ଜୋକୋଭିଚ୍ଙ୍କୁ ଆଡିଲେଡ୍ ଇଣ୍ଟରନ୍ୟାଶନାଲ ଟାଇଟଲ୍
ଆଡିଲେଡ୍, ୯ା୧(ପି.ଟି.): ସର୍ବିଆର ନୋଭାକ୍ ଜୋକୋଭିଚ୍ ରବିବାର ଆଡିଲେଡ୍ ଇଣ୍ଟରନ୍ୟାଶନାଲ ଟେନିସ ଟାଇଟଲ ବିଜୟୀ ହୋଇଛନ୍ତି। ଅଷ୍ଟ୍ରେଲିଆନ୍ ଓପନ୍ ପ୍ରସ୍ତୁତି ପାଇଁ ଏହି ଟୁର୍ନାମେଣ୍ଟ ଖେଳିଥିବା ଜୋକୋଭିଚ୍ ଆମେରିକାର ଅଣସିଡେଡ୍ ଖେଳାଳି ସେବାଷ୍ଟିଆନ୍ କୋର୍ଡାଙ୍କୁ ୬-୭(୮), ୭-୬(୩) ଓ ୬-୪ ସେଟ୍ରେ…
ଦୁର୍ଘଟଣାରେ ରେସର କୁମାରଙ୍କ ମୃତ୍ୟୁ
ଚେନ୍ନାଇ,୯ା୧(ପି.ଟି.): ସ୍ଥାନୀୟ ମାଡ୍ରାସ ଇଣ୍ଟରନ୍ୟାଶନାଲ ସର୍କିଟରେ ରବିବାର ଅନୁଷ୍ଠିତ ଏମ୍ଆର୍ଏଫ୍ ଏମ୍ଏମ୍ଏସ୍ସି ଏଫ୍ଏମ୍ଏସ୍ସିଆଇ ଇଣ୍ଡିଆନ ନ୍ୟାଶନାଲ କାର୍ ରେସିଂ ଚାମ୍ପିୟନଶିପ୍ର ଦ୍ୱିତୀୟ ରାଉଣ୍ଡରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ରେସ୍ର କେ.ଇ. କୁମାରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୭ବର୍ଷ ବୟସ ହୋଇଥିଲା।…
‘ଭାରତ ବିପକ୍ଷ ମ୍ୟାଚ୍ ଚ୍ୟାଲେଞ୍ଜପୂର୍ଣ୍ଣ’
ସ୍ପେନ୍, ଓ୍ବେଲ୍ସ, କୋରିଆ ପହଞ୍ଚିଲା ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି)/ ରାଉରକେଲା ଅଫିସ, ୯।୧: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ହେବାକୁଥିବା ହକି ବିଶ୍ୱକପ୍ ପାଇଁ ଦଳଗୁଡ଼ିକର ଆସିବା ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ରବିବାର ସ୍ପେନ୍…
ଅନୁଗୋଳକୁ ହରାଇ ମୁକ୍ତେଶ୍ୱର ସେମିରେ
ଢେଙ୍କାନାଳ ଅଫିସ,୯।୧: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେଡ଼ାପଡ଼ା ଗ୍ରାମସ୍ଥିତ ମା’ ଅନ୍ଧାରି କ୍ରିକେଟ୍ କ୍ଲବ ପକ୍ଷରୁ ୧୨ତମ ସୁବାସ ମେମୋରିଆଲ କ୍ରିକେଟ୍ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ ସମ୍ପାଦକ ତଥାଗତ…
ଭାରତୀୟ ଦର୍ଶକଙ୍କ ସମ୍ମୁଖରେ ଖେଳିବାରେ ରୋମାଞ୍ଚ ରହିଥାଏ
ଭୁବନେଶ୍ୱର, ୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଖେଳିବା ପାଇଁ ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଥିବା ଦକ୍ଷିଣ କୋରିଆ ଦଳ ସକାରାତ୍ମକ ଫଳାଫଳକୁ ନେଇ ବେଶ୍ ଆଶାବାଦୀ ଅଛି। ପୁଲ୍ ‘ବି’ରେ ଏହି ଦଳ ବେଲଜିୟମ, ଜାପାନ ଓ ଜର୍ମାନୀ ସହିତ ସ୍ଥାନ…
ପ୍ରସିଦ୍ଧି ଅର୍ଜନକୁ ନେଇ ଏମିତି କହିଲେ କୋହଲି
ନୂଆଦିଲ୍ଲୀ,୮।୧: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ବାଂଲାଦେଶ ବିପକ୍ଷ ଦିନିକିଆ ଏବଂ ଟେଷ୍ଟ ସିରିଜ ପରେ ବିରାଟ କୋହଲି ବିଶ୍ରାମ ନେଉଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜରୁ ଦଳକୁ ଫେରିବେ। ଏହି ସିରିଜ ପୂର୍ବରୁ ସେ ଇନଷ୍ଟାଗ୍ରାମରେ…
