ଭାଙ୍ଗି ପଡ଼ିଛନ୍ତି ପାକିସ୍ତାନୀ ଖେଳାଳି; ଉପଅଧିନାୟକ ଭୋ-ଭୋ ହୋଇ କାନ୍ଦିବା ଭିଡିଓ ଭାଇରାଲ
ପର୍ଥ,୨୯।୧୦: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍ ୨୦୨୨ରେ ଖରାପ ପ୍ରଦର୍ଶନକୁ ନେଇ ସମାଲୋଚିତ ହେଉଛି ପାକିସ୍ତାନ। ଭାରତ ପରେ ଜିମ୍ବାଓ୍ବେ ଭଳି ଦୁର୍ବଳ ଦଳ ବିପକ୍ଷରେ ମାତ୍ର ଗୋଟିଏ ରନ୍ରେ ପରାଜିତ ହେବାକୁ ପଡ଼ିଥିଲା। ଏହାକୁ ନେଇ ଦଳର ସମସ୍ତ ଖେଳାଳି…
ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍ରୁ ବାଦ୍ ପଡ଼ିବେ କେଏଲ୍ ରାହୁଲ? ବ୍ୟାଟିଂ କୋଚ୍ କହିଲେ…
ନୂଆଦିଲ୍ଲୀ,୨୯।୧୦: ଟି୨୦ ବିଶ୍ୱକପ୍ ୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ। ପର୍ଥରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଅନେକ ଦୃଷ୍ଟିରୁ ଭାରତ ଲାଗି ଗୁରୁତ୍ୱପୂର୍ଣ୍ଣ। ହେଲେ ଦଳରେ କେ.ଏଲ୍. ରାହୁଲଙ୍କ ପ୍ରଦର୍ଶନକୁ ନେଇ ସେ ଏହି…
କିୱି ଦଳ ବୋଲିଂରେ ଶ୍ରୀଲଙ୍କା ଚିତ୍ପଟାଙ୍ଗ, ୬୫ ରନ୍ରେ ହାରିଲା…
ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍ ଖେଳାଯାଉଥିବା ମ୍ୟାଚ୍ରେ କିୱି ଦଳ ବୋଲିଂରେ ଶ୍ରୀଲଙ୍କା ଚିତ୍ପଟାଙ୍ଗ ମାରିଛି। ଶ୍ରୀଲଙ୍କା ଦଳ ୧୯.୨ ଓଭରରେ ୧୦ ଓ୍ବିକେଟ ହରାଇ ମାତ୍ର ୧୦୨ ରନ୍…
ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…
ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ସ୍ଥାନ ପାଇଁ ଲଢ଼େଇ ଜାରି ରହିଛି। ନ୍ୟୁଜିଲାଣ୍ଡର ଦୁଇଟି ମ୍ୟାଚରୁ ତିନୋଟି ପଏଣ୍ଟ ରହିଛି ଏବଂ ଦଳ…
ରବିବାର ଭାରତ-ଦକ୍ଷିଣ ଆଫ୍ରିକା ହାଇଭୋଲ୍ଟେଜ ମୁକାବିଲା
ନୂଆଦିଲ୍ଲୀ,୨୯ା୧୦: ଟି-୨୦ ବିଶ୍ୱକପ୍ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ହେବ ହାଇଭୋଲ୍ଟେଜ ମୁକାବିଲା। ଦୁଇ ଦଳ ମଧ୍ୟରେ ମ୍ୟାଚ ବେଶ୍ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ପର୍ଥ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟିଂ ଏବଂ ଦକ୍ଷିଣ…
ଟସ୍ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି, ଶ୍ରୀଲଙ୍କା ପାଇଁ ‘କର ବା ମର’ ସ୍ଥିତି
ସିଡନୀ,୨୯।୧୦ : ଟି-୨୦ ବିଶ୍ୱକପ୍ ସୁପର-୧୨ ଶନିବାର ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ୱିଲିୟମସନ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷେ ନ୍ୟୁଜିଲାଣ୍ଡ ୪ ଓଭର ଖେଳ ସୁଦ୍ଧା ୨ ଉଇକେଟ ହରାଇ ୧୫ ରନ୍ କରିଛି।…
ପାନ୍ଥର୍ସ ବିପକ୍ଷରେ ଥାଲାଇଭାସ୍ ବିଜୟୀ
