ଖେଳ

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦ ଗୋଲରେ ପରାସ୍ତ କରିଛି। ଆଙ୍ଗ୍‌ଲୋ-ଭାରତୀୟ ମହିଳାଙ୍କଠାରୁ ଜନ୍ମିତ ନିଶାନଙ୍କୁ ଷ୍ଟାର୍ଟିଂ ଇଲେଭେନରେ ସାମିଲ…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ ଫିଲ୍ଡରେ ଖେଳାଯାଇଥିବା ମ୍ୟାଚ୍‌ରେ ଅନ୍ତିମ ମିନିଟ୍‌ରେ ଆମାଡ ଡିଆଲୋଙ୍କ ଗୋଲ ବଳରେ ଆଇଭରି…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା ନିର୍ଣ୍ଣୟ ପାଇଁ ସୁପର ଓଭର ଖେଳାଯାଇଥିଲା। ସୁପର ଓଭରରେ ଶ୍ରୀଲଙ୍କା ଏ…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ ଦଳ ଭାବେ ଷ୍ଟାର୍ଟିଂ ଇଲେଭେନରେ ଦେଶ ବାହାରେ ଜନ୍ମ ହୋଇଥିବା ଖେଳାଳିଙ୍କୁ ସାମିଲ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ୬୪ ରନରେ ପାକିସ୍ତାନକୁ ପରାସ୍ତ କରିଛି। ୧୭୧ ରନର ଟାର୍ଗେଟର ଜବାବରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର ପ୍ରତିପକ୍ଷ ପାକିସ୍ତାନ ଦଳର ଅଧିନାୟିକା ଫାତିମା ସାନାଙ୍କ ସହ ଟସ୍‌ ବେଳେ ହାତ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପ୍ରତିପକ୍ଷ ପାକିସ୍ତାନ ସମ୍ମୁଖରେ ୧୭୧ ରନର ଚ୍ୟାଲେଞ୍ଜିଂ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ପ୍ରଶଂସା କରୁଛନ୍ତି। ବୈଭବ ସୂର୍ଯ୍ୟବଂଶୀ IPL 2026 ରେ ସର୍ବାଧିକ ରନ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ ଏହି ୨୫ ଓଭର ମ୍ୟାଚ ରେ ଶୁବମନ ଗିଲ ୬୬ ବଲ ରୁ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ ସମ୍ପୂର୍ଣ୍ଣ ୫୦ ଓଭର ପାଇଁ ଖେଳାଯାଇ ପାରିଲା ନାହିଁ। ବର୍ଷା ଯୋଗୁ ଏହାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଛି । ପରିସ୍ଥିତି ଏପରି ବିଗିଡ଼ି…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ଆଫଗାନିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି। ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?