ଇତିହାସ ରଚିଲେ ପାଣ୍ଡ୍ୟା
ମାଞ୍ଚେଷ୍ଟର,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜର ଶେଷ ମ୍ୟାଚ ରବିବାର ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ରୋମାଞ୍ଚକର ବିଜୟ ହାସଲ କରି ସିରିଜ ଜିତିଛି। ଏହି ଐତିହାସିକ ବିଜୟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ...
ଚମକିଲେ ପନ୍ତ, ପାଣ୍ଡ୍ୟା: ସିରିଜ ଜିତିଲା ଭାରତ
ମାଞ୍ଚେଷ୍ଟର, ୧୭ା୭: ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମୁକାବିଲାକୁ ଭାରତ ଜିତି ନେଇଛି । ଏହି ବିଜୟ ସହିତ ଦଳ ୨-୧ରେ...
ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଲେ ମାଧବନଙ୍କ ପୁଅ
ନୂଆଦିଲ୍ଲୀ,୧୭।୭: ଅଭିନେତା ଆର ମାଧବନଙ୍କ ପୁଅ ବେଦାନ୍ତ ପୁଣି ଏକ ରେକର୍ଡ ହାସଲ କରିଛନ୍ତି। ଜୁନିଅର ନ୍ୟାଶନାଲ ଆକ୍ୱାଟିକ୍ସର ୧୫୦୦ ମିଟର ଫ୍ରିଷ୍ଟାଇଲ ବିଭାଗରେ ବେଦାନ୍ତ ଜାତୀୟ ଜୁନିଅର ରେକର୍ଡ ଭାଙ୍ଗିଛନ୍ତି। ସେ ୧୬ ମିନିଟର ପୂର୍ବ ଧାରକଙ୍କ ରେକର୍ଡ...
ଟି୨୦ରୁ ଅବସର ନେଲେ ତମିମ୍
ଜର୍ଜଟାଉନ୍,୧୭।୭: ବାଂଲାଦେଶ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଅଧିନାୟକ ତମିମ୍ ଇକ୍ବାଲ ଅନ୍ତର୍ଜାତୀୟ ଟି୨୦ରୁ ଅବସର ନେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଦଳର ସିରିଜ ବିଜୟ ପରେ ତମିମ୍ ଏହି ଘୋଷଣା କରିଛନ୍ତି। ତମିମ୍ ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ୨୦୨୦ ମାର୍ଚ୍ଚରେ ଖେଳିଥିଲେ।...
ଭାରତକୁ ୨୬୦ ରନ୍ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ
ମାଞ୍ଚେଷ୍ଟର,୧୭।୭: ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଇଂଲଣ୍ଡ ଟିମ ଇଣ୍ଡିଆକୁ ୨୬୦ ରନ ଲକ୍ଷ୍ୟ ଦେଇଛି। ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ୪୫.୫ ଓଭରରେ ୨୫୯ ରନ କରି ଅଲଆଉଟ୍ ହୋଇଯାଇଥିଲା।...
ଦିନିକିଆରେ ବାଂଲାଦେଶର କ୍ଲିନ୍ ସୁଇପ୍
ଜର୍ଜଟାଉନ୍, ୧୭ା୭: ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ବାଂଲାଦେଶ କ୍ଲିନ୍ ସୁଇପ୍ କରିଛି । ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମେ ବ୍ୟାଟିଂ କରି ସମସ୍ତ ଉଇକେଟ ହରାଇ ୧୭୮ ରନ୍ କରିଥିଲା। ଜବାବରେ ବାଂଲାଦେଶ ୪୮.୩ ଓଭରରେ ୬ ଉଇକେଟ ହରାଇ...
କର ବା ମର ମ୍ୟାଚ୍ରେ ଟସ୍ ଜିତିଲା ଭାରତ
ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ...
କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍
କଲମ୍ବୋ,୧୭।୭: ଶ୍ରୀଲଙ୍କା ବିପକ୍ଷ ଗାଲେ ଟେଷ୍ଟରେ ପାକିସ୍ତାନର ସ୍ଥିତି ଖରାପ ରହିଛି। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୨୨୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଏପର୍ଯ୍ୟନ୍ତ ୧୭୬ ରନ୍ କରିଛି। ପାକିସ୍ତାନ ପକ୍ଷରୁ ଅଧିନାୟକ...
ସିଙ୍ଗାପୁର ଓପନ ଜିତି ଇତିହାସ ରଚିଲେ ପିଭି ସିନ୍ଧୁ
ନୂଆଦିଲ୍ଲୀ,୧୭।୭: ଇତିହାସ ରଚିଲେ ବ୍ୟାଡମିଣ୍ଟନ ଷ୍ଟାର୍ ପିଭି ସିନ୍ଧୁ। ପ୍ରଥମଥର ପାଇଁ ସିଙ୍ଗାପୁର ଓପନ ଜିତିଛନ୍ତି ସେ। ଫାଇନାଲରେ ଚାଇନାର ତାରକା ଖେଳାଳି ୱାଙ୍ଗ ଝି ୟିଙ୍କୁ ସେ ପରାଜିତ କରିଛନ୍ତି।୨୧-୯, ୧୧-୨୧, ୨୧-୧୫ରେ ତାଙ୍କୁ ସେ ହରାଇଛନ୍ତି। ତିନି...
ମ୍ୟାଚ୍ ପୂର୍ବରୁ କୋହଲି କହିଲେ ‘କ’ଣ ହେବ ଯଦି ମୁଁ…’
ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍ ପୂର୍ବରୁ ସ୍ବତନ୍ତ୍ର ପୋଷ୍ଟକୁ ନେଇ ଚର୍ଚ୍ଚାରେ ବିରାଟ କୋହଲି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ନିଜର ଫଟୋ ଶେୟାର କରି ସେ ଲେଖିଛନ୍ତି, ମୁଁ ଯଦି ପଡ଼ିଗଲି କ’ଣ ହେବ? ଓଃ, ଯଦି...
୭୦ ଶତକ ମାରିବା କ୍ୟାଣ୍ଡି କ୍ରସ୍ ନୁହେଁ: କୋହଲିଙ୍କୁ ନେଇ ଏମିତି କହିଲେ…
ନୂଆଦିଲ୍ଲୀ,୧୭।୭: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଫର୍ମକୁ ନେଇ ଏବେ ବିତର୍କ ଚାଲିଛି। ଏବେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍ ଶୋଏବ ଅଖତର ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଶ୍ଚିତ ଭାବେ କୋହଲି ନିଜ ଫର୍ମ ହାସଲ କରିବେ।...
ତୃତୀୟ ମ୍ୟାଚ୍ ଖେଳିବାକୁ ଟିମ୍ ଉତ୍ସାହର ସହ ଅପେକ୍ଷା କରିଛି: ସୂର୍ଯ୍ୟକୁମାର
ମଞ୍ଚେଷ୍ଟର,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ରବିବାର ଖେଳାଯିବ। ଦୁଇଟି ମ୍ୟାଚ୍ ପରେ ଉଭୟ ଦଳ ୧-୧ରେ ସମାନ ସ୍ଥିତିରେ ଅଛନ୍ତି। ଏଣୁ ଉଭୟ ଦଳ ପାଇଁ ମ୍ୟାଚ୍ର ଗୁରୁତ୍ୱ ଅଧିକ।...
Archives