ବେଙ୍ଗାଲୁରୁ,୨୯ା୧୦: ପ୍ରୋ କବାଡି ଲିଗ୍ରେ ଶୁକ୍ରବାର ଜୟପୁର ପିଙ୍କ ପାନ୍ଥର୍ସକୁ ପରାସ୍ତ କରିଛି ତାମିଲ ଥାଲାଇଭାସ୍। ରେଡର୍ ନରେନ୍ଦରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ବଳରେ ୩୮-୨୭ରେ ମ୍ୟାଚକୁ ଜିତି ନେଇଛି ଥାଲାଇଭାସ୍। ଏହା ସହିତ ଚଳିତ ଟୁର୍ନାମେଣ୍ଟରେ ନିଜର ଦ୍ୱିତୀୟ ବିଜୟ ହାସଲ…
ଶଙ୍କର ମୁଥୁସାମି ସେମିଫାଇନାଲରେ
ସାଣ୍ଟାଣ୍ଡର (ସ୍ପେନ୍), ୨୯ା୧୦ (ପି.ଟି.): ଭାରତର ଉଦୀୟମାନ ବ୍ୟାଡ୍ମିଣ୍ଟନ ଖେଳାଳି ଶଙ୍କର ମୁଥୁସାମି ବିଡବ୍ଲ୍ୟୁଏଫ୍ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍ର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା କରିଛନ୍ତି। ଶୁକ୍ରବାର ୧୯ ବର୍ଷରୁ କମ୍ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସେ ଚାଇନାର…
ଆକାଂକ୍ଷାଙ୍କ ଦ୍ୱାରା ୩ ନୂଆ ଜାତୀୟ ରେକର୍ଡ
ଗାଜିଆବାଦ, ୨୯ା୧୦ (ପି.ଟି.): ଖେଲୋ ଇଣ୍ଡିଆ ନ୍ୟାଶନାଲ ଓମେନ୍ସ ଓ୍ବେଟ୍ଲିଫ୍ଟିଂ ର଼୍ୟାଙ୍କିଙ୍ଗ୍ ଟୁର୍ନାମେଣ୍ଟରେ ମହାରାଷ୍ଟ୍ରର ଆକାଂକ୍ଷା ବ୍ୟବହାରେ ୪୦କେଜି କାଟେଗୋରିରେ ତିନୋଟି ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଟାର୍ଗେଟ୍ ଅଲିମ୍ପିକ ପୋଡିୟମ ସ୍କିମ୍ (ଟପ୍ସ)ର ଅଂଶବିଶେଷ ଏହି ଓ୍ବେଟ୍ଲିଫ୍ଟର ସ୍ନାଚ୍,…
ଅଷ୍ଟ୍ରେଲିଆ ପାଇଁ ବଢ଼ିଲା ସଙ୍କଟ
ମେଲବୋର୍ନ,୨୯ା୧୦(ପି.ଟି.): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍ର ଦୁଇଟି ମ୍ୟାଚ୍ ବର୍ଷା ପାଇଁ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ଓ ଆୟର୍ଲାଣ୍ଡ ବନାମ ଆଫଗାନିସ୍ତାନ ମ୍ୟାଚ୍ ବାତିଲ ହୋଇଯାଇଛି। ଉଭୟ ମ୍ୟାଚ୍ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…
ମନଦୀପଙ୍କ ଡବଲରେ ଜିତିଲା ଭାରତ
ଭୁବନେଶ୍ୱର, ୨୯ା୧୦(ସ୍ପୋଟର୍ସବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ପ୍ରୋ ହକି ଲିଗର ଉଦ୍ଘାଟନୀ ମୁକାବିଲାରେ ବିଜୟୀ ହୋଇଛି ଭାରତ। ଅନ୍ତିମ କ୍ୱାର୍ଟରରେ ଷ୍ଟ୍ରାଇକର ମନଦୀପ୍ ସିଂଙ୍କ ଡବଲ ଗୋଲ ବଳରେ ଭାରତ ୪-୩ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଭାରତ ୩-୨ରେ…
ଭାରତ-ଅଷ୍ଟ୍ରେଲିଆ ଫାଇନାଲ
ଜୋହର (ମାଲେସିଆ),୨୯ା୧୦ (ପି.ଟି.): ସୁଲ୍ତାନ ଅଫ୍ ଜୋହର କପ୍ ହକି ଟୁର୍ନାମେଣ୍ଟର ଫାଇନାଲ ଶନିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ରାଉଣ୍ଡ ରବିନ ଲିଗ୍ ପର୍ଯ୍ୟାୟ ଶେଷ ପରେ ଟେବୁଲରେ ଅଷ୍ଟ୍ରେଲିଆ ପ୍ରଥମ ଏବଂ ଭାରତ ଦ୍ୱିତୀୟ ସ୍ଥାନରେ ରହି…
Archives