ଧୋନୀ କି ଦ୍ରାବିଡ ନୁହେଁ, ଉନ୍ନତ ଅଧିନାୟିକତ୍ୱ ପାଇଁ ଏହି ବ୍ୟକ୍ତିଙ୍କୁ ଶ୍ରେୟ ଦେଲେ ହାର୍ଦ୍ଦିକ
ରାଜକୋଟ,୮।୧: ଆଇପିଏଲ ୨୦୨୨ରେ ଗୁଜରାଟ ଟାଇଟାନ୍ସକୁ ଚାମ୍ପିଅନ କରିବା ପରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ କ୍ରେଜ୍ ବୃଦ୍ଧି ପାଇବାରେ ଲାଗିଛନ୍ତି। ସେବେଠାରୁ ସେ ଟିମ ଇଣ୍ଡିଆର ଅଧିନାୟକ ହେବାର ସୁଯୋଗ ପାଇଥିଲେ। ତାଙ୍କ ଅଧିନାୟିକତ୍ୱରେ ୩ଟି ଟି-୨୦ ସିରିଜ୍ ଭାରତ ବିଜୟୀ ହୋଇଛି।…
ଦ୍ରାବିଡ ପଚାରିଲେ ଏମିତି ପ୍ରଶ୍ନ, ସୂର୍ଯ୍ୟକୁମାର ରୋକିପାରିଲେନି ହସ
ରାଜକୋଟ,୮।୧: ତିନିଟି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ଶ୍ରୀଲଙ୍କାକୁ ୨-୧ରେ ପରାସ୍ତ କରିଛି। ଜାନୁଆରୀ ୭ ରାଜକୋଟରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍ରେ ସେ ୯୧ ରନ୍ରେ ଜିତିଥିଲେ। ଟିମ ଇଣ୍ଡିଆ ପାଇଁ ଏହି ମ୍ୟାଚରେ ସୂର୍ଯ୍ୟକୁମାର ଏକ ଶତକ ହାସଲ…
ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର
ରାଜକୋଟ,୮।୧: ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ଇଂନିସ ଖେଳିଥିଲେ। ସେ ୫୧ ବଲରୁ ଅପରାଜିତ ୧୧୨ ରନ କରିଥିଲେ। ତାଙ୍କ ଇନିଂସ ଯୋଗୁ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚରେ ଶ୍ରୀଲଙ୍କାକୁ ୯୧ ରନରେ…
ହାର୍ଦ୍ଦିକଙ୍କ ‘ନୂତନ ଟିମ୍ ଇଣ୍ଡିଆ’: ଏହି ୫ ଖେଳାଳି ପାଲଟିଲେ ସିରିଜର ହିରୋ…
ନୂଆଦିଲ୍ଲୀ,୮।୧: ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଛି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ‘ନୂତନ ଟିମ୍ ଇଣ୍ଡିଆ’। ରାଜକୋଟରେ ଶନିବାର ଖେଳାଯାଇଥିବା ନିର୍ଣ୍ଣାୟକ ମୁକାବିଲା ବିଜୟ ସହ ୨-୧ରେ ସିରିଜକୁ ଜିତିଛି ଦଳ। ତେବେ ଏହି ସିରିଜରୁ ଅନେକ ବରିଷ୍ଠ…
ତୃତୀୟ ଟାଇଟଲ ଲକ୍ଷ୍ୟରେ ଜର୍ମାନୀ
ଭୁବନେଶ୍ୱର,୮ା୧ (ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱର-ରାଉରକେଲାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ୨୦୨୩ରେ ଅଂଶଗ୍ରହଣ କରିବା ପାଇଁ ଶନିବାର ଭୁବନେଶ୍ୱରରେ ପହଞ୍ଚିଛି ଦୁଇ ଦୁଇ ଥର ବିଶ୍ୱ ଚାମ୍ପିୟନ ଜର୍ମାନୀ। ଓଡ଼ିଶାରେ ଖେଳାଯାଇଥିବା ପୂର୍ବ ସଂସ୍କରଣରେ ଜର୍ମାନୀ ୫ମ ସ୍ଥାନରେ ରହିଥିଲା।…
ରାଉରକେଲାରେ ପହଞ୍ଚିଲା ନ୍ୟୁଜିଲାଣ୍ଡ, ମାଲେସିଆ ହକି ଦଳ
ରାଉରକେଲା ଅଫିସ,୮।୧:ପୁରୁଷ ହକି ବିଶ୍ୱକପ୍କୁ ଆଉ ୫ଦିନ ବାକି ଥିବାବେଳେ ରାଉରକେଲାରେ କେବଳ ଭାରତୀୟ ହକି ଦଳର ଖେଳାଳିମାନେ ପହଞ୍ଚି ବିର୍ସାମୁଣ୍ଡା ଷ୍ଟାଡିୟମରେ ଅଭ୍ୟାସ ଜାରି ରଖିଛନ୍ତି। ଶନିବାର ଦୁଇଟି ଚାର୍ଟାଡ୍ ପ୍ଲେନ ଯୋଗେ ନ୍ୟୁଜିଲାଣ୍ଡ ଓ ମ୍ୟାଲେସିଆ ଦଳର ଖେଳାଳିମାନେ…

