ଖେଳ

ଦିନିକିଆରେ ନଂ-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୨୫।୧: ନୂତନ ବର୍ଷ ଆରମ୍ଭରୁ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଛି ଭାରତୀୟ କ୍ରିକେଟ ଟିମ୍‌। ପ୍ରଥମେ ଭାରତ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ କ୍ଲିନ ସୁଇପ୍‌ କରିଥିଲା। ଏବେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜକୁ ମଧ୍ୟ…

ଆଜି ଇଂଲଣ୍ଡ-ଜର୍ମାନୀ, ନେଦରଲାଣ୍ଡ୍ସ-କୋରିଆ

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର ତୃତୀୟ ଓ ଚତୁର୍ଥ କ୍ୱାର୍ଟର ଫାଇନାଲ ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ତୃତୀୟ କ୍ୱାର୍ଟରରେ ଇଂଲଣ୍ଡକୁ ଭେଟିବ ଜର୍ମାନୀ। ଚତୁର୍ଥ କ୍ୱାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ ଓ ଦକ୍ଷିଣ କୋରିଆ ମଧ୍ୟରେ ମୁକାବିଲା…

ୱେଷ୍ଟ ଷ୍ଟାଣ୍ଡରେ ଅଷ୍ଟ୍ରେଲିଆ ଦର୍ଶକ, ଟମ୍‌ଙ୍କ ପରିବାର

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅଷ୍ଟ୍ରେଲିଆ ଓ ସ୍ପେନ୍‌ ମଧ୍ୟରେ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୱେଷ୍ଟ ଷ୍ଟାଣ୍ଡରେ ବ୍ୟାନର ଧରି ଉପସ୍ଥିତ ଥିଲେ ଅଷ୍ଟ୍ରେଲିଆ ଦର୍ଶକ। ସେମାନଙ୍କ ମଧ୍ୟରେ ଅଷ୍ଟ୍ରେଲିଆ ଦଳର…

ସେମିରେ ଅଷ୍ଟ୍ରେଲିଆ, ବେଲ୍‌ଜିୟମ

ଭୁବନେଶ୍ୱର, ୨୫ା୧(କ୍ରୀଡ଼ା ପ୍ରତିନିଧି): ତିନିଥର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଗତ ସଂସ୍କରଣର ଟାଇଟଲ ବିଜେତା ବେଲଜିୟମ ଚଳିତ ହକି ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁୁଷ୍ଠିତ ପ୍ରଥମ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ ୪-୩ ଗୋଲରେ ସ୍ପେନ୍‌କୁୁ ହରାଇଥିବାବେଳେ…

ପ୍ରଥମ ଦିନରେ ଓଡ଼ିଶା ୯୬/୨

ଭୁବନେଶ୍ୱର,୨୫ା୧(ସ୍ପୋଟର୍‌ସ ବ୍ୟୁରୋ):କୋଲକାତାର ଇଡେନ ଗାର୍ଡେନରେ ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି ମୁକାବିଲାରେ ଓଡ଼ିଶା ୨ ଉଇକେଟ ହରାଇ ୯୬ ରନ୍‌ ସଂଗ୍ରହ କରିଛି। ଖରାପ ଆଲୋକ କାରଣରୁ ଦିନରେ ମାତ୍ର ୩୫ ଓଭର ଖେଳ ସମ୍ଭବ ହୋଇଥିଲା। ଓଡ଼ିଶା ଏହି ମ୍ୟାଚରେ…

ସରକାରଙ୍କ ନିଷ୍ପତ୍ତି ଉପରେ ରେସ୍‌ଲରଙ୍କ ଅସନ୍ତୋଷ

ନୂଆଦିଲ୍ଲୀ, ୨୫ା୧(ପି.ଟି.): ଭାରତୀୟ ହକି ମହାସଂଘ (ଡବ୍ଲ୍ୟୁଏଚ୍‌ଆଇ) ସଭାପତି ବ୍ରିଜ ଭୂଷଣ ଶରନ ସିଂ ଯୌନ ନିର୍ଯାତନା ଦେବା ସହ ଧମକଚମକ ଦେଇଛନ୍ତି ବୋଲି ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ସରକାର ବିନା ପରାମର୍ଶରେ ନିରୀକ୍ଷଣ କମିଟି ଗଠନ କରିଥିବାରୁ ପ୍ରତିବାଦକାରୀ…

ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ଇଷ୍ଟ ଲଣ୍ଡନ(ଦକ୍ଷିଣ ଆଫ୍ରିକା), ୨୫ା୧(ପି.ଟି.): ସ୍ମୃତି ମନ୍ଧାନା ଓ ଅଧିନାୟିକା ହରମନପ୍ରୀତ କୌରଙ୍କ ଚମତ୍କାର ଅର୍ଦ୍ଧଶତକ ବଳରେ ଭାରତ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ମହିଳା ଟି୨୦ ସିରିଜର ଏକ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୫୬ ରନରେ ପରାସ୍ତ କରିଛି। ମ୍ୟାଚରେ ଟସ୍‌ ଜିତି…

ଭାରତ ବିଦାୟ ପଛରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୨୫ା୧(ସ୍ପୋଟର୍‌ସ ବ୍ୟୁରୋ): ଲଗାତର ଦ୍ୱିତୀୟଥର ପାଇଁ ଘରୋଇ ମାଟିରେ ବିଶ୍ୱକପ୍‌ ଖେଳୁଥିବା ଭାରତୀୟ ହକି ଦଳର କ୍ୱାର୍ଟର ଫାଇନାଲ ସମ୍ଭାବନାକୁ ଶେଷ କରି ଦେଇଥିଲା ନ୍ୟୁଜିଲାଣ୍ଡ। ରବିବାର କ୍ରସ୍‌ଓଭର ମ୍ୟାଚ୍‌ରେ ସଡନ୍‌ ଡେଥ୍‌ରେ ନ୍ୟୁଜିଲାଣ୍ଡ ମ୍ୟାଚ୍‌ ଜିତିଥିବା ବେଳେ ଦଳ ପାଇଁ…

ସାନିଆ-ବୋପାନ୍ନାଙ୍କୁ ଓ୍ବାକ୍‌ଓଭର

ମେଲବୋର୍ନ, ୨୫ା୧ (ପି.ଟି.): ଅଷ୍ଟ୍ରେଲିଆନ ଓପନ୍‌ ମିକ୍ସଡ ଡବଲ୍ସରେ ଓ୍ବାକ୍‌ଓଭର ସହିତ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ସାନିଆ ମିର୍ଜା ଓ ରୋହନ ବୋପାନ୍ନା। ମଙ୍ଗଳବାର ଲାଟଭିଆର ଜେଲେନା ଓଷ୍ଟାପେଙ୍କୋ ଓ ସ୍ପେନ୍‌ର ଡେଭିଡ ଭେଗା ହର୍ନାଣ୍ଡେଜ ଓହରିଯିବା କାରଣରୁ…

ସେମିରେ ଆଜାରେଙ୍କା, ରିବାକିନା

ମେଲବୋର୍ନ,୨୫ା୧(ପି.ଟି.): ଚଳିତ ବର୍ଷର ପ୍ରଥମ ଟେନିସ୍‌ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ସେମିରେ ପ୍ରବେଶ କରିଛନ୍ତି ଭିକ୍ଟୋରିଆ ଆଜାରେଙ୍କା ଓ ଏଲିନା ରିବାକିନା। ସେହିପରି ପୁରୁଷ ସିଙ୍ଗଲ୍ସରେ ଷ୍ଟିଫାନୋସ୍‌ ସିତ୍‌ସିପାସ ଓ କାରେନ୍‌ ଖାଚାନୋଭ ସେମିରେ ପ୍ରବେଶ କରିଛନ୍ତି। ମହିଳା…

୬ ମ୍ୟାଚ୍‌ରେ ୬ ଶତକ…ଏବେ ବିଶ୍ୱକପ୍‌ ଦୂର ନୁହେଁ !

ନୂଆଦିଲ୍ଲୀ,୨୪।୧: ଚଳିତ ବର୍ଷ ଶେଷ ଆଡ଼କୁ ଦିନିକିଆ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ ନେଇ ଭାରତୀୟ ଟିମ୍‌ ପ୍ରସ୍ତୁତି ଆରମ୍ଭ କରିଛି। ୨୦୨୩ ପ୍ରଥମ ମାସରେ ଦଳ ଯେଉଁଭଳି ପ୍ରଦର୍ଶନ କରିଛି, ସେଥିରୁ ଦଳ ସଠିକ୍‌ ପ୍ରସ୍ତୁତି ଦିଗରେ କାମ କରୁଥିବା…

ଭାରତର କ୍ଲିନ ସୁଇପ୍‌, ୩ରୁ ୩ ଜିତିଲା, କୋନଓ୍ବେଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ପୁଣି ହାରିଲା ନ୍ୟୁଜିଲାଣ୍ଡ…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜରେ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ତୃତୀୟ ମ୍ୟାଚକୁ ଜିତିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?