ସ୍ବିଟେକ୍, ଗଫ୍ ୪ର୍ଥ ରାଉଣ୍ଡରୁ ବିଦା
ମେଲବୋର୍ନ,୨୩ା୧(ପି.ଟି.): ଅଷ୍ଟ୍ରେଲିଆନ୍ ଓପନ୍ ଟେନିସ୍ ଟୁର୍ନାମେଣ୍ଟରେ ରବିବାର ଦେଖିବାକୁ ମିଳିଛି ବଡ଼ ବିପର୍ଯୟ। ମହିଳା ସିଙ୍ଗଲ୍ସରେ ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନରେ ରହିଥିବା ଇଗା ସ୍ବିଟେକ୍ ଓ ୭ ନମ୍ବର କୋକୋଆ ଗଫ୍ ପରାଜୟ ସହ ଚତୁର୍ଥ ରାଉଣ୍ଡରୁ ବିଦାୟ…
ହକି ବିଶ୍ୱକପ୍ରୁ ବିଦାୟ ନେଲା ଭାରତ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭାରତ ୨୦୨୩ ହକି ବିଶ୍ୱକପ୍ରୁ ବିଦାୟ ନେଇଛି। କ୍ରସ୍ ଓଭର ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡଠାରୁ ପେନାଲଟି ସୁଟ୍ଆଉଟ୍ ପରାଜିତ ହୋଇଛି। ଫଳରେ ଭାରତର କ୍ୱାର୍ଟରଫାଇନାଲ ଖେଳିବା ଆଶା ମଉଳିଯାଇଛି। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଆରମ୍ଭରୁ ଭାରତ ଭଲ…
ହକି ବିଶ୍ୱକପ୍ ୨୦୨୩: ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କଲା ସ୍ପେନ୍
ଭୁବନେଶ୍ବର,୨୨।୧(ବ୍ୟୁରୋ): ହକି ବିଶ୍ୱକପ୍ ୨୦୨୩ରେ ପ୍ରଥମ ଟିମ ଭାବେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଛି ସ୍ପେନ୍। ମାଲେସିଆ ଓ ସ୍ପେନ ମଧ୍ୟରେ ରବିବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ରସ ଓଭର ମ୍ୟାଚରେ ସୁଟଆଉଟ୍ରେ ମାଲେସିଆକୁ ସ୍ପେନ ପରାସ୍ତ କରିଛି। ଏହି ବିଜୟ ସହ…
ରାହୁଲ-ଆଥିଆଙ୍କ ବିବାହକୁ ମୋବାଇଲ୍ ମନା
ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ। ଚାନ୍ଦଲାସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ଉଭୟ ପରସ୍ପରର ହାତ ଧରିବେ। ରାହୁଲ ଏବଂ ଆଥିଆଙ୍କ ବିବାହକୁ ଆସୁଥିବା…
ନିଜ ବାୟୋପିକ ଛାଡ଼ିଲେ ଅଖତର, ନିର୍ମାତାଙ୍କୁ ଦେଲେ ଚେତାବନୀ
ନୂଆଦିଲ୍ଲୀ, ୨୨।୧: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଜୀବନକାହାଣୀକୁ ନେଇ ଫିଲ୍ମ ‘ରାଓ୍ବଲପିଣ୍ଡି ଏକ୍ସପ୍ରେସ’ ଆସୁଥିବା ନେଇ ନିକଟରେ ଘୋଷଣା କରାଯାଇଥିଲା। ଏବେ ଶୋଏବ ଏହି ବାୟୋପିକ୍କୁ ପଛକୁ ହଟିଯିବା ସହ ଫିଲ୍ମ…
ପ୍ରେମିକାଙ୍କ ସହ ସର୍ବସାଧାରଣରେ ଝଗଡ଼ା: ଜରିମାନା ଗଣିବେ କ୍ଲାର୍କ !
