନ୍ତି। ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ‘ପ୍ଲେୟାର ଅଫ ଦି ସିରିଜ’ ମନୋନୀତ ହୋଇଥିଲେ।…

ରେକର୍ଡ ବର୍ଷା କଲେ ଗିଲ୍‌

ଅହମ୍ମଦାବାଦ,୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୧୬୮ ରନରେ ପରାସ୍ତ କରିଛି। ଟି-୨୦ରେ ନ୍ୟୁଜିଲାଣ୍ଡ ଉପରେ ଟିମ ଇଣ୍ଡିଆର ଏହା ହେଉଛି ସବୁଠାରୁ ବଡ ବିଜୟ। ଏହି ବିଜୟରେ ଶୁବମନ ଗିଲଙ୍କର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?