୩୫ ରନ୍ରେ ଜିତିଲା ଓ୍ବେଷ୍ଟଇଣ୍ଡିଜ୍: ୧-୦ରେ ସିରିଜ ଆଗୁଆ
ରୋଜେୟୁ,୫ା୭: ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ୩୫ ରନ୍ରେ ବିଜୟ ହାସଲ କରିଛି। ଓ୍ବିଣ୍ଡସର ପାର୍କଠାରେ ଖେଳାଯାଇଥିବା ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ...
୪୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ବୁମ୍ରା
ବର୍ମିଂହାମ୍, ୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ ଟେଷ୍ଟରେ ଘରୋଇ ଦଳ ବିଜୟ ପଥରେ ଆଗେଇଛି। ୩୭୮ ରନ୍ର ଟାର୍ଗେଟକୁ ପିଛା କରି ଇଂଲଣ୍ଡ ୩ ଉଇକେଟ୍ ହରାଇ ୨୫୯ ରନ୍ ସଂଗ୍ରହ କରିଛି। ଫଳରେ ୭ଟି ଉଇକେଟ...
୭୨ ବର୍ଷର ରେକର୍ଡ ଭାଙ୍ଗିଲେ ପନ୍ତ
ବର୍ମିଂହାମ୍, ୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ ଟେଷ୍ଟର ପ୍ରଥମ ଇନିଂସରେ ଶତକ ହାସଲ କରି ରିଷଭ ପନ୍ତ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଦ୍ୱିତୀୟ ଇନିଂସରେ ମଧ୍ୟ ସେ ୫୭ ରନରେ ଆଉଟ୍ ହୋଇଥିଲେ। ଏହି ଇନିଂସ...
ମନ୍ଧାନା, ଶେଫାଳୀ ଜିତାଇ ଦେଲେ
ପାଲିକେଲ୍, ୫ା୭: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍ରେ ଭାରତୀୟ ମହିଳା ଦଳ ୧୦ ଉଇକେଟରେ ବିଜୟ ଲାଭ କରିଛି। ଏଥିସହିତ ଦଳ ୩ ମ୍ୟାଚ୍ବିଶିଷ୍ଟ ସିରିଜ୍କୁ ଆଗୁଆ ଜିତିନେବା ସହ ୨-୦ରେ ଅଗ୍ରଣୀ ଲାଭ କରିଛି।...
ଭାରତର ଖେଳ ବିଗାଡି ଦେଲେ ରୁଟ୍-ବେୟାରଷ୍ଟୋ
ବର୍ମିଂହାମ୍, ୫।୭:ଏଜ୍ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ବିଜୟ ପଥରେ ଅଗ୍ରସର ହୋଇଛି। ଭାରତ ଦ୍ୱିତୀୟ ଇନିଂସରେ ୨୪୫ ରନ୍ରେ ଅଲ୍ଆଉଟ ହେବାରୁ ଇଂଲଣ୍ଡ ସମ୍ମୁଖରେ ୩୭୮ ରନ୍ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ସୋମବାର ୪ର୍ଥ ଦିବସ...
୨୫୭ ରନ୍ ଆଗରେ ଟିମ୍ ଇଣ୍ଡିଆ
ବର୍ମିଂହାମ, ୪।୭: ସ୍ଥାନୀୟ ଏଜ୍ବାଷ୍ଟନଠାରେ ଚାଲିଥିବା ପୁନଃ ନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ପ୍ରଥମ ଇନିଂସରେ ୨୮୪ ରନ୍ କରି ଅଲ୍ଆଉଟ ହୋଇଯାଇଛି। ଜବାବରେ ଭାରତ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୧୨୫...
ଗର୍ଲଫ୍ରେଣ୍ଡ୍ଙ୍କ ସହ ଛୁଟି କାଟୁଛନ୍ତି ରାହୁଲ
ଭାରତୀୟ କ୍ରିକେଟ୍ର କେ.ଏଲ୍ ରାହୁଲ ଆହତ କାରଣରୁ ଦଳରୁ ବାଦ୍ ପଡିଛନ୍ତି। ନିକଟରେ ଜର୍ମାନୀରେ ତାଙ୍କର ସର୍ଜରୀ ହୋଇଛି। ସର୍ଜରୀ ପରେ ସେ ଏବେ ଗର୍ଲଫ୍ରେଣ୍ଡ୍ ଆଥିଆ ସେଟ୍ଟୀଙ୍କ ସହ ମ୍ୟୁନିକ୍ରେ ଛୁଟି କାଟୁଛନ୍ତି। ତାଙ୍କ ସହ ଅଛନ୍ତି ବଲିଉଡ...
ପଡ଼ିଆରେ ‘ଫ୍ଲାଇଙ୍ଗ୍ କିସ୍’ ଦେଲେ କୋହଲି
ବର୍ମିଂହାମ,୪।୭: ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏକ ଶତକ...
ବର୍ମିଂହାମ ଟେଷ୍ଟରେ ଭାରତର ସ୍ଥିତି ମଜଭୁତ
ବର୍ମିଂହାମ, ୪ା୭: ସ୍ଥାନୀୟ ଏଜ୍ବାଷ୍ଟନଠାରେ ଚାଲିଥିବା ପୁନଃନିର୍ଦ୍ଧାରିତ ୫ମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ପ୍ରଥମ ଇନିଂସକୁ ୨୮୪ ରନ୍ରେ ସୀମିତ କରି ଭାରତ ଏହାର ସ୍ଥିତିକୁ ମଜଭୁତ କରିଛି। ଜବାବରେ ଦଳ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୩...
ଇଂଲଣ୍ଡ ୨୮୪ରେ ଅଲ୍ଆଉଟ୍: ଭାରତ ୧୩୨ ରନ୍ରେ ଆଗୁଆ
ଲଣ୍ଡନ,୩।୭: ବର୍ମିଂହାମ୍ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି। ଭାରତର ପ୍ରଥମ ଇନିଂସ ସ୍କୋର ୪୧୬ ରନ୍ ଜବାବରେ ଜନି ବେୟାରଷ୍ଟୋଙ୍କ...
ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର
ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ...
ଅଧିନାୟକଙ୍କ ଭଳି କାମ କରୁଛନ୍ତି କୋହଲି
ଲଣ୍ଡନ,୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ୍ରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଦ୍ୱିତୀୟ ଦିନରେ ବିରାଟ କୋହଲି ଫିଲ୍ଡିଂ ବେଳେ ଅଧିନାୟକ ଜଶପ୍ରୀତ ବୁମ୍ରାଙ୍କୁ ସାହାଯ୍ୟ କରୁଥିବା ନଜର ଆସିଥିଲେ। ବୁମ୍ରା ପ୍ରଥମ ଥର ପାଇଁ ଦଳର ନେତୃତ୍ୱ...
Archives


