ପ୍ରଥମ ଦିନିକିଆରୁ ବାଦ୍ ପଡ଼ିଲେ, ଶ୍ରେୟସଙ୍କୁ ସୁଯୋଗ
ଲଣ୍ଡନ,୧୨।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ମଙ୍ଗଳବାର ଖେଳାଯାଉଛି। ତେବେ ଏହି ମ୍ୟାଚ୍ରେ ଦଳରୁ ବାଦ୍ ପଡ଼ିଛନ୍ତି ବିରାଟ କୋହଲି। ପ୍ରଥମେ ଖରାପ ଫର୍ମ ଆଉ ଏବେ ଆହତ ସମସ୍ୟା କାରଣରୁ ତାଙ୍କୁ...
ବ୍ୟାକ୍ଫୁଟ୍ରେ ଇଂଲଣ୍ଡ: ଖାତା ଖୋଲିବାକୁ ଦେଉନାହାନ୍ତି ବୁମ୍ରା-ଶାମି
ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲର୍ଙ୍କ ଜବରଦସ୍ତ ବୋଲିଂ ଦେଖିବାକୁ ମିଳିଛି। ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଜସପ୍ରିତ ବୁମ୍ରା ପ୍ରାରମ୍ଭରୁ ଇଂଲଣ୍ଡ ଖେଳାଳିମାନଙ୍କୁ ପ୍ୟାଭିଲିୟନ ଫେରାଇଛନ୍ତି। ପରିଣାମସ୍ବରୂପ ଦଳ ୭...
ଟସ୍ ଜିତିଲା ଭାରତ, ବୋଲିଂ ନିଷ୍ପତ୍ତି…
ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଲଣ୍ଡନର କେନିଂଟନ୍ ଓଭାଲରେ ଖେଳାଯାଉଥିବା ଏହି ଏକ ଦିବସୀୟ ମ୍ୟାଚ୍ରେ ଭାରତ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।...
କୋହଲି ଆହତ, ପ୍ରଥମ ଦିନିକିଆରେ ଖେଳିବା ଆଶା କ୍ଷୀଣ
ଲଣ୍ଡନ,୧୨।୭: ଖରାପ ଫର୍ମରେ ଥିବା ବିରାଟ କୋହଲି ଆହତ ହୋଇଛନ୍ତି। ଆଜି ଖେଳାଯିବାକୁ ଥିବା ପ୍ରଥମ ଦିନିକିଆରେ ସେ ଖେଳିବା ଆଶା କମ୍ ବୋଲି ଜଣାପଡିଛି। ଇଂଲଣ୍ଡ ବିପକ୍ଷ ୩ୟ ଅନ୍ତର୍ଜାତୀୟ ଟି୨୦ ସମୟରେ ସେ ତଳିପେଟ ଓ ଜଙ୍ଘ...
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା କ୍ରିକେଟ ସାମିଲ: ଘୋଷିତ ହେଲା ୧୮ ଜଣିଆ ଦଳ
ନୂଆଦିଲ୍ଲୀ,୧୨ା୭ : ଆସନ୍ତା ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ବିସିସିଆଇ ପକ୍ଷରୁ ୧୮ ଜଣିଆ ମହିଳା ଦଳ ଘୋଷଣା କରାଯାଇଛି। ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପ୍ରଥମ ଥର ପାଇଁ ମହିଳା କ୍ରିକେଟକୁ ସାମିଲ କରାଯାଇଛି। ପ୍ରଥମ ସଂସ୍କରଣ ପାଇଁ ହରମନପ୍ରୀତ୍ କୌରଙ୍କୁ...
ଆଜି ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଲଣ୍ଡନ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ ଟି -୨୦ ସିରିଜ ଜିତିଥିବା ଟିମ ଇଣ୍ଡିଆ ମନୋବଳ ବେଶ୍ ଦୃଢ ରହିଛି।...
ବିଶ୍ୱରେକର୍ଡ କଲା ନ୍ୟୁଜିଲାଣ୍ଡ
ଡବଲିନ୍,୧୧।୭: ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ନ୍ୟୁଜିଲାଣ୍ଡ ଦଳ ଏକ ବିଶ୍ୱରେକର୍ଡ ହାସଲ କରିଛି। ଟାର୍ଗେଟ୍କୁ ପିଛା କରି ଶେଷ ଓଭରରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ନ୍ୟୁଜିଲାଣ୍ଡ ନାଁରେ ହୋଇଛି। ଆୟର୍ଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ...
ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍
କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର ସହିତ କୁଆଡେ ପଳାଇଛନ୍ତି। ବିକ୍ଷୋଭକାରୀମାନେ ରାଷ୍ଟ୍ରପତିଙ୍କ ଇସ୍ତଫା ଦାବି କରୁଛନ୍ତି। ଏହି...
ଗୋଟିଏ ଓଭରରେ ୩୪ ରନ୍, ଖାଲି ଚୌକା-ଛକା ବର୍ଷା: ଦେଖନ୍ତୁ ଭିଡିଓ
ଲଣ୍ଡନ,୧୦।୭: ଇଂଲଣ୍ଡରେ ଏବେ ଟି-୨୦ ବ୍ଲାଷ୍ଟ ଖେଳାଯାଉଛି। ସମରସେଟ ଏବଂ ଡର୍ବିସାୟାର ମଧ୍ୟରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହି ମ୍ୟାଚରେ ସମରସେଟ ପାଇଁ ଖେଳୁଥିବା ରିଲେ ରୋସୋ ବିସ୍ଫୋରକ ବ୍ୟାଟିଂ କରିଥିଲେ।...
କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା
ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ...
ଜୋକୋଭିଚ୍ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ
ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍ ହୋଇଛନ୍ତି ସର୍ବୀୟ ଟେନିସ୍ ଷ୍ଟାର ନୋଭାକ୍ ଜୋକୋଭିଚ୍। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍ କିର୍ଗିଓସ୍ଙ୍କୁ ୪-୬, ୬-୩, ୬-୪, ୭-୬ (୩) ସେଟ୍ରେ ହରାଇ ଦେଇଛନ୍ତି। ଫଳରେ...
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ହାରିଲା ଭାରତ
ନଟିଂହାମ୍,୧୦ା୭ : ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ପରାଜିତ ହୋଇଛି ଭାରତ। ୨୧୬ ରନ୍ ଲକ୍ଷ୍ୟର ପିଛା କରି ଭାରତ ୯ ଉଇକେଟ ହରାଇ ୧୯୮ ରନ୍ କରିବାରେ...
Archives


