ଖେଳ

ଆମ ଉପରେ ଚାପ ରହିବ: ରିଡ୍‌

ଭୁବନେଶ୍ୱର, ୨୨।୧: ହକି ବିଶ୍ୱକପର କ୍ରସ୍‌ ଓଭରରେ ଭାରତ ରବିବାର ନ୍ୟୁଜିଲାଣ୍ଡକୁ ଭେଟିବ। ବିଶ୍ୱ ର଼୍ୟାଙ୍କିଙ୍ଗରେ ଭାରତ ୬ ଓ ନ୍ୟୁଜିଲାଣ୍ଡ ୧୨ ନମ୍ବରରେ ରହିଛି। ଭାରତ ଘରୋଇ ପରିବେଶରେ ବିଶ୍ୱକପ ଖେଳୁଥିବାବେଳେ ନ୍ୟୁଜିଲାଣ୍ଡ ବାହାର ପରିବେଶରେ ଶ୍ରେଷ୍ଠ ପ୍ରଦର୍ଶନପାଇଁ ପ୍ରତିଶ୍ରୁତିବଦ୍ଧ।…

ହକି ସୁନ୍ଦରଗଡ଼ର ସ୍ପନ୍ଦନ

ସମୃଦ୍ଧ ଜନଜାତି ପରମ୍ପରା, ନୈସର୍ଗିକ ପ୍ରାକୃତିକ ସୌନ୍ଦଯର୍‌ୟ, ଖଣିଜ ସମ୍ପଦରେ ରତ୍ନଗର୍ଭା, ଆଦିମାନବଙ୍କ ଐତିହ୍ୟର ସ୍ବାକ୍ଷର ବହନ କରୁଥିବା ଓଡ଼ିଶାର ଉପାନ୍ତରେ ଅବସ୍ଥିତ ସୁନ୍ଦରଗଡ଼ ଜିଲା। ଜନଜାତିଙ୍କ ଜିଲା ଭାବେ ସ୍ବୀକୃତ ସୁନ୍ଦରଗଡ଼ ସମ୍ପ୍ରତି ବିଶ୍ୱ କ୍ରୀଡା ମାନଚିତ୍ରରେ ଏକ ସ୍ବତନ୍ତ୍ର…

ହକି ବିଶ୍ୱକପ: ଗୋଲ ସ୍କୋରିଂରେ ହୋଇପାରେ ରେକର୍ଡ

ଭୁବନେଶ୍ୱର, ୨୨।୧: ଚଳିତ ହକି ବିଶ୍ୱକପରେ ଏପର୍ଯ୍ୟନ୍ତ ୨୪ଟି ପୁଲ୍‌ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି। ଏହା ମଧ୍ୟରେ ୫.୪୨ ହାରରେ ୧୩୦ଟି ଗୋଲ ସ୍କୋର ହୋଇଛି। ଏହା ମଧ୍ୟରେ ଫିଲ୍ଡ ଗୋଲ ୮୦, ପେନାଲ୍ଟି କର୍ନର ଗୋଲ ୪୩ ଓ…

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ

ଭୁବନେଶ୍ୱର,୨୨ା୧: ହକି ବିଶ୍ୱକପ୍‌ରେ ଭାରତକୁ ଲାଗିଛି ବଡ଼ ଝଟକା। ଶନିବାର ଭାରତର ଆଟାକିଂ ମିଡ୍‌ଫିଲ୍ଡର ହାର୍ଦ୍ଦିକ୍‌ ସିଂ ଆହତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ରବିବାର ଇଂଲଣ୍ଡ ବିପକ୍ଷ ଗୋଲଶୂନ୍ୟ ମ୍ୟାଚ୍‌ର ଚତୁର୍ଥ କ୍ୱାର୍ଟରରେ ହାର୍ଦ୍ଦିକଙ୍କ ମାଂସପେଶୀ ଟାଣି ହୋଇ ଯାଇଥିଲା।…

