ଚମକପ୍ରଦ ବିଜୟ ହାସଲ କଲା ଭାରତ
ପୋର୍ଟ ଅଫ୍ ସ୍ପେନ୍,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଭାରତ ୨ ଉଇକେଟରେ ଜିତିଥିଲା। ଏହି ବିଜୟ ସହିତ ଏହି ସିରିଜ ଭାରତ ହାତେଇଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ କ୍ରମାଗତ ୧୨ଟି ସିରିଜ ଜିତିବାର...
ଭାରତ ଆଗରେ ୩୧୨ ରନ୍ର ବିଜୟ ଲକ୍ଷ୍ୟ
ପୋର୍ଟ-ଅଫ୍-ସ୍ପେନ,୨୪ା୭: କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ରବିବାର ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ୱେଷ୍ଟଇଣ୍ଡିଜର ପାଳି ଆରମ୍ଭ କରିଥିଲେ ବ୍ୟାଟର ଶାଇ ହୋପ ଏବଂ କାଇଲ...
ଚାଣ୍ଡିମଲ-ଫର୍ନାଣ୍ଡୋଙ୍କ ଅର୍ଦ୍ଧଶତକ: ଶ୍ରୀଲଙ୍କା ୩୧୫/୬
ଗାଲେ,୨୪ା୭: ଶ୍ରୀଲଙ୍କା ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ସୁଦ୍ଧା ଶ୍ରୀଲଙ୍କା ୬ ଉଇକେଟ ହରାଇ ୩୧୫ ରନ୍ କରିବାରେ ସକ୍ଷମ ହୋଇଛି। ଦୀନେଶ ଚାଣ୍ଡିମଲ ଏବଂ ଓଶାଡା ଫର୍ନାଣ୍ଡୋଙ୍କ ଅର୍ଦ୍ଧଶତକ ଏବଂ ଅଞ୍ଜେଲୋ...
ଟସ୍ ଜିତିଲା ଓ୍ବେଷ୍ଟଇଣ୍ଡିଜ୍
ପୋର୍ଟ ଅଫ୍ ସ୍ପେନ୍,୨୪।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ତ୍ରିନିଦାଦର ପୋର୍ଟ ଅଫ୍ ସ୍ପେନ୍ରେ ଆରମ୍ଭ ହୋଇଛି। ଓ୍ବେଷ୍ଟଇଣ୍ଡିଜ୍ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତ ପକ୍ଷରୁ ଆଭେଶ ଖାନ୍ ଏହି...
ବାପା ହେଲେ କ୍ରୁନାଲ ପାଣ୍ଡ୍ୟା
ମୁମ୍ବାଇ,୨୪।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ରବିବାର ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ପଙ୍ଖୁରୀ ଶର୍ମା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କ୍ରୁନାଲ ତାଙ୍କ ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଏହି ଖୁସି ଖବର ଶେୟାର...
ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ପୋର୍ଟ ଅଫ ସ୍ପେନ୍,୨୪ା୭: ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳାଯିବ। ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ କଡା ସଂଘର୍ଷପୂର୍ଣ୍ଣ ବିଜୟ ପରେ ସିରିଜ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ। ଷ୍ଟାଣ୍ଡଇନ୍ କ୍ୟାପଟେନ୍ ଶିଖର...
ବିଶ୍ୱ ଚାମ୍ପିୟନଶିପ୍ରେ ରୋପ୍ୟ ଜିତି ଇତିହାସ ରଚିଲେ ନୀରଜ
ନୂଆଦିଲ୍ଲୀ,୨୪।୭: ବିଶ୍ୱ ଆଥଲେଟିକ ଚାମ୍ପିଅନଶିପ୍ରେ ରୋପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ୨୦୦୩ ପରେ ସେ ଏହି ଚାମ୍ପିୟନଶିପ୍ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ନିରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନଶିପ୍ର...
