ଛେତ୍ରୀ, ମନୀଷା ପ୍ଲେୟର ଅଫ୍ ଦି ଇୟର
ନୂଆଦିଲ୍ଲୀ,୧୦ା୮(ପି.ଟି.): ଭାରତ ପୁରୁଷ ଫୁଟ୍ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ମଙ୍ଗଳବାର ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଦ୍ୱାରା ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ସେ ୭ମ ଥର ପାଇଁ ଏହି ପୁରସ୍କାର ଜିତିଛନ୍ତି। ଅନ୍ୟପକ୍ଷରେ ମହିଳା...
ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ
ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ କିସ୍ର ୩ ଖେଳାଳି ହୁପି ମାଝି, ତରୁଲତା ନାଏକ ଓ ଦୁମୁନି...
ରେଣୁକାଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍
ଦୁବାଇ,୧୦ା୮(ପି.ଟି.): ଭାରତୀୟ ପେସ୍ ବୋଲର ରେଣୁକା ସିଂ ମଙ୍ଗଳବାର ପ୍ରକାଶିତ ଆଇସିସି ଟି୨୦ ମହିଳା ର଼୍ୟାଙ୍କିଙ୍ଗରେ କ୍ୟାରିୟର ଶ୍ରେଷ୍ଠ ୧୮ତମ ସ୍ଥାନ ଅଧିକାର କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ଅଗ୍ରଣୀ ଉଇକେଟ ହାସଲକାରୀ ବୋଲର ହୋଇଥିଲେ। ବର୍ମିଂହାମ୍ ଗେମ୍ସରେ ସେ...
ଯୌନଶୋଷଣ ଅଭିଯୋଗରେ ରେସିଂ କୋଚ ବାସନ୍ଦ
ଲଣ୍ଡନ,୧୦ା୮(ପି.ଟି): ଯୌନ ଶୋଷଣ ଅଭିଯୋଗରେ ଇଂଲଣ୍ଡ ରେସିଂ ଦଳର କୋଚ ଟୋନି ମିନିଚିଏଲୋଙ୍କୁ ଆଜୀବନ ବାସନ୍ଦ କରାଯାଇଛି। ଦୀର୍ଘ ୧୫ ବର୍ଷର କ୍ୟାରିୟର ମଧ୍ୟରେ ଏକାଧିକ ଖେଳାଳିଙ୍କ ସହିତ ଅସଦାଚରଣ କରିଥିବା ପ୍ରମାଣିତ ହେବା ପରେ ୟୁକେ ଆଥଲେଟିକ୍ସ ପରିଚାଳନା...
ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍ପେଣ୍ଡ
ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି ୩୨ ବର୍ଷୀୟ ଖେଳାଳିଙ୍କର ଗତ ଜୁନ୍ରେ ତାଙ୍କ ଦେଶର ଏକ ଦ୍ୱିତୀୟ...
ପ୍ରଭାକର ନେପାଳ କ୍ରିକେଟ ଦଳ ମୁଖ୍ୟ କୋଚ୍
ନୂଆଦିଲ୍ଲୀ,୧୦ା୮(ପି.ଟି.): ପୁବୁଡୁ ଦାସାନାୟକେଙ୍କ ସ୍ଥାନରେ ପୂର୍ବତନ ଅଲରାଉଣ୍ଡର ମନୋଜ ପ୍ରଭାକର ନେପାଳ କ୍ରିକେଟ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ଦାସାନାୟକେ ଜୁଲାଇରେ ତାଙ୍କ ପଦ ତ୍ୟାଗ କରିଛନ୍ତି। ସେ କାନାଡା କ୍ରିକେଟ ଦଳର ମୁଖ୍ୟ କୋଚ୍ ଦରୟିତ୍ୱ...
ଭାରତ ମହିଳା ‘ଏ’, ପୁରୁଷ ‘ବି’ ଦଳକୁ ବ୍ରୋଞ୍ଜ
ମାମାଲ୍ଲାପୁରମ, ୧୦ା୮(ପି.ଟି.): ଚେନ୍ନାଇର ମାମାଲ୍ଲାପୁରମଠାରେ ଚେସ୍ ଅଲିମ୍ପିଆଡ୍ର ୪୪ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଏଥିରେ ଭାରତର ମୋଟ ୬ଟି ଦଳ ଅଂଶଗ୍ରହଣ କରିଥିବାବେଳେ ମହିଳା ‘ଏ’ ଏବଂ ପୁରୁଷ ‘ବି’ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ଭାରତରେ...