ସିରିଜ ଜିତିଲା ଭାରତ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚକୁ ସହଜରେ ଟିମ ଇଣ୍ଡିଆ ଜିତିଛି। ଏହା ସହିତ ତିନିଟିକିଆ ସିରିଜକୁ ଭାରତ ୨-୦ରେ ଜିତଛି। ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ…

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଜାରି ରହିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବୋଲିଂ…

ଭାରତର ବୋଲିଂରେ ନ୍ୟୁଜିଲାଣ୍ଡ ଧରାଶାୟୀ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରରେ ଜାରି ରହିଛି। ଭାରତୀୟ ଦଳ ଏହି ମ୍ୟାଚ ଜିତିବାକୁ ଏବଂ ସିରିଜକୁ ନିଜ ନାମ କରିବାକୁ ଚାହୁଁଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା…

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି

ରାୟପୁର,୨୧ା୧: ରାୟପୁର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ମ୍ୟାଚ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହୋଇଛି। ଏଥିରେ ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ନ୍ୟୁଜିଲାଣ୍ଡ…

ଡ୍ର ମ୍ୟାଚରେ ଶୁଭ୍ରାଂଶୁଙ୍କ ଶତକ

ଭୁବନେଶ୍ୱର,୨୧।୧(କ୍ରୀଡ଼ା ପ୍ରତିନିଧି): ମିରୁଟରେ ଶୁକ୍ରବାର ଶେଷ ହୋଇଥିବା ଓଡ଼ିଶା-ଉତ୍ତର ପ୍ରଦେଶ ରଣଜୀ ଟ୍ରଫି ମ୍ୟାଚ ଡ୍ର ରହିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ସେନାପତି ଶତକ ହାସଲ କରି ଉଲ୍ଲେଖନୀୟ ସଫଳତା ପାଇଥିବାବେଳେ ଓପନର ଅନୁରାଗ ଷଡ଼ଙ୍ଗୀ ୯୧ ରନର ଇନିଂସ…

ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ ଆଜି

ରାୟପୁର, ୨୧।୧ (ପି.ଟି.): ଭାରତ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଏଠାରେ ଶନିବାର ଖେଳାଯିବ। ଏଥିରେ ବିଜୟ ଲାଭ କରି ୨-୦ରେ ଅଗ୍ରଣୀ ସହ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା…

ଫୁଟ୍‌ବଲର ଆଲ୍‌ଭେସ୍‌ ସ୍ପେନ୍‌ରେ ଗିରଫ

ବାର୍ସିଲୋନା,୨୧।୧ (ଏପି): ବ୍ରାଜିଲ ଫୁଟ୍‌ବଲ ଖେଳାଳି ଡାନି ଆଲ୍‌ଭେସ୍‌ ଶୁକ୍ରବାର ଗିରଫ ହୋଇଛନ୍ତି। ସ୍ପେନ୍‌ରେ ସେ ଜଣେ ମହିଳାଙ୍କୁ ଟଣାଓଟରା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଡିସେମ୍ବର ୩୧ରେ ବାର୍ସିଲୋନାସ୍ଥିତ ଏକ ନାଇଟ୍‌ କ୍ଲବରେ ଘଟିଥିଲା। ଆଲ୍‌ଭେସ୍‌ଙ୍କୁ କୋର୍ଟରେ ହାଜର…

ସାଇବର କ୍ରାଇମ୍‌: ଆଇସିସି ହରାଇଛି ୨.୫ ନିୟୁତ ଡଲାର

ନୂଆଦିଲ୍ଲୀ, ୨୧।୧ (ପି.ଟି.): ସାଇବର କ୍ରାଇମ୍‌ର ଶିକାର ହୋଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପାଖାପାଖି ୨.୫ ନିୟୁତ ଆମେରିକୀୟ ଡଲାର ହରାଇଛି। ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଗତବର୍ଷ ଏହି ଘଟଣା ଘଟିଛି। ଆର୍ଥିକ ଘୋଟାଲା କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?