ନୂଆଦିଲ୍ଲୀ, ୨୨।୧: ସର୍ବସାଧାରଣରେ ପ୍ରେମିକାଙ୍କ ସହ ବଚସାକୁ ନେଇ ଚର୍ଚ୍ଚାରେ ଅଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ କ୍ଲାର୍କଙ୍କୁ ପ୍ରେମିକା ଜାଡେ ଚାପୁଡ଼ା ମାରିଥିବା ଦେଖାଯାଇଥିଲା। ଏହି ଘଟଣା ପରେ…
ଶୁବମନ ଗିଲ୍ଙ୍କୁ ସ୍ବତନ୍ତ୍ର ନାଁରେ ଡାକିଲେ ପାକିସ୍ତାନ କ୍ରିକେଟର୍
ନୂଆଦିଲ୍ଲୀ,୨୨।୧: ଦିନିକିଆ କ୍ରିକେଟରେ ଭାରତୀୟ ଓପନର୍ ଶୁବମନ ଗିଲ ରନ ବର୍ଷା କରୁଛନ୍ତି। ନିକଟରେ ସେ ଲଗାତର ଶତକ ଏବଂ ଦ୍ୱିଶତକ ହାସଲ କରିଛନ୍ତି। ଶୁବମନଙ୍କ ଏହି ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ତଥା କ୍ରିକେଟର୍ ରମିଜ…
ଅଲିମ୍ପିକ୍ରେ ସାମିଲ ହୋଇପାରେ କ୍ରିକେଟ୍
ନୂଆଦିଲ୍ଲୀ,୨୨।୧: ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ ଗେମ୍ସରେ କ୍ରିକେଟ ଅନ୍ତର୍ଭୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିଜର ଅଭିଯାନକୁ ତ୍ୱରାନ୍ବିତ କରିଛି। ଆୟୋଜକ କମିଟିରେ ପ୍ରତ୍ୟେକ ୬-୬ଟି ମହିଳା ଏବଂ ପୁରୁଷ ଦଳ ପଠାଇବାକୁ ପ୍ରସ୍ତାବ ଦିଆଯାଇଛି। ଏ…
ହିଟ୍ମ୍ୟାନ୍ଙ୍କ ଭୁଲାମନ
ରାୟପୁର,୨୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଏମିତି କିଛି ଘଟିଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଭାରତୀୟ ଅଧିନାୟକ ରୋହିତ ଶର୍ମା ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଟସ ଜିତିଥିଲେ…
ଶେଷ ଗ୍ରାଣ୍ଡସ୍ଲାମ୍ରେ ହାରିଲେ ସାନିଆ ମିର୍ଜା, ଟାଇଟଲ ଜିତିବାର ଆଶା ମଉଳିଲା…
ମେଲବୋର୍ନ,୨୨।୧ : ମହିଳା ଡବଲ୍ସ ଇଭେଣ୍ଟରେ ଦ୍ୱିତୀୟ ରାଉଣ୍ଡରେ ରବିବାର ହାରିଯିବା ପରେ ସାନିଆ ର୍ମିଜା ଏବଂ ତାଙ୍କ ସହଯୋଗୀ ଆନା ଡାନିଲିନା ଅଷ୍ଟ୍ରେଲିଆ ଓପନରୁ ବାହାର ହୋଇଛନ୍ତି। ଇଣ୍ଡୋ-କାଜାକ ଯୋଡି ବେଲଜିୟମର ଆଲିସନ ୱାନ ୟୁଟଭ୍ୟାଙ୍କ ଏବଂ ୟୁକ୍ରେନର ଆନହେଲିନା…
ସମସ୍ତଙ୍କ ହୃଦୟ ଜିତିଲେ ରୋହିତ ଶର୍ମା
ରାୟପୁର,୨୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରର ବିଜୟୀ ହୋଇଛି। ଏହି ବିଜୟ ସହ ସିରିଜ କବଜା କରିଥିଲା। ଅଧିନାୟକ ରୋହିତ ଶର୍ମା ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏହି ମ୍ୟାଚ…
ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ ଟିଭି,…