କି ଭୁଲ କରିଦେଲେ ସଞ୍ଜୁ…
ନୂଆଦିଲ୍ଲୀ,୯।୮: ଚଳିତ ମାସରେ ଆରମ୍ଭ ହେବାକୁ ଥିବା ଏସିଆ କପ୍ ଲାଗି ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଏଥିରେ ପୂର୍ବ ଅଧିନାୟକ ବିରାଟ କୋହଲି ଏବଂ କେଏଲ୍ ରାହୁଲଙ୍କୁ ସୁଯୋଗ ମିଳିଛି। ହେଲେ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନ୍,...
କାର୍ ଦୁର୍ଘଟଣାରେ ଚାଲିଗଲା ଖ୍ୟାତନାମା ଅମ୍ପାୟାର ରୁଡି କର୍ଜନଙ୍କ ଜୀବନ
ନୂଆଦିଲ୍ଲୀ,୯।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ରୁଡି କର୍ଜନଙ୍କ ଏକ କାର୍ ଦୁର୍ଘଟଣାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ହୋଇଥିଲା। ପରିବାରରେ ତାଙ୍କର ସ୍ତ୍ରୀ ଏବଂ ୪ ସନ୍ତାନ ରହିଛନ୍ତି। ୧୯୯୦ରୁ ୨୦୧୦ ପର୍ଯ୍ୟନ୍ତ ସେ...
ବହୁତ ଯନ୍ତ୍ରଣା ହେଉଛି, ଆପଣମାନଙ୍କ ଆଶୀର୍ବାଦ ଲୋଡ଼ା: ଅଖ୍ତର
ନୂଆଦିଲ୍ଲୀ,୯।୮: ପାକିସ୍ତାନର ପୂର୍ବତନ ମହାନ ଦ୍ରୁତ ବୋଲର୍ ଶୋଏବ ଅଖତର୍ ଏବେ ହସ୍ପିଟାଲ୍ରେ। ତାଙ୍କ ଆଣ୍ଠୁର ସର୍ଜରୀ କରାଯାଇଛି। ଦୀର୍ଘଦିନଧରି ଆଣ୍ଠୁରେ ସମସ୍ୟା ଲାଗି ରହିଥିବା ବେଳେ ସେ ଏକାଧିକ ଥର ସର୍ଜରୀ କରାଇଥିଲେ। ହେଲେ କୌଣସି ସୁଫଳ ନ...
ବିଶ୍ୱର ପ୍ରଥମ କ୍ରିକେଟର୍ ଭାବେ ଏମିତି ଉପଲବ୍ଧି ହାସଲ କଲେ ପୋଲାର୍ଡ
ଲଣ୍ଡନ,୯।୮:ୱେଷ୍ଟଇଣ୍ଡିଜର ବିସ୍ଫୋରକ ଅଲରାଉଣ୍ଡର କିରନ ପୋଲାର୍ଡ ୬୦୦ ଟି-୨୦ ମ୍ୟାଚ ଖେଳିବାରେ ବିଶ୍ୱର ପ୍ରଥମ କ୍ରିକେଟର ହୋଇପାରିଛନ୍ତି। ସେ ଦି ହଣ୍ଡ୍ରେଡ୍ ଲିଗରେ ଲଣ୍ଡନ ସ୍ପିରିଟ ପକ୍ଷରୁ ମ୍ୟାଚ୍ ଖେଳିବାକୁ ପଡ଼ିଆକୁ ଓହ୍ଲାଇବା ମାତ୍ରେ ସେ ଏହି ଉଲ୍ଲେଖନୀୟ ସଫଳତା...
ମହିଳା କ୍ରିକେଟ୍ର ଘରୋଇ କାର୍ଯ୍ୟସୂଚୀ
ନୂଆଦିଲ୍ଲୀ, ୯ା୮ : ଆଇସିସି ମହିଳା ଟି୨୦ ବିଶ୍ୱକପ୍ ୨୦୨୩ ଫେବୃୟାରୀରେ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବ। ଅକ୍ଟୋବର ୧୧ରେ ସିନିୟର ମହିଳା ଟି୨୦ ଟ୍ରଫି ସହ ମହିଳା କ୍ୟାଲେଣ୍ଡର ଆରମ୍ଭ ହେବ। ଏହା ନଭେମ୍ବର ୫ରେ ଶେଷ ହେବ।...
Archives


