ଖେଳ

‘ହକିକୁ କ୍ୟାରିୟର କରିଥିବାରୁ ଗର୍ବ ଲାଗୁଛି’

ଭୁବନେଶ୍ୱର, ୧୯।୧ (ତପନ ସ୍ବାଇଁ): ”ଭାରତ ଏବଂ ଓଡ଼ିଶାରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ହେଉଛି ହକି ବିଶ୍ୱକପ୍‌। ଏଥିପାଇଁ ସମଗ୍ର ଓଡ଼ିଶାରେ ଉତ୍ସବର ପରିସ୍ଥିତି ସୃଷ୍ଟି ହୋଇଛି। ବହୁତ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି। ଭୁବନେଶ୍ୱର କୁହନ୍ତୁ କିମ୍ବା ରାଉରକେଲା ସହରର…

ପୁଲ୍‌ ‘ସି’ର ଭାଗ୍ୟ ନିର୍ଦ୍ଧାରଣ ଆଜି

ଭୁବନେଶ୍ୱର, ୧୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଗ୍ରୁପ୍‌ ମ୍ୟାଚ ଗୁଡ଼ିକର ଅନ୍ତିମ ପର୍ଯ୍ୟାୟ ଉପନୀତ ହୋଇଛି। ଗୁରୁବାର ପୁଲ୍‌ ସି’ ଓ ‘ଡି’ର ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ମ୍ୟାଚ ଗୁଡ଼ିକପରେ କେଉଁ ଦଳ ସିଧାସଳଖ କ୍ୱାର୍ଟର ଫାଇନାଲ ଖେଳିବ…

ଅନେକଗୁଡ଼ିଏ ଚିନ୍ତା ବିପଜ୍ଜନକ ହୋଇପାରେ: ରିଡ୍‌

ଚଳିତି ହକି ବିଶ୍ୱକପର କ୍ୱାର୍ଟର ଫାଇନାଲକୁ ସିଧାସଳଖ ଯୋଗ୍ୟତା ଅର୍ଜନ କରିବାକୁ ହେଲେ ଭାରତ ଏହାର ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ଓ୍ବେଲ୍ସ ବିପକ୍ଷରେ ବୃହତ୍‌ ବିଜୟ ହାସଲ କରିବା ଆବଶ୍ୟକ ହେଉଛି। ଦୁଇଟି ଦଳର ପଏଣ୍ଟ ସମାନ ହେଲେ ଗୋଲ ବ୍ୟବଧାନ…

ଓ୍ବେଲ୍ସ ବିପକ୍ଷରେ ବୃହତ୍‌ ବିଜୟ ଲକ୍ଷ୍ୟରେ ଭାରତ

ଭୁବନେଶ୍ୱର, ୧୯।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ରେ ଗୁରୁବାର ୪ଟି ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହା ମଧ୍ୟରୁ ପୁଲ୍‌ ‘ଡି’ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଓ୍ବେଲ୍ସକୁ ଭେଟିବ ଭାରତ। ରାତି ୭ଟାରେ ଏହି ମ୍ୟାଚ ଆରମ୍ଭ ହେବ।…

୧୦ ଉଇକେଟରେ ଜିତିଲା ହିମାଚଳ

ସମ୍ବଲପୁର,୧୯।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଡାଡିୟମରେ ଅନୁଷ୍ଠିତ ୨୫ ବର୍ଷରୁ କର୍ନେଲ ସିକେ ନାଉଡୁ ଟ୍ରଫିରେ ଓଡିଶାକୁ ୧୦ ଉଇକେଟରେ ହରାଇଛି ହିମାଚଳ ପ୍ରଦେଶ। ଫଲୋଅନ୍‌ ପରେ ଓଡ଼ିଶା ମାତ୍ର ୧୯୩ ରନରେ ଅଲଆଉଟ ହୋଇଥିଲା। ହିମାଚଳ ସମ୍ମୁଖରେ ୧…

