ଖେଳ

ଅଷ୍ଟ୍ରେଲିଆର ଟାଇଟଲ ଅଭିଯାନ ଶେଷ

ଭୁବନେଶ୍ୱର, ୨୮।୧(କ୍ରୀଡ଼ା ପ୍ରତିନିଧି): ବିଶ୍ୱର ନମ୍ବରୱାନ ଦଳ ଅଷ୍ଟ୍ରେଲିଆର ବିଶ୍ୱକପ୍‌ ଟାଇଟଲ ଅଭିଯାନ ସେମିଫାଇନାଲରୁ ଶେଷ ହୋଇଛି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଜର୍ମାନୀ ୪-୩ ଗୋଲରେ ବିଜୟୀ ହୋଇ ଅଷ୍ଟ୍ରେଲିଆକୁ ବିଦାୟ ପଥ ଦେଖାଇଛି। ଫଳରେ ୧୯୮୬,…

ଗ୍ରାଣ୍ଡସ୍ଲାମରୁ ସାନିଆଙ୍କ ବିଦାୟ

ମେଲବୋର୍ନ,୨୮ା୧(ପି.ଟି.): ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍‌ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି ହୋଇ…

ଜର୍ମାନୀ-ବେଲଜିୟମ ଫାଇନାଲ

ଭୁବନେଶ୍ୱର, ୨୮।୧ (କ୍ରୀଡ଼ା ପ୍ରତିନିଧି): ଗତଥରର ଚାମ୍ପିୟନ ବେଲ୍‌ଜିୟମ କ୍ରମାଗତ ଦ୍ୱିତୀୟ ଥରପାଇଁ ହକି ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ଫାଇନାଲରେ ଏହି ଦଳ ଆସନ୍ତା ରବିବାର ଜର୍ମାନୀକୁ ଭେଟିବ। ବେଲଜିୟମ ଓ ଗତ ସଂସ୍କରଣର ରନରଅପ୍‌ ନେଦରଲାଣ୍ଡ୍ସ ମଧ୍ୟରେ ଶୁକ୍ରବାର…

କ୍ରିକେଟ ଇତିହାସରେ ପ୍ରଥମ: ଆଇସିସି ଟୁର୍ନାମେଣ୍ଟରେ ରହିବେ କେବଳ ମହିଳା ଅଧିକାରୀ, ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୨୭।୧: ଆସନ୍ତା ମାସ (ଫେବୃୟାରୀ)ରେ ଦକ୍ଷିଣ ଆଫ୍ରିକାରେ ମହିଳା ଟି -୨୦ ବିଶ୍ୱକପ୍‌ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ଆଇସିସି ମ୍ୟାଚ ରେଫରି ଏବଂ ଅମ୍ପାୟାରଙ୍କ ନାମ ଘୋଷଣା କରିଛି। ବିଶେଷ କଥା ହେଉଛି ଏହି ୧୩ ସଦସ୍ୟ ବିଶିଷ୍ଟ ତାଲିକାରେ…

ସୂର୍ଯ୍ୟକୁମାରଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପଣ୍ଟିଂ

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆର ମହାନ କ୍ରିକେଟର ରିକି ପଣ୍ଟିଂ ଭାରତୀୟ ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ବର୍ତ୍ତମାନ ସମୟରେ କୌଶଳ ତଥା ଅଭିନବତା ଦୃଷ୍ଟିରୁ କ୍ରିକେଟରେ ସୂର୍ଯ୍ୟକୁମାରଙ୍କଠାରୁ ଭଲ ଖେଳାଳିଙ୍କୁ ଦେଖି ନ ଥିବା ପଣ୍ଟିଂ…

