ବର୍ତ୍ତିଗଲେ ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା
ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏକମାତ୍ର ସ୍ନୋ ଗର୍ଲ ଭାବେ ବିଶେଷ ପରିଚିତ ରଞ୍ଜିତା ବେହେରା ଏକ ଭୟଙ୍କର ବିପଦରୁ ଅଳ୍ପକେ ରକ୍ଷା ପାଇଛନ୍ତି। ବୁଧବାର ଅପରାହ୍ନରେ ସେ ଜମ୍ମୁ-କଶ୍ମୀର ଗୁଲ୍ମାର୍ଗର ବରଫାବୃତ୍ତ ଆଫରଓ୍ବତ୍ ଅଞ୍ଚଳରେ ଥିବା ସ୍କି ଗଡ଼ାଣିରେ…
ଓଡ଼ିଶା ପ୍ରତିଯୋଗୀଙ୍କୁ ୧୫ ପଦକ
ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଜୁଡୋ ଫେଡେରେଶନ ଅଫ୍ ଇଣ୍ଡିଆ ଓ ପଶ୍ଚିମବଙ୍ଗ ଜୁଡୋ ଆସୋସିଏଶନର ମିଳିତ ଆନୁକୂଲ୍ୟରେ କଲିକତାର ସାଇ ଆଇଟିସି ହଲ୍ରେ ଗତ ୨୭ରୁ ୩୧ ପର୍ଯ୍ୟନ୍ତ ପୂର୍ବାଞ୍ଚଳ ଖେଲୋ ଇଣ୍ଡିଆ ମହିଳା…
ଓଡ଼ିଶା ଆଥ୍ଲେଟିକ୍ସ ଦଳ ଘୋଷଣା
ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ବିଭିନ୍ନ ସହରରେ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସର ୫ମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ପ୍ରତିଯୋଗିତାର ଆଥ୍ଲେଟିକ୍ସ ଇଭେଣ୍ଟ ପାଇଁ ବୁଧବାର ଓଡ଼ିଶା ଆଥ୍ଲେଟିକ୍ସ ଦଳ ଘୋଷିତ ହୋଇଛି।…
କିଟ୍ରେ ଟେନିସ ଏକାଡେମୀ ଉଦ୍ଘାଟିତ
ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ରାଜ୍ୟରେ ଟେନିସକୁ କ୍ୟାରିୟର କରୁଥିବା କିମ୍ବା କରିବାକୁ ଚାହୁଁଥିବା ଖେଳାଳିଙ୍କ ପାଇଁ ଏକ ଭଲ ଖବର। ବୁଧବାର କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଉଚ୍ଚ ମାନର ଟେନିସ ଏକାଡେମୀ ଉଦ୍ଘାଟିତ ହୋଇଯାଇଛି। ଏହାର ନାମ ରଖାଯାଇଛି…
ସିରିଜ୍ କବ୍ଜା କଲା ଭାରତ
ଅହମ୍ମଦାବାଦ୍,୧।୨:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବ୍ଜା କରିଛି ଟିମ୍ ଇଣ୍ଡିଆ। ଶେଷ ଟି-୨୦ ଭାରତ ୧୬୮ ରନ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ୨୩୫ ରନ୍ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ଟିମ୍ ମାତ୍ର…
ମାତ୍ର ୧୭ ଦିନ ମଧ୍ୟରେ ଚତୁର୍ଥ ଅନ୍ତର୍ଜାତୀୟ ଶତକ ହାସଲ କଲେ ଗିଲ
ଅହମ୍ମଦାବାଦ୍,୧।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୨୦ ଓଭରରେ ଚାରି ଉଇକେଟ୍ ହରାଇ ୨୩୪ ରନ ସଂଗ୍ରହ…
ଗିଲ୍ଙ୍କ ବିସ୍ଫୋରକ ଶତକ: ନ୍ୟୁଜିଲାଣ୍ଡକୁ ୨୩୫ ରନ୍ର ଟାର୍ଗେଟ୍