ଝାଡ଼ଖଣ୍ଡ ଏକାଦଶକୁ ହରାଇଲା ଓଡ଼ିଶା

କାଳିଆପାଣି, ୧୯ା୧ (ଡି.ଏନ.ଏ.) : ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳର ଟାଟା ଷ୍ଟିଲ୍‌ ମାଇନିଂ କଲୋନି ପରିସର ଖେଳ ପଡ଼ିଆରେ ବୁଧବାର ଦୃଷ୍ଟିବାଧିତ ଆନ୍ତଃରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ଏକାଦଶ ବିଜୟୀ ହୋଇଛି। ଟାଟା…

ସିରାଜଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡକୁ ୧୨ ରନ୍‌ରେ ପରାସ୍ତ କଲା ଭାରତ

ହାଇଦ୍ରାବାଦ୍‌,୧୮।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୧୨ ରନ୍‌ରେ ପରାସ୍ତ କରିଛି। ୩୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ୪୯.୨ ଓଭରରେ ୩୩୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ…

ରେସଲରଙ୍କ ଅଭିଯୋଗ ପ୍ରମାଣିତ ହେଲେ ଫାଶିରେ ଝୁଲି ପଡ଼ିବି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୮।୧: ଭାରତୀୟ କୁସ୍ତି ମହାସଂଘର ସଭାପତି ତଥା ଭାଜପା ଏମ୍‌ପି ବ୍ରିଜ ଭୂଷଣ ଶାରନ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ରେସଲର୍‌। ସେମାନେ ସଭାପତି ପରିବର୍ତ୍ତନ କରିବାକୁ ଅଡି ବସିବା ସହ ଦାବି…

ଭାରତୀୟ କୁସ୍ତି ମହାସଂଘର ସଭାପତିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଭିନେଶ

ନୂଆଦିଲ୍ଲୀ,୧୮।୧: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଭାରତୀୟ କୁସ୍ତି ମହାସଂଘ) ଏବଂ ଏହାର ସଭାପତି ବ୍ରିଜ ଭୂଷଣ ଶାରନ ସିଂହଙ୍କ ବିରୋଧରେ ବିକ୍ଷୋଭ କରିଛନ୍ତି ଭାରତୀୟ ରେସଲର। ଟୋକିଓ ଅଲିମ୍ପିକ ୨୦୨୨ ପଦକ ବିଜେତା ବଜରଙ୍ଗ ପୁନିଆ, ରିଓ ଅଲିମ୍ପିକ ୨୦୧୬ ବ୍ରୋଞ୍ଜ…

‘ଗିଲ ହେ କି ମାନତା ନେହିଁ’

ହାଇଦ୍ରାବାଦ,୧୮।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଚମକିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ। ବିସ୍ଫୋରକ ବ୍ୟାଟିଂ କରି ସେ ନିଜର ଦ୍ୱିଶତକ ପୂରଣ କରିଛନ୍ତି। ଏହି ସଫଳତାକୁ ନେଇ ପୂର୍ବତନ କ୍ରିକେଟର ବିରେନ୍ଦ୍ର ସେହ୍ବାଗ ଫିଲ୍ମର ପୋଷ୍ଟର ଶେୟାର କରି…

ଇତିହାସ ରଚିଲେ ଶୁବମନ ଗିଲ

ହାଇଦ୍ରାବାଦ୍‌,୧୮।୧: ହାଇଦ୍ରାବାଦ୍‌ରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଶୁବମନ ଗିଲ ଦ୍ୱିଶତକ ହାସଲ କରିଛନ୍ତି। ଏହି ମ୍ୟାଚରେ ଗିଲ ୧୪୬ ବଲରେ ଦ୍ରୁତ ଦ୍ୱିଶତକ ହାସଲ କରିଥିଲେ। ସେ ୨୦୮ ରନର ପାଳି ଖେଳିଥିଲେ। ସେ ତାଙ୍କ ଇନିଂସରେ ୧୯…

ନ୍ୟୁଜିଲାଣ୍ଡକୁ ୩୫୦ ରନ୍‌ ଟାର୍ଗେଟ୍‌ ଦେଲା ଭାରତ

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ଆଠ ଉଇକେଟ ହରାଇ ୩୪୯ ରନ ସଂଗ୍ରହ କରିଥିଲା। ଦଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?