ଖେଳ

ମାଲେସିଆକୁ ୪-୦ରେ ପରାଜିତ କଲା ନେଦରଲାଣ୍ଡ…

ରାଉରକେଲା,୧୪।୧: ଶନିବାର ରାଉରକେଲାର ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ବିଶ୍ୱକପର ପୁଲ ସି ମ୍ୟାଚରେ ନେଦରଲାଣ୍ଡ ମାଲେସିଆକୁ ୪-୦ ଗୋଲରେ ପରାଜିତ କରିଛି। ଥିଜ ଭ୍ୟାନ ଡ୍ୟାମ ବିଂଶତମ ମିନିଟରେ ଏକ ଗୋଲ ଦେଇ ଡଚ ଟିମ୍‌ ନେଦରଲାଣ୍ଡକୁ ଆଗୁଆ ରଖିଥିଲେ। ଜିପ…

ଟେଷ୍ଟ ଟିମ୍‌ରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ; ରାଗିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୪।୧: ଭାରତୀୟ ଟିମ୍‌ ଏବେ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ସିରିଜ ଖେଳୁଛି। ହେଲେ ଶୁକ୍ରବାର ବିସିସିଆଇ ଅଷ୍ଟ୍ରେଲିଆ ସିରିଜ ଲାଗି ଦଳ ଘୋଷଣା କରିଛି। ଦୁଇ ଟେଷ୍ଟ ମ୍ୟାଚ୍‌ ଲାଗି ଘୋଷଣା କରାଯାଇଥିବା ଟିମ୍‌ରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ ମିଳିଛି। ହେଲେ ପ୍ରଶଂସକମାନେ…

ବିଶ୍ରାମ ନା ବିଦାୟ…ଟି୨୦ ଦଳରୁ ପୁଣି ବାଦ୍‌ ପଡ଼ିଲେ ରୋହିତ-କୋହଲି

ନୂଆଦିଲ୍ଲୀ,୧୪।୧: ବର୍ତ୍ତମାନ ଭାରତୀୟ ଟିମ୍‌ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ସିରିଜ ଖେଳୁଛି। ଏହାପରେ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ହ୍ବାଇଟ୍‌ ବଲ୍‌ ଫର୍ମାଟରେ ସିରିଜ ଖେଳିବ। ବିସିସିଆଇ ପକ୍ଷରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଥିବା ଦିନିକିଆ-ଟି୨୦ ସିରିଜ ଲାଗି ଦଳ ଘୋଷଣା କରାଯାଇଛି।…

ନ୍ୟୁଜିଲାଣ୍ଡ ଚିଲିକୁ ୩-୧ରେ ହରାଇଲା…

ରାଉରକେଲା,୧୪।୧: ହକି ବିଶ୍ୱକପ ୨୦୨୩ ର ପୁଲ ସି ମ୍ୟାଚ ରେ ନ୍ୟୁଜିଲାଣ୍ଡ ଚିଲିକୁ ୩-୧ରେ ପରାସ୍ତ କରିଛି। ଓଡ଼ିଶାର ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡ଼ିୟମରେ ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ପାଇଁ ସାମ ହେହା ଦୁଇଟି ଗୋଲ ସ୍କୋର କରିଥିଲେ।…

କଳିଙ୍ଗରେ ହକି କମ୍ପନ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି): ଟାଇଟଲ ଫେଭରାଇଟ ଅଷ୍ଟ୍ରେଲିଆ ଦମ୍‌ଦାର ବିଜୟ ସହ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ଟମ୍‌ କ୍ରେଗ୍‌ ଓ ଜେରେମି ହଓ୍ବୋର୍ଡଙ୍କ ହ୍ୟାଟ୍ରିକ ଗୋଲ ବଳରେ ଫ୍ରାନ୍ସକୁ ୮-୦ ଗୋଲରେ…

ବିନ୍ନିଙ୍କ ବିରୋଧରେ ଅଭିଯୋଗ ଖାରଜ

ନୂଆଦିଲ୍ଲୀ, ୧୪।୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ରୋଜର ବିନ୍ନିଙ୍କ ବିରୋଧରେ ଅଣାଯାଇଥିବା ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗକୁ ବିସିସିଆଇ ଏଥିକ୍ସ ଅଫିସର ଭିନିତ୍‌ ସରଣ (ଅବସରପ୍ରାପ୍ତ) ଖାରଜ କରିଦେଇଛନ୍ତି। ସଞ୍ଜୀବ ଗୁପ୍ତାଙ୍କ ଅଭିଯୋଗ ଯୁକ୍ତିଯୁକ୍ତ ନୁହେଁ। ଗୁପ୍ତା…

