ଖେଳ

ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ଫାଇନାଲ: ଭାରତକୁ ୬୯ ରନ୍‌ର ଟାର୍ଗେଟ ଦେଲା ଇଂଲଣ୍ଡ

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ଫାଇନାଲରେ ଇଂଲଣ୍ଡ ଭାରତ ସମ୍ମୁଖରେ ୬୯ ରନର ବିଜୟ ଲକ୍ଷ୍ୟ ରଖିଛି। ଭାରତୀୟ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ମହିଳା ଅଣ୍ଡର-୧୯ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୬୮…

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଲକ୍ଷ୍ନୌ,୨୯।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ସିରିଜର ଦ୍ୱିତୀୟ ଟି୨୦ ମ୍ୟାଚ ଆଜି ଲକ୍ଷ୍ନୌରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ପରିବର୍ତ୍ତନ କରିଛି, ୟୁଜବେନ୍ଦ୍ର…

୧୦ମ ଥର ଅଷ୍ଟ୍ରେଲିଆନ୍‌ ଓପନ ଜିତିଲେ ନୋଭାକ ଜୋକୋଭିକ

ସିଡ୍‌ନୀ,୨୯।୧: ସର୍ବିଆର ନୋଭାକ ଜୋକୋଭିକ ଦଶମ ଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ୨୦୨୩ ଜିତିଛନ୍ତି। ପୁରୁଷ ସିଙ୍ଗଲ୍ସ ଟାଇଟଲ ମ୍ୟାଚରେ ସେ ଗ୍ରୀସର ଷ୍ଟେଫାନୋସ ସିସିପାସ୍‌ଙ୍କୁ ୬-୩, ୭-୬, ୭-୬ ରେ ପରାସ୍ତ କରିଛନ୍ତି। ଫାଇନାଲ ମ୍ୟାଚରେ ଜୋକୋଭିକ ଚମତ୍କାର ଆରମ୍ଭ…

ବିଶ୍ୱକପ୍‌ ଫାଇନାଲ୍‌: ଟସ୍‌ ଜିତିଲା ଭାରତ

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧: ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ଫାଇନାଲରେ ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା ଚାଲିଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟିକା ଶେଫାଳି ବର୍ମା ଟସ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ ଇଣ୍ଡିଆ ଏହି ବିଶ୍ୱକପର ପ୍ରଥମ ସଂସ୍କରଣ…

ବିଶ୍ୱକପ୍‌ ପାଇନାଲ୍‌ ପୂର୍ବରୁ ଭାରତୀୟ ଦଳକୁ ଟିପ୍ସ ଦେଲେ ନୀରଜ

ପୋଶ୍ଚେଫଷ୍ଟ୍ରୁମ୍‌,୨୯।୧:: ରବିବାର ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ ଫାଇନାଲରେ ଭାରତ ଇଂଲଣ୍ଡ ସହ ମୁହାଁମୁହିଁ ହେବ। ଏହାପୂର୍ବରୁ ଭାରତର ତାରକା ଆଥଲେଟ ତଥା ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଜାଭେଲିନ ଥ୍ରୋ ନୀରଜ ଚୋପ୍ରା ଭାରତୀୟ ମହିଳା କ୍ରିକେଟ ଦଳର ଖେଳାଳି…

ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌କୁ ଗୁୁରୁମନ୍ତ୍ର ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୯।୧: ୨୦୨୩ ଦିନିକିଆ ବିଶ୍ୱକପ୍‌ ଭାରତରେ ଖେଳାଯିବ। ୧୦ ବର୍ଷ ପରେ ଆଇସିସି ଟ୍ରଫି ଜିତିବା ଉପରେ ଭାରତୀୟ ଟିମ୍‌ର ନଜର ରହିଛି। ଏହାକୁ ନେଇ ପୂର୍ବତନ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦଳକୁ ଗୁରୁମନ୍ତ୍ର ଦେଇଛନ୍ତି।…

