ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…
ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଶେଫାଳୀ ବର୍ମା ୬୪ ରନ୍ର ଦମଦାର ଇନିଂସ…
IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି
ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ ପୁନର୍ବିଚାର କରିବାକୁ ନିଷ୍ପତ୍ତି ନେଇଛି। କିଛି ସମୟ ପୂର୍ବରୁ, BCCI ସଚିବ ଦେବଜିତ…
ହକି ବିଶ୍ୱକପ୍: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା
ବେଲଫିଅସ,୩୦ା୮: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍ ତଥା ଆୟୋଜକ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏହି ସଫଳତା ପାଇଛି। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍ର…
ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ
କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେତାବନୀ ଦେଇଛି। ଲଡର୍ସଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର…
ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍…
ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚରେ, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ପୂର୍ବ ଜୋନ ଦଳର ଅଧିନାୟକ…
ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ
କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି ଯେ ଯୁବ ଭାରତୀ ଷ୍ଟାଡିୟମରେ ମେସିଙ୍କ ଅବ୍ୟବସ୍ଥିତ ଇଭେଣ୍ଟ ପାଇଁ ଟିକେଟ କିଣିଥିବା…
ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…
ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଏବେ, ଜଣେ ଟାଟୁ କଳାକାରଙ୍କ ଏକ ନୂତନ ପୋଷ୍ଟ ଅନୁମାନ…
ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…
ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଥାଇଲ୍ୟାଣ୍ଡ ବିପକ୍ଷରେ ଏହାର ଉଦଘାଟନୀ ମ୍ୟାଚ ଖେଳିବାକୁ ଯାଉଛି। ମହିଳା T20…
ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍ରୁ ବାଦ ପଡ଼ିବା ପରେ…
ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ ସଞ୍ଜୁଙ୍କ ପ୍ରତିକ୍ରିୟା କିଭଳି ଥିଲା, ସେ ବିଷୟରେ କହିବା ସହ ତାଙ୍କ ମାନସିକତାକୁ…
ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରୁ ଓହରି ଯାଇଥିବା ସ୍ପଷ୍ଟ ହୋଇଛି। ଫଳରେ ମହାଦେଶୀୟ ଇଭେଣ୍ଟର…
କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ
ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍ ଲାଗିନାହିଁ। IPL, ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ ଏବଂ ବିଭିନ୍ନ ବ୍ୟବସାୟ ତାଙ୍କ ଆୟର ପ୍ରମୁଖ…
କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ
ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ କୁହାଯାଇଥିଲା। ଶେଷରେ ସେ ସଚିନ ତେନ୍ଦୁଲକରଙ୍କୁ ସର୍ବଶ୍ରେଷ୍ଠ ଖେଳାଳି ଭାବରେ ବାଛିଥିଲେ। ପୂର୍ବରୁ…

