ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ। ଏହି ମୁକାବିଲା ଚିନ୍ନାସ୍ବାମୀ ଷ୍ଟାଡିୟମରେ ହେବ। ଏହି…
ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା
ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍ ଦଳର ପୂର୍ବତନ କ୍ରିକେଟର୍ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଶ୍ୱଶୁର ପାନ ସିଂହ ଧୋନୀଙ୍କ ଜନ୍ମଦିନ ଅବସରରେ ଧୋନୀଙ୍କ ପତ୍ନୀ ସାକ୍ଷୀ ଏକ…
IPL୨୦୨୬ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ଚେତାବନୀ ଦେଲେ ଅନିଲ କୁମ୍ବଲେ,’ସେହ୍ବାଗଙ୍କଠୁ ଶିଖ’
ନୂଆଦିଲ୍ଲୀ,୨୦।୩: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପ୍ରଶିକ୍ଷକ ଅନିଲ କୁମ୍ବଲେ ବିଶ୍ୱାସ କରନ୍ତି ଯେ ଯୁବ ଓପନର ଅଭିଷେକ ଶର୍ମାଙ୍କୁ ଧୂଆଁଧାର ବ୍ୟାଟିଂ ଏବଂ କ୍ରିଜରେ ରହିବା ମଧ୍ୟରେ ଭଲ ସନ୍ତୁଳନ ରଖିବା ଶିଖିବାକୁ ପଡିବ । ଏକ ଉଦାହରଣ ଦେଇ…
ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର ଅଫ୍ ହାଇ ପର୍ଫର୍ମାନ୍ସ ଗ୍ରାହାମ ଓ୍ବେଷ୍ଟ ଏହା ସ୍ପଷ୍ଟ କରିଛନ୍ତି। ଏଥିସହିତ ପଲ…
ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍ ଆରମ୍ଭ ପୂର୍ବରୁ ହଇଚଇ
ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ମାର୍ଚ୍ଚ ୨୮ରୁ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଥିବା ବେଳେ ଗତ ୨୪ ଘଣ୍ଟା…
ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍ଟା ଓ ଗୋଜୋରେ ହେବ। ଉଦ୍ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର ୩୦ରୁ ନଭେମ୍ବର ୪ ପର୍ଯ୍ୟନ୍ତ ୬ଦିନ ଆକ୍ଶନରେ ଭରପୁର କ୍ରୀଡ଼ା କାର୍ଯ୍ୟକ୍ରମ ହେବ।…
IPL 2026 ପୂର୍ବରୁ CSKକୁ ବଡ଼ ଝଟ୍କା, ପୁରା ସିଜନ୍ରୁ ବାଦ୍ ପଡ଼ିଲେ ଘାତକ ବୋଲର୍…
ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର କିଙ୍ଗସ (CSK)କୁ ଏକ ବଡ଼ ଝଟକା ଲାଗିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର…
BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ
ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ଏହା ଉଲ୍ଲେଖନୀୟ ଯେ, ଅଗରକରଙ୍କ…
ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…
ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍ କମିନ୍ସ ଆହତ କାରଣରୁ ପ୍ରାରମ୍ଭିକ କିଛି ମ୍ୟାଚ୍ରୁ ବାଦ୍ ପଡ଼ିଥିବାରୁ, ତାଙ୍କ ସ୍ଥାନରେ…
Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….
ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି ବୋଲି ପ୍ରମାଣ କରିଛନ୍ତି । ଫିଲିପ୍ସ – ଚମତ୍କାର ଡାଇଭିଂ କ୍ୟାଚ୍ ନେବା…
ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି
ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା। ବର୍ତ୍ତମାନର ରିପୋର୍ଟ ଅନୁସାରେ ସେମାନଙ୍କ ଦରମା ବୃଦ୍ଧି ପାଇବାକୁ ଯାଉଛି। ଏହି ବିଷୟ…
PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି
କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ ସିଜିନରେ ହିଁ ତାଙ୍କୁ ଏକ ଦଳର ନେତୃତ୍ୱ ମିଳିଛି। ପିଏସଏଲ୍ର ନୂତନ ଦଳ…
Archives


