ଖେଳ

ଭାରତର କ୍ଲିନ ସୁଇପ୍‌, ୩ରୁ ୩ ଜିତିଲା, କୋନଓ୍ବେଙ୍କ ଲଢୁଆ ବ୍ୟାଟିଂ ସତ୍ତ୍ୱେ ପୁଣି ହାରିଲା ନ୍ୟୁଜିଲାଣ୍ଡ…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜରେ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ତୃତୀୟ ମ୍ୟାଚକୁ ଜିତିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

୩ ବର୍ଷ ପରେ ଗର୍ଜିଲା ହିଟ୍‌ମ୍ୟାନ୍‌ଙ୍କ ବ୍ୟାଟ୍‌: ମାରିଲେ କ୍ୟାରିୟରର ୩୦ତମ ଶତକ

ଇନ୍ଦୋର,୨୪।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏଠାରେ ଖେଳାଯାଉଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଗର୍ଜିଛି ହିଟ୍‌ମ୍ୟାନ୍‌ ତଥା ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟାଟ୍‌। ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ସେ ବିସ୍ଫୋରକ ଇନିଂସ ଖେଳି ନିଜ କ୍ୟାରିୟରର ୩୦ତମ ଦିନିକିଆ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଗିଲ, ହେଲେ ବାବରଙ୍କ ସମକକ୍ଷ

ଇନ୍ଦୋର,୨୪।୧: ଚଳିତ ବର୍ଷ ଭାରତରେ ଆଇସିସି ଦିନିକିଆ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାକୁ ନେଇ ଖେଳାଳିଙ୍କ ଦିନିକିଆରେ ପ୍ରଦର୍ଶନ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ବର୍ଷ ଆରମ୍ଭରୁ ଜଣଙ୍କ ପରେ ଜଣେ ଭାରତୀୟ ଖେଳାଳି ନିଜ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏହି ତାଲିକା…

କୋହଲି କି ରୋହିତ ନୁହନ୍ତି…ଆଇସିସି ଦିନିକିଆ ଟିମ୍‌ରେ ଏହି ୨ ଭାରତୀୟ ଖେଳାଳି, ବାବରଙ୍କୁ ମିଳିଲା ନେତୃତ୍ୱ

ନୂଆଦିଲ୍ଲୀ,୨୪।୧: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି) ୨୦୨୨ ପାଇଁ ବର୍ଷର ଦିନିକିଆ ଦଳ ଚୟନ କରିଛି। ଏହି ୧୧ ଜଣିଆ ଆଇସିସି ଦଳରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ସ୍ଥାନ ମିଳିନାହିଁ। ଏପରିକି ଆଇସିସି ଦଳର ନେତୃତ୍ୱ…

କ୍ଲିନ ସୁଇପ୍‌ ମୁହାଁ ଭାରତ, ଟିମ୍‌ ଇଣ୍ଡିଆର ବିଶାଳ ସ୍କୋର,ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୩୮୬…

ଇନ୍ଦୋର,୨୪।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଇନ୍ଦୋରର ହୋଲକାର କ୍ରିକେଟ ଷ୍ଟାଡିୟମରେ ଜାରି ରହିଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାନ୍ଥାମ ଟସ ଜିତିବା ପରେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ…

ଅନ୍ତିମ ଦିନିକିଆରେ ଭାରତର ଦମ୍‌ଦାର ଆରମ୍ଭ

ଇନ୍ଦୋର,୨୪ା୧: ଇନ୍ଦୋରର ହୋଲ୍‌କର କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଅନୁଷ୍ଠିତ ହୋଇଛି। ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ ଆରମ୍ଭ କରିଛି।…

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଇନ୍ଦୋର,୨୪।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ଖେଳାଯାଉଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଶେଷ ଦିନିକିଆ ଇନ୍ଦୋରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଏହି…

ଇତିହାସ ରଚିଲେ ଏହି କ୍ରିକେଟର୍‌: ମାତ୍ର ୨୪ ବର୍ଷ ବୟସରେ…

ନୂଆଦିଲ୍ଲୀ,୨୪।୧: ଆଫଗାନିସ୍ତାନ ସ୍ପିନର ରଶିଦ ଖାନ ନିଜ ବୋଲିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷ କରିଛନ୍ତି। ବିଶ୍ୱର ଅନେକ ଫ୍ରାଞ୍ଚାଇଜ ତାଙ୍କୁ ଟି-୨୦ ଲିଗରେ ନିଜ ଦଳରେ ସାମିଲ କରିବାକୁ ଏକପ୍ରକାର ପ୍ରତିଯୋଗିତା କରନ୍ତି। ଏସଏସ୍‌ ଟି-୩୦ ଲିଗରେ ଏମ୍‌ଏଇ କେପଟାଉନ…

ନିଜ ବ୍ୟାଟିଂକୁ ନେଇ ପ୍ରଶ୍ନ ଉଠାଇଲେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୨୪।୧: ଆଇସିସି ୨୦୨୨ ବର୍ଷ ପାଇଁ ପୁରୁଷ ଟି-୨୦ ଦଳ ଘୋଷଣା କରିଛି। ପାକିସ୍ତାନର ଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ମଧ୍ୟ ଏଥିରେ ସ୍ଥାନ ପାଇଛନ୍ତି। ତେବେ ରିଜୱାନଙ୍କ ସମୟ ଏବେ ଭଲ ଚାଲିନାହିଁ। ସେ ସବୁ ଦିଗରୁ…

ସାବାଲେଙ୍କା, ଶେଲ୍‌ଟନ କ୍ୱାର୍ଟରଫାଇନାଲରେ

ମେଲବୋର୍ନ, ୨୪ା୧ : ପଞ୍ଚମ ସିଡ୍‌ ଆରିନା ସାବାଲେଙ୍କା ପ୍ରଥମ ଥର ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ ବେଲିଣ୍ଡା ବେନ୍‌ସିକ୍‌ଙ୍କୁ ୭-୫, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ପୁରୁଷ ସିଙ୍ଗଲ୍ସରେ ଅଷ୍ଟ୍ରେଲିଆନ ଓପନରେ ପ୍ରଥମ…

ମେରୀ କମ୍‌ ନିରୀକ୍ଷଣ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୪ା୧:ଭାରତୀୟ ବକ୍ସିଂ କିମ୍ବଦନ୍ତୀ ଏମ୍‌ସି ମେରୀ କମ୍‌ଙ୍କୁ ୫ ଜଣିଆ ନିରୀକ୍ଷଣ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରିଛି କ୍ରୀଡ଼ା ମନ୍ତ୍ରଣାଳୟ। ଭାରତୀୟ କୁସ୍ତିଯୋଦ୍ଧା ସଂଘ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ନାମରେ ମହିଳା ଆଥ୍‌ଲେଟଙ୍କୁ ଯୌନ ଉତ୍ପୀଡ଼ନ…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ଇନ୍ଦୋର,୨୪ା୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଇନ୍ଦୋରର ହୋଲ୍‌କର କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ୨-୦ରେ ଆଗୁଆ ରହିଥିବା ଭାରତ ଏହି ମ୍ୟାଚ୍‌ରେ ନିଜର ମିଡଲ ଅର୍ଡର ସୁଧାରିବାକୁ ପ୍ରୟାସ କରିବ। ସେହିପରି ବୋଲିଂ ଲାଇନ୍‌ ଅପ୍‌ରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?