ଆରମ୍ଭରୁ ବିପର୍ଯ୍ୟୟ: ପାଓ୍ବାର ପ୍ଲେରେ ୩ ଉଇକେଟ ହରାଇଲା ଭାରତ

ରାଞ୍ଚି,୨୭।୧: ପ୍ରଥମ ଟି୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ୧୭୭ ରନ୍‌ ଟାର୍ଗେଟକୁ ପିଛା କରୁଥିବା ଦଳ ପାଓ୍ବାର ପ୍ଲେରେ ୩ ଉଇକେଟ ହରାଇଛି। ଏବେ ହାର୍ଦ୍ଦିକ ପାଣ୍ଡ୍ୟା(୨) ଏବଂ ସୂର୍ଯ୍ୟକୁମାର ଯାଦବ(୧୪)…

ଭାରତକୁ ୧୭୭ ରନ୍‌ର ଟାର୍ଗେଟ

ରାଞ୍ଚି,୨୭।୧: ଦିନିକିଆ ସିରିଜ ପରେ ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ସିରିଜ ଖେଳୁଛି ଭାରତ। ଶୁକ୍ରବାର ସିରିଜର ପ୍ରଥମ ମ୍ୟାଚ୍‌ ରାଞ୍ଚିରେ ଖେଳାଯାଉଛି। ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ଭାରତକୁ ଜିତିବା ଲାଗି ୧୭୭ ରନ୍‌ର ଟାର୍ଗେଟ…

ଅକ୍ଷରଙ୍କ ପତ୍ନୀ ମେହା କିଏ? ଇନଷ୍ଟାଗ୍ରାମରେ ରିଲ୍‌ କରି ରହିଥାନ୍ତି ଚର୍ଚ୍ଚାରେ…

ନୂଆଦିଲ୍ଲୀ,୨୭।୧: ଭାରତୀୟ ଟିମ୍‌ର ଷ୍ଟାର ଅଲରାଉଣ୍ଡର ଅକ୍ଷର ପଟେଲ ବିବାହ କରିଛନ୍ତି। ପ୍ରେମିକା ମେହା ପଟେଲଙ୍କ ହାତ ଧରିଛନ୍ତି ସେ। ଗତ ବର୍ଷ ଦୁହିଁଙ୍କ ନିର୍ବନ୍ଧ ଶେଷ ହୋଇଥିଲା। ଗୁରୁବାର ଗୁଜରାଟରେ ବିବାହ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଜୟଦେବ ଉନାଦକଟଙ୍କ…

ନ୍ୟୁଜିଲାଣ୍ଡକୁ ଭଲ ଷ୍ଟାଟ୍‌ ଦେଲେ ଓପ୍‌ନର

ରାଞ୍ଚି,୨୭ା୧: ରାଞ୍ଚି ସ୍ଥିତ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମ କମ୍ପେକ୍ସରେ ଶୁକ୍ରବାର ଟି୨୦ ସିରିଜର ପ୍ରଥମ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଛି। ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ବ୍ୟାଟିଂ…

ପ୍ରଥମ ଟି-୨୦: ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି, ୮ ଓଭରରେ ନ୍ୟୁଜିଲାଣ୍ଡ ୭୦/୨

ରାଞ୍ଚି,୨୭।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ଏଠାରେ ଶୁକ୍ରବାର ଖେଳାଯାଉଛି। ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛନ୍ତି। ବ୍ୟାଟିଂ ନିମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଯାବତ…

ଭାବବିହ୍ବଳ ହେଲେ ସାନିଆ

ମେଲବର୍ନ,୨୭ା୧: ଅଷ୍ଟ୍ରେଲିଆନ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍‌ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି ହେଇ…

ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଟିମ୍‌ ଇଣ୍ଡିଆ

ପୋଚେଫଷ୍ଟରୁମ, ୨୭।୧: ଟିମ୍‌ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରି ଅଣ୍ଡର-୧୯ ମହିଳା ଟି-୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ପୋଚେଫଷ୍ଟରୁମ୍‌ର ସେନଓ୍ବେସ ପାର୍କରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ପରାସ୍ତ କରିଛି। ଏହାପରେ ଫାଇନାଲରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?