ଆଜି ଦ୍ୱିତୀୟ ଟି୨୦: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ମ୍ୟାଚ୍‌…

ଲକ୍ଷ୍ନୌ,୨୯ା୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ଟି୨୦ ମ୍ୟାଚ ପରାଜିତ ହେବା ପରେ ଦ୍ୱିତୀୟ ଟି୨୦ରେ ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ସିରିଜରେ ଜୀବନ୍ତ ରହିବା ପାଇଁ ଭାରତକୁ ନିଶ୍ଚିତ ବିଜୟ ଆବଶ୍ୟକ ଥିବାବେଳେ…

ମିଥାଲି ଗୁଜରାଟ ଜାଏଣ୍ଟ୍ସ ମେଣ୍ଟର

ଅହମଦାବାଦ, ୨୯ା୧: ଭାରତର ପୂର୍ବତନ ଅଧିନାୟିକା ମିଥାଲି ରାଜ୍‌ ଓମ୍ସେନ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଗୁଜରାଟ ଜାଏଣ୍ଟ୍ସର ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଡବ୍ଲ୍ୟୁପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ଖେଳାଯିବ। ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ମିଥାଲି ହେଉଛନ୍ତି ସବୁଠାରୁ ଅଧିକ…

ଭାରତ-ଇଂଲଣ୍ଡ ଫାଇନାଲ ଆଜି

ପୋଶ୍ଚେଫଷ୍ଟ୍ରୁମ୍‌, ୨୯ା୧: ଚଳିତ ୧୯ ବର୍ଷରୁ କମ୍‌ ମହିଳା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଟାଇଟଲ ଜିତି ଇତିହାସ ସୃଷ୍ଟିକରିବା ଲାଗି ବ୍ୟାଟିଂ ସେନ୍‌ସେସନ ଶେଫାଳି ବର୍ମାଙ୍କ ପାଇଁ ଏହା…

ଚାର୍ଲି ଚାପ୍‌ଲିନ୍‌ ବେଶରେ ଷ୍ଟାଡିୟମରେ ଉତ୍ତମ

ରାଉରକେଲା ଅଫିସ,୨୯ା୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାର ଭାରତ ଦଳ ତାର ଶେଷ ମ୍ୟାଚ ଦକ୍ଷିଣ ଆଫ୍ରିକା ସହିତ ଖେଳିଥିଲା। ଏହି ଖେଳ ସନ୍ଧ୍ୟା ୭ଟାରେ ଆରମ୍ଭ ହୋଇଥିଲା। ଏହି ଖେଳ ଆରମ୍ଭ ପୂର୍ବରୁ ରାଉରକେଲା ସରକାରୀ ସ୍ବୟଂ…

ହକି ବିଶ୍ୱକପ୍‌: ଆଜି ଟାଇଟଲ ଟକ୍କର

ଭୁବନେଶ୍ୱର, ୨୯ା୧: ଚଳିତ ହକି ବିଶ୍ୱକପ୍‌ର ମେଗା ଫାଇନାଲ ରବିବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରସ୍ପରର ସମ୍ମୁଖୀନ ହେବେ ୟୁରୋପର ଦୁଇ ପାଓ୍ବାର ହାଉସ ଜର୍ମାନୀ ଓ ବେଲ୍‌ଜିୟମ। ଜର୍ମାନୀ ଦଳ ୨ ଥର ଟାଇଟଲ ଜିତିଥିବାବେଳେ ବେଲ୍‌ଜିୟମ ହେଉଛି…

ଟି୨୦ ଟିମ୍‌ରୁ ଇଶାନଙ୍କୁ ବାହାର କରିବା ସମୟ ଉପନୀତ !

ନୂଆଦିଲ୍ଲୀ,୨୮।୧: କ୍ରମାଗତ ଭାବେ ନିରାଶାଜନକ ପ୍ରଦର୍ଶନ କରୁଛନ୍ତି ଭାରତୀୟ ଟିମ୍‌ର ଯୁବ ଓପନର୍‌ ଇଶାନ କିଶନ। ବାଲାଂଦେଶ ବିପକ୍ଷ ଦିନିକିଆ ମ୍ୟାଚ୍‌ରେ ସେ ଦ୍ୱିଶତକ ମାରିଥିଲେ ହେଁ ଟି୨୦ରେ ତାଙ୍କ ପ୍ରଦର୍ଶନ ଖରାପ ରହି ଆସୁଛି। ଗତ ୧୦ ଟି୨୦ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?