ଖେଳ

ଛକା ବର୍ଷା କଲେ ଧୋନୀ

ଚେନ୍ନାଇ,୧।୨: ଆଇପିଏଲ୍‌ ୨୦୨୩ ଚଳିତ ବର୍ଷ ମାର୍ଚ୍ଚ ଶେଷରେ କିମ୍ବା ଏପ୍ରିଲ ଆରମ୍ଭରେ ଆରମ୍ଭ ହୋଇପାରେ। ଦୁନିଆର ସବୁଠୁ ବଡ କ୍ରିକେଟ ଲିଗ ଆରମ୍ଭ ପାଇଁ ଅତିକମରେ ଦୁଇ ମାସ ବାକି ଅଛି, କିନ୍ତୁ ମହେନ୍ଦ୍ର ସିଂ ଧୋନୀ ଏହା ପାଇଁ…

ଆଜି ଖେଳାଯିବ ନିର୍ଣ୍ଣାୟକ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌…

ଅହମ୍ମଦାବାଦ,୧।୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜକୁ କ୍ଲିନ୍‌ ସୁଇପ୍‌ କରିବା ପରେ ଏବେ ଟିମ୍‌ ଇଣ୍ଡିଆ ପାଖରେ ଟି୨୦ ସିରିଜକୁ ଜିତିବାର ଭଲ ସୁଯୋଗ ରହିଛି। ଦଳ ଏବେ ସିରିଜରେ ୧-୧ ବରାବର ସ୍ଥିତିରେ ରହିଛି। ତେବେ ବୁଧବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧।୨: ଭାରତ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ବଡ ଝଟ୍‌କା ଲାଗିଛି। ଆହତ ହୋଇଥିବା ଯୋଗୁ ଦଳର ମୁଖ୍ୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ପ୍ରଥମ ଟେଷ୍ଟରେ ଖେଳିବେ ନାହିଁ। ସେ ନିଜେ ଏହା ନିଶ୍ଚିତ କରିଛନ୍ତି। ମିଚେଲ…

ଉଦ୍‌ଘାଟନୀ ମ୍ୟାଚ ଭେନ୍ୟୁ ବଦଳିଲା

ମେଲବୋର୍ନ, ୧।୨(ଏପି): ଟିକେଟ ଚାହିଦା ବୃଦ୍ଧି ପାଇବାରୁ ଆଗାମୀ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଆୟର୍ଲାଣ୍ଡ ବିପକ୍ଷ ଓପନିଂ ମ୍ୟାଚର ଭେନ୍ୟୁ ବଦଳା ଯାଇଛି। ଏହି ମ୍ୟାଚ ପ୍ରକୃତରେ ସିଡ୍‌ନୀର ନ୍ୟୁ ଆଲିଏଞ୍ଜ୍‌ ଷ୍ଟାଡିୟମରେ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା। ଏହାର…

ଭାରତୀୟ ଟପ୍‌ ଅର୍ଡର ଉପରେ ନଜର

ଅହମଦାବାଦ,୧।୨(ପି.ଟି.): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ଭାରତ ଓ ନ୍ୟୁଜିଲାଣ୍ଡ ଗୋଟିଏ ଲେଖାଏ ମ୍ୟାଚ ଜିତିଥିବାରୁ ସିରିଜ ଏବେ ୧-୧ ସ୍ଥିତିରେ ଅଛି। ତେଣୁ ତୃତୀୟ…

ଟଙ୍କଧରଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଫୁଟବଲ ଏକାଡେମୀର ସଦସ୍ୟ ଟଙ୍କଧର ବାଗ୍‌ଙ୍କ ସହ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଅନ୍ୟତମ ପ୍ରତିଷ୍ଠିତ ଦଳ ଓଡ଼ିଶା ଏଫ୍‌ସି ଚୁକ୍ତି କରିଛି। ଏହି ଚୁକ୍ତି ଅଢ଼େଇ ବର୍ଷ ପାଇଁ ହୋଇଥିବା ଫ୍ରାଞ୍ଚାଇଜ୍‌ ପକ୍ଷରୁ ସ୍ପଷ୍ଟ କରାଯାଇଛି।…

