ଖେଳ

ଆଜିଠୁ କ୍ୱାର୍ଟର ଫାଇନାଲ

ଭୁବନେଶ୍ୱର, ୨୪।୧(କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ମଙ୍ଗଳବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ସ୍ପେନ୍‌ ଏବଂ ଦ୍ୱିତୀୟ କ୍ୱାର୍ଟରରେ ଗତଥରର ଚାମ୍ପିୟନ ବେଲ୍‌ଜିୟମକୁ ଭେଟିବ ନ୍ୟୁଜିଲାଣ୍ଡ। ୨୫ ତାରିଖରେ…

କ୍ୱାର୍ଟର ଫାଇନାଲରେ ଦକ୍ଷିଣ କୋରିଆ

ଭୁବନେଶ୍ୱର, ୨୪।୧ (କ୍ରୀଡ଼ା ପ୍ରତିନିଧି): ଦକ୍ଷିଣ କୋରିଆ ଅନ୍ତିମ ଦଳଭାବେ ଚଳିତ ହକିି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ କ୍ରସ୍‌ ଓଭର ମ୍ୟାଚରେ ଦଳ ଶୁଟଆଉଟରେ ୩-୨ ଗୋଲରେ ଆର୍ଜେଣ୍ଟିନାକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ମ୍ୟାାଚ…

ଆଜି ଭାରତ-ନ୍ୟୁଜିଲାଣ୍ଡ ଶେଷ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ଇନ୍ଦୋର,୨୪।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ ଖେଳାଯିବ। ଦୁଇ ଦଳ ମଧ୍ୟରେ ଶେଷ ଦିନିକିଆ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯିବ। ବର୍ତ୍ତମାନ ଟିମ ଇଣ୍ଡିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ…

ମହମ୍ମଦ ଶାମିଙ୍କୁ ବଡ଼ ଝଟ୍‌କା: ସ୍ତ୍ରୀଙ୍କୁ ମାସିକ ଦେବେ ଏତିକି ଟଙ୍କା ଖର୍ଚ୍ଚ

କୋଲକାତା,୨୪।୧: ଭାରତୀୟ ଫାଷ୍ଟ ବୋଲର ମହମ୍ମଦ ଶାମିଙ୍କୁ କୋଲକାତା କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଅଲଗା ରହୁଥିବା ସ୍ତ୍ରୀ ହସିନ ଜାହାନଙ୍କୁ ମାସିକ ୧ ଲକ୍ଷ ୩୦ ହଜାର ଟଙ୍କା ରକ୍ଷଣାବେକ୍ଷଣ ଖର୍ଚ୍ଚ ଦେବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିମଧ୍ୟରୁ…

ସୌରଭ ଗାଙ୍ଗୁଲିଙ୍ଗ ବାୟୋପିକର ସ୍କ୍ରିପ୍ଟ ପ୍ରସ୍ତୁତ

କୋଲକାତା,୨୪ ।୧: ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବାୟୋପିକ ନିର୍ମାଣକୁ ନେଇ ଅନେକ ଦିନରୁ ଘୋଷଣା ହୋଇ ସାରିଛି । ଏହାର ନିର୍ମାଣ ଲଭ ଫିଲ୍ମସ ଦ୍ୱାରା ହେଉଛି । ସୌରଭ ଗାଙ୍ଗୁଲିଙ୍କ ବାୟୋପିକକୁ ନେଇ ଗତ ୪-୫…

ଆଇସିସିର ପୁରୁଷ ଅନ୍ତର୍ଜାତୀୟ ଟି-୨୦ ଦଳ ଘୋଷଣା: ଭାରତରୁ କୋହଲି, ସୂର୍ଯ୍ୟକୁମାର, ପାଣ୍ଡ୍ୟା

ନୂଆଦିଲ୍ଲୀ, ୨୩ା୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ପୁରୁଷ ଅନ୍ତର୍ଜାତୀୟ ଟି-୨୦ ଦଳ ସୋମବାର ଘୋଷଣା କରାଯାଇଛି। ଏଥିରେ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବଙ୍କୁ ସ୍ଥାନ ମିଳିଛି। ଏଥିସହ ପାକିସ୍ତାନରୁ ଦୁଇ ଜଣ,…