ଅହମ୍ମଦାବାଦ୍,୧।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ଖେଳାଯାଉଥିବା ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ୍ରେ ଶୁଭମନ୍ ଗିଲ୍ଙ୍କ ବିସ୍ଫୋରକ ଶତକ ଆଧାରରେ ନ୍ୟୁଜିଲାଣ୍ଡକୁ ୨୩୫ ରନ୍ର ଟାର୍ଗେଟ୍ ଦେଇଛି ଭାରତ। ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତ ୨୦ ଓଭରରେ…
ବିଶ୍ୱବିଜେତା ମହିଳା କ୍ରିକେଟ ଦଳ ସମ୍ବର୍ଦ୍ଧିତ: ସଚିନ କହିଲେ, ତୁମେମାନେ ଦେଶ ପାଇଁ ପ୍ରେରଣା
ଅହମ୍ମଦାବାଦ,୧।୨: ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ମହିଳା ଅଣ୍ଡର-୧୯ ଟି-୨୦ ବିଶ୍ୱକପ ବିଜେତା ଦଳକୁ ପୁରସ୍କୃତ କରିଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଏହି ସମାରୋହରେ ବିସିସିଆଇ ଖେଳାଳିଙ୍କୁ ପୁରସ୍କାର…
ଅନ୍ତିମ ଟି୨୦: ଟସ୍ ଜିତିଲା ଭାରତ, ବ୍ୟାଟିଂ ନିଷ୍ପତ୍ତି
ଅହମ୍ମଦାବାଦ,୧।୨: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଟି୨୦ ମୁକାବିଲା ବୁଧବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପୂର୍ବରୁ ସିରିଜର ଦୁଇଟି ମୁକାବିଲାରୁ ଉଭୟ ଦଳ ଗୋଟିଏ ଲେଖାଏ ଜିତିଥିବାରୁ ଏହି ମ୍ୟାଚ୍…
ଚର୍ଚ୍ଚାରେ ରାହୁଲ-ଆଥିଆଙ୍କ ଲାଟେଷ୍ଟ୍ ଫଟୋଶୁଟ୍
ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ନିକଟରେ କ୍ରିକେଟର କେ.ଏଲ ରାହୁଲଙ୍କୁ ବିବାହ କରିଛନ୍ତି। ଆଜିକାଲି ଏହି ଦମ୍ପତି ପରସ୍ପର ସହ ସମୟ ବିତାଉଛନ୍ତି। ଉଭୟ ପ୍ରଥମଥର ଭୋଗ୍ୟୁ ପତ୍ରିକା ପାଇଁ ଫଟୋଶୁଟ କରିଛନ୍ତି। ରାହୁଲ ଏବଂ ଆଥିଆ ବିବାହ ପୂର୍ବରୁ ଭୋଗ୍ୟୁ…
କ୍ରୀଡ଼ା ପାଇଁ ପ୍ରବଳ ଟଙ୍କା ଅଜାଡି ଦେଲେ ମୋଦି ସରକାର
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ପାଇଁ ୩୩୯୭.୩୨ କୋଟି ଟଙ୍କା ବଜେଟ ଉପସ୍ଥାପନ…
ପ୍ରଥମ ଟେଷ୍ଟରୁ ବାଦ୍ ପଡ଼ିଲେ ଶ୍ରେୟସ
ନୂଆଦିଲ୍ଲୀ,୧।୨: ଅଷ୍ଟ୍ରେଲିଆ ବିପକ୍ଷ ୪ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ରୁ ବାଦ୍ ପଡ଼ିଛନ୍ତି ଶ୍ରେୟସ ଆୟର। ଏବେ ତାଙ୍କ ସ୍ଥାନରେ ସୂର୍ଯ୍ୟକୁମାର ଯାଦବ ନଚେତ ଶୁଭମନ ଗିଲଙ୍କୁ ଖେଳାଇବା ଉପରେ ବିଚାର କରୁଛି। ତେବେ ଶ୍ରେୟସ ଏଯାବତ ସୁସ୍ଥ ହୋଇନାହାନ୍ତି। ଏବେ…