ହିମାଚଳ ନିକଟରୁ ହାରିଲା ଓଡ଼ିଶା

ଭୁବନେଶ୍ୱର,୧୪।୧(ସ୍ପୋଟର୍‌ସ ବ୍ୟୁରୋ): ନାଦାଉଁର ଅଟଳ ବିହାରୀ ବାଜପେୟୀ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି ମ୍ୟାଚରେ ଓଡ଼ିଶାକୁ ପରାସ୍ତ କରିଛି ହିମାଚଳ ପ୍ରଦେଶ। ଅନ୍ତିମ ଦିନରେ ହିମାଚଳକୁ ୩୦୮ ରନ୍‌ ଆବଶ୍ୟକ ରହିଥିଲା। ଅଙ୍କିତ କାଲ୍‌ସିଙ୍କ ଅପରାଜିତ ଶତକ ଓ ରିଷି…

ବିବାହ ବନ୍ଧନରେ ଆବଦ୍ଧ ହେଲେ ଏହି ଭାରତୀୟ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୧: ଭାରତୀୟ ମହିଳା କ୍ରିକେଟ ଦଳର ଖେଳାଳି ବେଦା କୃଷ୍ଣମୂର୍ତ୍ତି ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦିବଂଗତ ମା’ଙ୍କ ଜନ୍ମ ବାର୍ଷିକୀ ଅବସରରେ ସେ କର୍ନାଟକ କ୍ରିକେଟର ଅର୍ଜୁନ ହୋଏସାଲାଙ୍କ ହାତ ଧରିଛନ୍ତି। ଏହାପରେ ସୋସିଆଲ ମିଡିଆରେ କିଛି ଫଟୋ…

ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କଲା ଭାରତ

ରାଉରକେଲା,୧୩।୧: ପୁରୁଷ ହକି ବିଶ୍ୱକପ୍‌ ୨୦୨୩ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ସ୍ପେନ୍‌ ବିପକ୍ଷରେ ଖେଳିଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଦଳ ୨-୦ ଗୋଲରେ ସ୍ପେନ୍‌କୁ ପରାସ୍ତ କରିଛି। ଭାରତ ପକ୍ଷରୁ…

ସନ୍ନ୍ୟାସ ନେଇ ଘୋଷଣା କଲେ ସାନିଆ

ନୂଆଦିଲ୍ଲୀ,୧୩।୧: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ଆନୁଷ୍ଠାନିକ ଭାବେ ବୃତ୍ତିଗତ ଟେନିସରୁ ବିଦାୟ ନେଉଥିବା ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ କରି ସେ ଏହା ଘୋଷଣା କରିଛନ୍ତି। ସାନିଆ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି, ଅଷ୍ଟ୍ରେଲୀୟ…

ହକି ବିଶ୍ୱକପ୍‌ର ଦ୍ୱିତୀୟ ମ୍ୟାଚ୍‌: ୮-୦ ଗୋଲରେ ଅଷ୍ଟ୍ରେଲିଆର ଦମ୍‌ଦାର ବିଜୟୀ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ପୁରୁଷ ହକି ବିଶ୍ୱକପ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୮-୦ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ଫ୍ରାନ୍ସ ଖେଳାଳୀଙ୍କ ଉପରେ ଚାପ ସୃଷ୍ଟି କରିବାରେ…

ଧୋନୀଙ୍କ ସନ୍ନ୍ୟାସକୁ ନେଇ ବଡ଼ ଖୁଲାସା: ପନ୍ତଙ୍କ ସମେତ ଦୁଇଜଣ ପୂର୍ବରୁ ଜାଣିଥିଲେ…

ନୂଆଦିଲ୍ଲୀ,୧୩।୧: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ଦୁଇଥର ବିଶ୍ୱକପ୍‌ ବିଜେତା ମହେନ୍ଦ୍ର ସିଂହ ଧୋନୀ ସବୁବେଳେ ତାଙ୍କ ନିଷ୍ପତ୍ତିକୁ ନେଇ ଚମକାଇଥାନ୍ତି। ସେଭଳି କିଛି ୨୦୨୦ ଅଗଷ୍ଟ ୧୫ରେ ହୋଇଥିଲା। ଏହି ଦିନ ଧୋନୀ ହଠାତ୍‌ ସନ୍ନ୍ୟାସ ନେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?