ମୁଁ ତୁମର ସବୁଠାରୁ ବଡ଼ ଫ୍ୟାନ୍: ଧନଶ୍ରୀ
ନୂଆଦିଲ୍ଲୀ,୨୩।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଦୁଇ ଉଇକେଟ ନେଇଥିବା ଯୁଜବେନ୍ଦ୍ର ଚହଲଙ୍କ ଆଜି ଜନ୍ମଦିନ। ଏହାକୁ ନେଇ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ସ୍ତ୍ରୀ ଧନଶ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ସ୍ବତନ୍ତ୍ର ପୋଷ୍ଟ କରିଛନ୍ତି। ହେଲେ ଧନଶ୍ରୀଙ୍କ ବାର୍ତ୍ତା...
ପୁଣି ବାପା ହେବେ ରାହାଣେ, ଫଟୋ ଶେୟାର କରି ଦେଲେ ସୂଚନା
ନୂଆଦିଲ୍ଲୀ,୨୩।୭: ପୁଣି ବାପା ହେବେ ଭାରତୀୟ କ୍ରିକେଟ୍ ଟିମ୍ର ବ୍ୟାଟ୍ସମ୍ୟାନ ଆଜିଙ୍କ୍ୟ ରାହାଣେ। ଏହାକୁ ନେଇ ରାହାଣେଙ୍କ ସ୍ତ୍ରୀ ସୋସିଆଲ ମିଡ଼ିଆରେ ଶେୟାର କରିଛନ୍ତି। ଯେଉଁଥିରେ ସେ ଅଜିଙ୍କ୍ୟ ରାହାଣେ ଓ ଝିଅଙ୍କ ସହ ନଜର ଆସିଛନ୍ତି। ଏହି ଖବର...
୨ ଦିନିକିଆରୁ ବାଦପଡ଼ିଲେ ଜାଡେଜା : ତୃତୀୟ ଉପରେ ରହିଛି ନଜର
ପୋର୍ଟ ଅଫ୍ ସ୍ପେନ୍,୨୩ା୭: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ପ୍ରଥମ ଦୁଇ ଅନ୍ତର୍ଜାତୀୟ ଦିନିକିଆ ମୁକାବିଲାରୁ ବାଦ୍ ପଡିଛନ୍ତି। ଆଣ୍ଠୁରେ ଆଘାତ କାରଣରୁ ପ୍ରଥମ ଦୁଇ ଦିନିକିଆରୁ ଜାଡେଜାଙ୍କୁ ବାଦ୍ ଦିଆଯାଇଛି। ପୂର୍ବରୁ ଏହି ସିରିଜରୁ ବରିଷ୍ଠ ଖେଳାଳି...
୩ ରନ୍ରେ ଜିତିଲା ଟିମ୍ ଇଣ୍ଡିଆ
ପୋର୍ଟ ଅଫ୍ ସ୍ପେନ୍,୨୩।୭: ତ୍ରିନିଦାଦର ପୋର୍ଟ ଅଫ ସ୍ପେନ୍ରେ ୱେଷ୍ଟଇଣ୍ଡିଜ-ଭାରତ ମଧ୍ୟରେ ଆରମ୍ଭ ହୋଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ରେ ଭାରତ ୩ ରନ୍ରେ ବିଜୟୀ ହୋଇଛି । ଫଳରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ ୧-୦ରେ ଭାରତ...
ଗାଭାସ୍କରଙ୍କୁ ବଡ ସମ୍ମାନ, ପ୍ରଥମଥର ଭାରତୀୟ ଖେଳାଳିଙ୍କ ନାମରେ ଇଂଲଣ୍ଡରେ ଷ୍ଟାଡିୟମ
ଲଣ୍ଡନ,୨୩ ।୭: ଇଂଲଣ୍ଡରେ ଭାରତୀୟ କ୍ରିକେଟକୁ ଏକ ବଡ ସମ୍ମାନ ମିଳିଛି । ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ତଥା ମହାନ ବ୍ୟାଟ୍ସ ମ୍ୟାନ ସୁନିଲ ଗାଭାସ୍କରଙ୍କ ନାମରେ ଇଂଲଣ୍ଡର ଏକ ଷ୍ଟାଡିୟମର ନାମକରଣ କରାଯିବ ଲିସେଷ୍ଟର କ୍ରିକେଟ ଗ୍ରାଉଣ୍ଡର...
Archives


