ଖେଳ

ଭାରତୀୟ ଦଳର ଜୋରଦାର ଅଭ୍ୟାସ

ଭୁବନେଶ୍ୱର, ୧୮।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ରେ ନିଜର ପ୍ରଥମ ୨ଟି ମ୍ୟାଚ ରାଉରକେଲାର ବିର୍ସା ମୁୁଣ୍ଡା ଷ୍ଟାଡିୟମରେ ଖେଳିଥିବା ଭାରତୀୟ ଦଳ ସୋମବାର ଭୁବନେଶ୍ୱରରେ ପହଞ୍ଚତ୍ଥିବାବେଳେ ମଙ୍ଗଳବାର ଜୋରଦାର ଅଭ୍ୟାସ କରିଛି। ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚରେ…

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ୍‌

ହାଇଦ୍ରାବାଦ୍‌,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ୧୮ ଜାନୁଆରୀ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯିବ। ୧୬ ଜାନୁଆରୀରେ ନ୍ୟୁଜିଲାଣ୍ଡ ଦଳ ହାଇଦ୍ରାବାଦରେ ପହଞ୍ଚିଛି। ଏହି ସିରିଜ୍‌ ରୋମାଞ୍ଚକର…

ଦକ୍ଷିଣ କୋରିଆ ୨-୧ ଗୋଲରେ ଜାପାନକୁ ହରାଇଲା…

ଭୁବନେଶ୍ୱର, ୧୭।୧: ହକି ବିଶ୍ୱକପ୍‌ର ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସୀୟ ଲଢ଼େଇରେ ଦକ୍ଷିଣ କୋରିଆ ଜାପାନକୁ ୨-୧ ଗୋଲରେ ହରାଇଛି। ଏଥିସହ ୨ ମ୍ୟାଚରୁ ଦକ୍ଷିଣ କୋରିଆ ପ୍ରଥମ ବିଜୟ ହାସଲ କରିଛି । ଦକ୍ଷିଣ କୋରିଆ ପକ୍ଷରୁ ଡବଲ…

କିଏ ସେ ରଜତ ପାଟିଦାର? ଆହତ ଶ୍ରେୟସଙ୍କ ସ୍ଥାନରେ ଯାହାଙ୍କୁ ମିଳିଲା ଡେବ୍ୟୁ ସୁଯୋଗ

ହାଇଦ୍ରାବାଦ,୧୭।୧: ଟିମ୍‌ ଇଣ୍ଡିଆ ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଖେଳିବ। ଏହାପୂର୍ବରୁ ଆହତ ଯୋଗୁ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ ଆୟାର। ତେବେ ତାଙ୍କ ବଦଳରେ ଦଳରେ ରଜତ ପାଟିଦାରଙ୍କୁ…

ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ…

ହାଇଦ୍ରାବାଦ,୧୭।୧: ଶ୍ରୀଲଙ୍କା ବିପକ୍ଷରେ ସିରିଜ ପରେ ଏବେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ। ଏହାର ଗୋଟିଏ ଦିନ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା ଲାଗିଛି। ଆହତ ହେବା ଯୋଗୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଶ୍ରେୟସ…

ନ୍ୟୁଜିଲାଣ୍ଡ ସିରିଜ ପାଇଁ ଶିବବ୍ରତ ମ୍ୟାନେଜର

ଭୁବନେଶ୍ୱର,୧୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ସଦସ୍ୟ ରହିଥିବା ଶିବବ୍ରତ ମଲ୍ଲିକଙ୍କୁ ନ୍ୟୁଜିଲାଣ୍ଡ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ମ୍ୟାନେଜର ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଆସନ୍ତା ୧୮…

କ୍ୱାର୍ଟର ଫାଇନାଲରେ ନେଦରଲାଣ୍ଡ୍ସ

ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୭।୧: ଗତ ସଂସ୍କରଣର ରନରଅପ୍‌ ନେଦରଲାଣ୍ଡ୍ସ ପ୍ରଥମ ଦଳ ଭାବେ ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ପୁଲ୍‌ ସି’ ମ୍ୟାଚ୍‌ରେ ଏହି…

ଫସିଲେ ପାକିସ୍ତାନ ଅଧିନାୟକ: ଯୁବତୀଙ୍କ ସହ ବ୍ୟକ୍ତିଗତ ଫଟୋ, ଭିଡିଓ ଭାଇରାଲ

ଇସଲାମାବାଦ୍‌,୧୭।୧: ପାକିସ୍ତାନୀ ଅଧିନାୟକ ବାବର ଆଜମ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଏବଂ କିଛି ଫଟୋ ଭାଇରାଲ ହୋଇଛି। ଯେଉଁଥିରେ ସେ ଯୁବତୀଙ୍କ ସହିତ ଆପତ୍ତିଜନକ ଚାଟ ଏବଂ…

ଜୀବନ ବଞ୍ଚାଇଥିବା ୨ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏମିତି କହିଲେ ରିଷଭ

ମୁମ୍ବାଇ,୧୭।୧:ସଡକ ଦୁର୍ଘଟଣା ପରେ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଗୋଡ ଅସ୍ତ୍ରୋପଚାର କରାଯାଇଛି। ତାଙ୍କର ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ କ୍ରିକେଟ ପଡ଼ିଆକୁ ଫେରିବା ପାଇଁ ତାଙ୍କର ଯାତ୍ରା ମଧ୍ୟ ଆରମ୍ଭ ହୋଇଛି ବୋଲି ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।…

ଆକର୍ଷଣର କେନ୍ଦ୍ର ଓଲି ରାଇଜ

ରାଉରକେଲା ଅଫିସ,୧୭।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପ୍ରଥମଥର କରି ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି। ଏହି ବିଶ୍ୱକପ୍‌ ମ୍ୟାଚ୍‌ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଷ୍ଟାଡିୟମର ଦକ୍ଷିଣ ଷ୍ଟାଣ୍ଡ୍‌ରେ ଏକ ଓଲିସ୍‌ ଲ୍ୟାଣ୍ଡ (ଓଲି ରାଇଜ) ନିର୍ମାଣ…

ଭିକ୍ଟରଙ୍କ ଡବଲ ଗୋଲରେ ଫ୍ରାନ୍ସ ବିଜୟୀ

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି): ଅଧିନାୟକ ଭିକ୍ଟର ଚାର୍ଲେଟଙ୍କ ଡବଲ ଗୋଲ ବଳରେ ଫ୍ରାନ୍ସ ଚଳିତ ହକି ବିଶ୍ୱକପ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ସୋମବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପୁଲ୍‌ ଏ’ର ଏକ ମ୍ୟାଚ୍‌ରେ ଏହି ଦଳ ୨-୧ ଗୋଲରେ ଦକ୍ଷିଣ…

ପଏଣ୍ଟ ଭାଗକଲେ ଅଷ୍ଟ୍ରେଲିଆ-ଆର୍ଜେଣ୍ଟିନା

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ର ସୋମବାର ଅନୁଷ୍ଠିତ ଅଷ୍ଟ୍ରେଲିଆ-ଆର୍ଜେଣ୍ଟନା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ୩-୩ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ବିଶ୍ୱର ନମ୍ବର ୱାନ୍‌ ଦଳ ଆରମ୍ଭରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?