ପୁରୁଷ ହକି ବିଶ୍ୱକପ୍‌: କ୍ବାର୍ଟର ଫାଇନାଲ୍‌ରେ ଜର୍ମାନୀ

ଭୁବନେଶ୍ବର,୨୩।୧: କଳିଙ୍ଗ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର କ୍ରସ୍‌ ଓଭର ମ୍ୟାଚ୍‌ରେ ଜର୍ମାନୀ ବିଜୟ ହୋଇଛି। ଫ୍ରାନ୍ସକୁ ୫-୧ ଗୋଲରେ ପରାସ୍ତ କରି ଜର୍ମାନୀ କ୍ବାର୍ଟର ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୨୫ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଜର୍ମାନୀ…

ସାତଫେରା ନେଲେ ଆଥିଆ-ରାହୁଲ

ମୁମ୍ବାଇ,୨୩।୧: ଦୀର୍ଘଦିନର ସମ୍ପର୍କ ପରେ ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲା ଫାର୍ମହାଉସରେ ସୋମବାର ଦୁହେଁ ରାଜକୀୟ ଢଙ୍ଗରେ ବିବାହ କରିଛନ୍ତି। ତେବେ ବିବାହକୁ ଦେଇ ସୁନୀଲ…

ବାବା ମହାକାଳେଶ୍ୱରଙ୍କୁ ଦର୍ଶନ କଲେ ଭାରତୀୟ ଖେଳାଳି: ରିଷଭ ପାଇଁ ପ୍ରାର୍ଥନା

ଉଜୈନ,୨୩।୧: ଭାରତୀୟ ଦଳର ଖେଳାଳି ସୂର୍ଯ୍ୟକୁମାର ଯାଦବ, କୁଲଦୀପ ଯାଦବ ଏବଂ ୱାଶିଂଟନ ସୁନ୍ଦର ଏବଂ ଦଳର କର୍ମକର୍ତ୍ତାମାନେ ବିଶ୍ୱ ପ୍ରସିଦ୍ଧ ବାବା ମହାକଳେଶ୍ୱର ମନ୍ଦିର ପରିଦର୍ଶନରେ ଯାଇଛନ୍ତି। ଖେଳାଳିମାନେ ବାବା ମହାକଳେଶ୍ୱରଙ୍କୁ ପୂଜା କରି ଆଶୀର୍ବାଦ ନେବା ସହ ଓମ…

ଓଡ଼ିଶା ବିପକ୍ଷରେ ବରୋଦା ୨୯୦/୪

ଭୁବନେଶ୍ୱର, ୨୩ା୧(ସ୍ପୋଟର୍‌ସ ବ୍ୟୁରୋ): କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା ବିପକ୍ଷ କୁଚ ବିହାର ଟ୍ରଫି କ୍ରିକେଟ ମ୍ୟାଚର ପ୍ରଥମ ଦିବସରେ ବରୋଦା ୪ ଉଇକେଟ ହରାଇ ୨୯୦ ରନ କରିଛି। ଦଳ ପକ୍ଷରୁ ଅଭୁମନ୍ୟୁ ସିଂ ୧୨୮ (୨୧୩ ବଲ୍‌,…

କୁନ୍‌ଲାଭଟ, ଆନ୍‌ ସେୟଙ୍ଗ୍‌ ଚାମ୍ପିୟନ

ନୂଆଦିଲ୍ଲୀ, ୨୩ା୧(ପି.ଟି.): ଥାଇଲାଣ୍ଡର କୁନ୍‌ଲାଭଟ ଭିଦିତଶରନ ଓ କୋରିଆର ଆନ୍‌ ସେୟଙ୍ଗ ଇଣ୍ଡିଆ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଯଥାକ୍ରମେ ପୁରୁଷ ଓ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେମାନେ ଯଥାକ୍ରମେ ଦୁଇଥର ବିଶ୍ୱ ଚାମ୍ପିୟନ ଭିକ୍ଟର ଏକ୍ସେଲସେନ୍‌ ଓ ଆକାନେ…

ଉଦ୍‌ଘାଟନୀ ମ୍ୟାଚ୍‌ରେ ନାଗପୁର ବିଜୟୀ

ବନ୍ତ, ୨୩।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋସ୍ଥିତ ହନୁମାନଜୀଉ ମିନିଷ୍ଟାଡିୟମରେ ଟିଲୋ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ୨୮ତମ ଅନ୍ତର୍ଜାତୀୟ ପ୍ରଦୀପ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଟିଲୋ କପ୍‌ ରବିବାର ଉଦ୍‌ଘାଟିତ ହୋଇଛି। ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?