ଜାତୀୟ ସିନିୟର ଭଲିବଲ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୨(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ (ମହିଳା/ପୁରୁଷ) ଫେବୃୟାରୀ ୨ରୁ ଆରମ୍ଭ ହେବ। ଏଥିପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଉଭୟ ଦଳର ୧୨ ଜଣ ଲେଖାଏ ଖେଳାଳିଙ୍କ…

ହିମ ସ୍ଖଳନରେ ବିଶ୍ୱ ଚାମ୍ପିୟନ ସ୍କିଅରଙ୍କ ମୃତ୍ୟୁ

ଟୋକିଓ, ୧।୨(ଏପି): ସେଣ୍ଟ୍ରାଲ ଜାପାନ ଅନ୍ତର୍ଗତ ପାର୍ବତ୍ୟାଞ୍ଚଳରେ ହିମ ସ୍ଖଳନରେ ପୋତି ହୋଇ ବିଶ୍ୱ ଚାମ୍ପିୟନ ୩୧ ବର୍ଷୀୟ ହାଫ୍‌ପାଇପ୍‌ ସ୍କିଅର କାଇଲ ସ୍ମାଇନ୍‌ଙ୍କ ମୃତ୍ୟୁ ଘଟିଛି। ଯୁକ୍ତରାଷ୍ଟ୍ର ଆମେରିକା ଫ୍ରି ସ୍କି ଟିମ୍‌ ସୋସିଆଲ ମିଡିଆରେ ଏହି ୩୧ ବର୍ଷୀୟ…

ଓଡ଼ିଶାର ୫ ଖେଳାଳି ସାମିଲ

ବେଙ୍ଗାଲୁରୁ, ୧।୨: ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ମଙ୍ଗଳବାର ଭାରତୀୟ ଜୁନିୟର ମହିଳା ହକି ଦଳ ଘୋଷିତ ହୋଇଛି। ପ୍ରୀତି ଏବଂ ଋତଜା ଦାଦାସୋ ପିସାଲ ଯଥାକ୍ରମେ ଦଳର ଅଧିନାୟିକା ଓ ଉପ-ଅଧିନାୟିକା ନିଯୁକ୍ତ ହୋଇଛନ୍ତି। ଭାରତୀୟ ଦଳରେ ଓଡ଼ିଶାର ୫…

ଆଜି ଭାରତ-ନ୍ୟୁଜିଲାଣ୍ଡ ଶେଷ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଅହମ୍ମଦାବାଦ୍‌,୧।୨: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନୋଟି ଟି-୨୦ ସିରିଜର ଅନ୍ତିମ ମ୍ୟାଚ ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ନିର୍ଣ୍ଣାୟକ ମ୍ୟାଚ ସିରିଜ ବର୍ତ୍ତମାନ ୧-୧ରେ ବରାବର ହୋଇଛି। ଏପରି ପରିସ୍ଥିତିରେ, ଯିଏ…

ହାର୍ଦ୍ଦିକଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଗମ୍ଭୀର

ଲକ୍ଷ୍ନୌ,୩୧।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏକ ନିଷ୍ପତ୍ତି ସମସ୍ତଙ୍କୁ ଚମକାଇଥିଲା। ଏବେ ତାହା ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଭାରତୀୟ ଓପନିଂ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର। ମ୍ୟାଚ୍‌ରେ ହାର୍ଦ୍ଦିକ ଦ୍ରୁତ ବୋଲର୍‌ ଉମରାନ…

ଆଇପିଏଲ୍‌ ପ୍ରସ୍ତୁତି ଆରମ୍ଭ କଲେ ଧୋନୀ, ଛକା ମାରୁଥିବା ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୧।୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୩ ଲାଗି କାଉଣ୍ଟଡାଉନ୍‌ ଆରମ୍ଭ ହୋଇ ସାରିଛି। ଡିସେମ୍ବରରେ ହୋଇଥିବା ମିନି ଅକ୍ସନ ପରେ ସମସ୍ତ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି କ୍ରମରେ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?