‘ମାରାଥନ ମ୍ୟାନ୍’ ବିବେକାନନ୍ଦ
ଜଣେ ଆଥଲେଟ୍ ଅଫୁରନ୍ତ ସହନଶକ୍ତିର ବିନିଯୋଗ ସହିତ ନିରନ୍ତର ଅଭ୍ୟାସ ଦ୍ୱାରା ହିଁ ମାରାଥନ ଦୌଡ଼ ଭଳି ଅତି କଷ୍ଟସାଧ୍ୟ ଇଭେଣ୍ଟରେ ସଫଳ ହୋଇଥାଏ। ଏହିପରି ଜଣେ କିମ୍ବଦନ୍ତୀ ମାରାଥନ ଧାବକ ହେଉଛନ୍ତି ଓଡ଼ିଶାର ଡା. ବିବେକାନନ୍ଦ ତ୍ରିପାଠୀ। ବିଶ୍ୱ ଏବଂ…
ବିଶ୍ୱକପ୍ରେ ବଡ଼ ଓଲଟପାଲଟ: ପ୍ରଥମ ରାଉଣ୍ଡରୁ ବିଦା ହେଲା ୨ ଥର ବିଶ୍ୱ ଚାମ୍ପିଅନ୍ ଓ୍ବେଷ୍ଟଇଣ୍ଡିଜ୍
ହୋବାର୍ଟ,୨୧।୧୦: ଟି-୨୦ ବିଶ୍ୱକପର ୧୧ତମ ମ୍ୟାଚରେ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। ହୋବାର୍ଟରେ ଖେଳାଯାଇଥିବା ଏକ ମ୍ୟାଚରେ ୨ ଥରର ଚାମ୍ପିଅନ୍ ୱେଷ୍ଟଇଣ୍ଡିଜକୁ ୯ ଉଇକେଟ୍ରେ ପରାସ୍ତ କରିଛି ଆୟାରଲାଣ୍ଡ। ଏହା ସହ ଆୟାରଲାଣ୍ଡ ସୁପର-୧୨ରେ ପ୍ରବେଶ କରିଛି । ଦୁଇଥର…
କଳିଙ୍ଗରେ ଫିଫା ବିଶ୍ୱକପ୍ ଓ ଭାରତ
୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପର ଗ୍ରୁପ୍ ପର୍ଯ୍ୟାୟ ନିକଟରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ଭାରତ ଏଠାରେ ବିଶ୍ୱକପ ପଦାର୍ପଣ କରି ନିଜର ସମସ୍ତ ମ୍ୟାଚ ଖେଳିଥିଲା। ଘରୋଇ ଦଳ ଯେ କେବଳ ସବୁତକ ମ୍ୟାଚ ହାରିଥିଲା…
ପୁଣି ପ୍ରେମରେ ପଡ଼ିଛନ୍ତି ୟୋ ୟୋ ହନି ସିଂ
ପ୍ରସିଦ୍ଧ ରାପର୍ ତଥା ଗାୟକ ୟୋ ୟୋ ହନି ସିଂ ଏବେ ପୁଣି ପ୍ରେମରେ ପଡିଛନ୍ତି। ସ୍ତ୍ରୀ ଶାଲିନୀଙ୍କଠାରୁ ଛାଡପତ୍ର ନେବା ପରେ ସେ ଏବେ ଅଭିନେତ୍ରୀ ତଥା ମଡେଲ ଟିନା ଥାଡନୀଙ୍କୁ ଡେଟ କରୁଛନ୍ତି। ନିକଟରେ ହନି ତାଙ୍କ ଅଫିସିଆଲ…
ସୁପର-୧୨ରେ ଶ୍ରୀଲଙ୍କା, ନେଦରଲାଣ୍ଡ୍ସ
ଜିଲଙ୍ଗ(ଭିକ୍ଟୋରିଆ),୨୧ା୧୦(ପି.ଟି.): ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ ଦୁଇଟି ଲେଖାଏ ବିଜୟ ସହିତ ସୁପର-୧୨ରେ ପ୍ରବେଶ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ନିଜ ଅନ୍ତିମ…
ଇଞ୍ଜୁରି ସମସ୍ୟାର ସମାଧାନ ଜରୁରୀ: ବିନ୍ନି
ବେଙ୍ଗାଲୁରୁ, ୨୧ା୧୦ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନବନିର୍ବାଚିତ ସଭାପତି ରୋଜର ବିନ୍ନି ଇଞ୍ଜୁରି ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଟି୨୦ ବିଶ୍ୱକପ୍ ପାଇଁ ଭାରତୀୟ ଦଳର ଅଷ୍ଟ୍ରେଲିଆ ଗସ୍ତର ୩ ଦିନ ପୂର୍ବରୁ ଇଞ୍ଜୁରି ଯୋଗୁ ପ୍ରମୁଖ…
ଏକତା ବିଷ୍ଟଙ୍କୁ ୭ ଉଇକେଟ
ମୁମ୍ବାଇ,୨୧ା୧୦: ଭାରତୀୟ ଦଳର ସ୍ପିନର ତଥା ଉତ୍ତରାଖଣ୍ଡ ଦଳର ଅଧିନାୟିକା ଏକତା ବିଷ୍ଟ ସିନିୟର ମହିଳା ଟି ୨୦ରେ କ୍ୟାରିୟର ଶ୍ରେଷ୍ଠ ବୋଲିଂ ଫିଗର ହାସଲ କରିଛନ୍ତି। ଝାଡଖଣ୍ଡ ବିପକ୍ଷ ମ୍ୟାଚରେ ହ୍ୟାଟ୍ରିକ ସହିତ ମାତ୍ର ୮ ରନ୍ ବ୍ୟୟ କରି…
ସୁପର-୧୨ରେ ପହଞ୍ଚିଲା ଶ୍ରୀଲଙ୍କା, ନେଦରଲାଣ୍ଡ୍ସ
ଜିଲଙ୍ଗ,୨୦ା୧୦: ଆଇସିସି ଟି୨୦ ବିଶ୍ୱକପ ମୁଖ୍ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ଶ୍ରୀଲଙ୍କା ଓ ନେଦରଲାଣ୍ଡ୍ସ। ଗ୍ରୁପ୍ ଏ’ରେ ସ୍ଥାନ ପାଇଥିବା ଦୁଇ ଦଳ ୩ ମ୍ୟାଚରୁ ଦୁଇଟି ଲେଖାଏ ବିଜୟ ସହିତ ସୁପର-୧୨ରେ ପ୍ରବେଶ କରିଛନ୍ତି। ଗୁରୁବାର ଶ୍ରୀଲଙ୍କା ଅନ୍ତିମ ମ୍ୟାଚରେ…
ଗୀତ ଗାଇ ଗାଇ ଜବରଦସ୍ତ ଛକା ମାରୁଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍, ଭିଡିଓ ଦେଖିଲେ…
ନୂଆଦିଲ୍ଲୀ,୨୦।୧୦: ଟିମ୍ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗ ଆଜି ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ସେ। ନିଜ ସମୟରେ ଆକ୍ରାମକ ବ୍ୟାଟିଂକୁ ନେଇ ସେ ଜଣାଶୁଣା ଥିଲେ। ଏଥିଲାଗି…
ପାକିସ୍ତାନ ଗସ୍ତ ବିଷୟରେ ନିଷ୍ପତ୍ତି ନେବ ଗୃହ ମନ୍ତ୍ରଣାଳୟ: ଅନୁରାଗ ଠାକୁର
ନୂଆଦିଲ୍ଲୀ,୨୦।୧୦: ଆସନ୍ତା ବର୍ଷ ପାକିସ୍ତାନ ଯିବାକୁ ଥିବା ଭାରତୀୟ ଦଳ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ନେବ ବୋଲି କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ସ୍ପଷ୍ଟ କରିଛନ୍ତି। ଗୁରୁବାର ସେ କହିଛନ୍ତି, ଖେଳାଳିଙ୍କ ସୁରକ୍ଷା ଆମ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ…
ପାକିସ୍ତାନ ସହ ମୁକାବିଲା ଲାଗି କେତେ ଦୂର ପ୍ରସ୍ତୁତ ଟିମ୍ ଇଣ୍ଡିଆ, ଅକ୍ଟୋବର ୨୩ରେ ହାଇ ଭୋଲଟେଜ୍ ମ୍ୟାଚ୍…
ମେଲବୋର୍ନ,୨୦।୧୦ : ଟି -୨୦ ବିଶ୍ୱକପରେ ଭାରତୀୟ ଦଳର ପ୍ରଥମ ମ୍ୟାଚ ପାକିସ୍ତାନ ବିପକ୍ଷରେ ଅକ୍ଟୋବର ୨୩ରେ ରବିବାର ହେବାକୁ ଯାଉଛି। ଗତ ବର୍ଷ ମଧ୍ୟ ଭାରତର ପ୍ରଥମ ମ୍ୟାଚ ପାକିସ୍ତାନ ବିପକ୍ଷରେ ହୋଇଥିଲା ଏବଂ ଟିମ ଇଣ୍ଡିଆକୁ ୧୦ ୱିକେଟ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍କା
ସିଡନୀ,୨୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଆହତ ଖେଳାଳିଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆହତ ଯୋଗୁ ଅଷ୍ଟ୍ରେଲିଆ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ଇଂଲିଶ ଟି-୨୦ ବିଶ୍ୱକପରୁ ବାଦ ପଡିଛନ୍ତି। ତେବେ ତାଙ୍କୁ ରିଜର୍ଭ ଖେଳାଳି ଭାବରେ ଅନ୍ତର୍ଭୁକ୍ତ କରାଯାଇଥିଲା। ସିଡ୍ନୀରେ ଗଲ୍ଫ…
Archives


